ପିଲିବନ୍ଧ ଚତୁଃପାର୍ଶ୍ୱ ସଫେଇ କଲେ ସିପାହୀ

ଛତ୍ରପୁର,୨୮।୬(ଡି.ଏନ.ଏ.)- ଛତ୍ରପୁର ଅଷ୍ଟମ ବାଟାଲିୟନ ପକ୍ଷରୁ ପିଲିବନ୍ଧ ଚତୁଃପାର୍ଶ୍ୱକୁ ସଫେଇ କରାଯାଇଛି ା ବାଟାଲିୟନ୍‌ କମାଣ୍ଡାଣ୍ଟ ଉଦୟ କୁମାର ରଥଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସିପାହୀ ଓ ସଂଘର କର୍ମକର୍ତ୍ତାମାନେ ସାମିଲ ଥିଲେ ା ପିଲିବନ୍ଧର ଚତୁଃପାର୍ଶ୍ୱରେ ଥିବା ଆବର୍ଜନା ହଟାଯିବା ସହ ଅନାବନା ଗଛକାଟି ସଫା କରାଯାଇଥିଲା ା ସଫେଇ ଅଭିଯାନରେ ଡେପୁଟି କମାଣ୍ଡାଣ୍ଟ ଗୋପବନ୍ଧୁ ତ୍ରିପାଠୀ, ସୁବେଦାର ଏସ୍‌. ଏନ୍‌. ବେହେରା, ବି. ଏନ୍‌. ମଲ୍ଲିକ, ହାବିଲଦାର ଓ ସିପାହୀ ସଂଘ ସଭାପତି ପ୍ରଭାକର ବେହେରା, ସମ୍ପାଦକ ନୀଳାଦ୍ରି ନାୟକଙ୍କ ସମେତ ସିପାହିମାନେ ସାମିଲ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri