ପିଲା ଚୋରି ଅଭିଯୋଗରେ ଯୁବକଙ୍କୁ ମାଡ଼

ଗଞ୍ଜାମ,୧୫। ୭(ଡି.ଏନ.ଏ.)-ଗଞ୍ଜାମ ଥାନା ବଡ଼ନୋଳିଆ ନୂଆଗାଁରେ ରବିବାର ରାତି ପ୍ରାୟ ସାଢ଼େ ୮ଟାରେ ଜଣେ ବ୍ୟକ୍ତି ପିଲା ଚୋରି କରି ନେଇ ଯାଉଥିବା ବେଳେ ଗ୍ରାମବାସୀ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଖବର ପାଇ ଗଞ୍ଜାମ ଥାନା ଏଏସ୍‌ଆଇ ଶକୁନ୍ତଳା ଦେବୀ ସଦଳବଳ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କଠାରୁ ଉକ୍ତ ଯୁବକଙ୍କୁ ଉଠାଇ ଥାନାକୁ ଆଣିଥିଲେ। ପ୍ରଥମେ ଗଞ୍ଜାମ ସ୍ବାସ୍ଥ୍ୟକେନ୍ଦ୍ର ପରେ ପୋଲିସ ଛତ୍ରପୁର ମେଡିକାଲକୁ ଚିକିତ୍ସା ପାଇଁ ନେଇଥିଲା। ଅଧିକ ଚିକିତ୍ସା ପାଇଁ ପୁଣି ଆମ୍ବୁଲାନ୍ସ ଯୋଗେ ପୋଲିସର ଟିମ୍‌ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ଗଞ୍ଜାମ କିମ୍ବା ଛତ୍ରପୁରରେ ଯୁବକ ଜଣଙ୍କ ମୁହଁ ଖୋଲି ନଥିଲେ। ସାମାନ୍ୟ ସୁସ୍ଥ ହେବା ପରେ ସମ୍ପୃକ୍ତ ଯୁବକଙ୍କ ଭାଷା କେହି ବୁଝି ପାରିନଥିବା ଏଏସ୍‌ଆଇ କହିଛନ୍ତି। ରାତିରେ ବ୍ୟକ୍ତି ଜଣଙ୍କ ଉକ୍ତ ଗଁ।ର ଗୋଟିଏ ପିଲାକୁ ନେଇ ପଳେଇ ଯାଉଥିବା ବେଳେ ଗ୍ରାମବାସୀ ତାଙ୍କୁ ଧରି ଛେଚିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଣିଜିଙ୍କୁ ଅସଦାଚରଣ, ମାମୁଙ୍କୁ ମାଡ଼ ମାରି ଲୁଟ୍‌: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ପର୍ଯ୍ୟଟନ କ୍ଷେତ୍ର ମା’ ମହୁରୀ କାଳୁଆ ମନ୍ଦିର ନିକଟରେ ଗତ ୩ ତାରିଖ ମଧ୍ୟାହ୍ନରେ ବାଇକ୍‌ ଅଟକାଇ...

ଭାଜପା ଛାଡ଼ି ବିଜେଡିକୁ ଯାଇଥିବାରୁ ମାରିଦେଲେ

ପୋଲସରା,୨ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଧୀନ ମୁକ୍ତାମାଳାଦେଇପୁର ଶାସନ ଗ୍ରାମରେ ଗତ ୧୯ରେ ଅମିତ ଆଚାର୍ଯ୍ୟଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ପୋଲିସ ମୁଖ୍ୟ...

କୋଭିଡ ନିୟମ ଉଲ୍ଲଂଘନ ନେଇ ୩ ଗିରଫ: ମାସ୍କ ପାଇଁ ୬୦ ହଜାର ଜରିମାନା

ଛତ୍ରପୁର,୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ପକ୍ଷରୁ କୋଭିଡ୍‌ ଓ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରାଯାଉଛି। ଏହାସହ ଧରପଗଡ଼ ଜାରି ରହିଛି। ଗତ ୨୪...

ଗାଡ଼ି ସ୍ପିଡରେ କଟକଣା ଲଗାଇଲେ ଜିଲାପାଳ

ଛତ୍ରପୁର,୧୩ା୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣା ସଂଖ୍ୟା ହ୍ରାସ କରିବାରୁ ବିଭିନ୍ନ ଗାଡ଼ିର ସ୍ପିଡ୍‌ ଉପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି।...

ପୋଲିସ ଏସ୍‌ଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

ବ୍ରହ୍ମପୁର ଅଫିସ/ଜଗନ୍ନାଥପ୍ରସାଦ,୨୫।୬(ଡି.ଏନ.ଏ.)- ଏକ ମାମଲାର ସମାଧାନ ପାଇଁ ଲାଞ୍ଚ ନେଉଥିବାବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନାରେ କାର୍ଯ୍ୟରତ ପ୍ରୋବେସନାଲ ଏସ୍‌ଆଇ...

କରୋନା ଚକ୍ରବ୍ୟୁହରୁ ବାହାରିଲେ ଅଭିମନ୍ୟୁ

ଛତ୍ରପୁର,୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କୁକୁଡାଖଣ୍ଡି ବ୍ଲକ ଦକ୍ଷିଣପୂର ପଞ୍ଚାୟତର ଜଣେ ୮୫ ବର୍ଷୀୟ ବୃଦ୍ଧ ଅଭିମନ୍ୟୁ ସାହୁ କରୋନାକୁ ହରାଇ ଘରକୁ ଫେରିଛନ୍ତି। ହସ୍ପିଟାଲରୁ ଡିସ୍‌ଚାର୍ଜ...

ତିତ୍‌ଲି କ୍ଷତିପୂରଣ ଦାବି: ଧାରଣା ଦ୍ୱିତୀୟ ଦିନରେ

ପାତ୍ରପୁର,୨୭।୧୧(ଡି.ଏନ୍‌.ଏ.): ତିତ୍‌ଲି କ୍ଷୟକ୍ଷତି ପ୍ରଦାନ ଦାବି ନେଇ ଦ୍ୱିତୀୟ ଦିନରେ ୩ଟି ଆଦିବାସୀ ପଞ୍ଚାୟତର ଲୋକେ ପାତ୍ରପୁର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଗତ...

ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍

ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ...

Advertisement
Archives

Model This Week