Posted inଜାତୀୟ

ପିସିଏସ୍‌ ପରୀକ୍ଷାର ପ୍ରଥମ ଦୁଇ ସ୍ଥାନରେ ରହିଲେ ସ୍ତ୍ରୀ,ସ୍ବାମୀ: ସରକାରୀ ଚାକିରି ଛାଡି କରୁଥିଲେ ପ୍ରସ୍ତୁତି

ରାୟପୁର, ୨୪।୭: ଛତିଶଗଡ ଲୋକସେବା ଆୟୋଗ(ପିସିଏସ୍‌) ପରୀକ୍ଷାରେ ସ୍ତ୍ରୀସ୍ବାମୀ ପ୍ରଥମ ଦୁଇ ସ୍ଥାନରେ ରହି ଇତିହାସ ରଚିଛନ୍ତି। ଏହି ପରୀକ୍ଷାରେ ସ୍ମାମୀ ପ୍ରଥମ ସ୍ଥାନ ହାସଲ କରିଥିବାବେଳେ ସ୍ତ୍ରୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସୁଚନାଯୋଗ୍ୟ, ରାୟପୁରର ଅନୁଭବ ସିଂ ଏବଂ ତାଙ୍କ ସ୍ତ୍ରୀ ବିଭା ବିଲ୍ହା ୨୦୦୮ରୁ ସରକାରୀ ଚାକିରି ଛାଡି ପିସିଏସ୍‌ ପରୀକ୍ଷା ପାଇଁ ପ୍ରସ୍ତୁତି କରୁଥିଲେ। ଶେଷରେ ଉଭୟଙ୍କୁ ସଫଳତା ମିଳିଛି। ଉକ୍ତ ପରୀକ୍ଷାରେ ଅନୁଭବଙ୍କୁ ୩୦୦ରୁ ୨୭୮ ଅଙ୍କ ମିଳିଥିବାବେଳେ ସ୍ତ୍ରୀ ବିଭାଙ୍କୁ ୨୬୮ ଅଙ୍କ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ନୌସେନା ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ: ପାଇଲଟ ସୁରକ୍ଷିତ

ପଣଜୀ,୨୩।୨: ଭାରତୀୟ ନୌସେନାର ମିଗ୍‌-୨୯ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗୋଆରେ ଏହା ରୁଟିନ୍‌ ଟ୍ରେନିଂ ସମୟରେ ଉଡ଼ାଣ କରୁଥିବାବେଳେ ଏଭଳି ହୋଇଥିବା କୁହାଯାଉଛି। ଏହି...

ପଶ୍ଚିମବଙ୍ଗ ପରେ ଝାଡ଼ଖଣ୍ଡରେ ବଢ଼ିଲା ଲକ୍‌ଡାଉନ

ରାଞ୍ଚି,୨୭।୬: ସାରା ଦେଶରେ କରୋନା ସଙ୍କଟ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ନିୟନ୍ତ୍ରଣାଧିନ ହୋଇପାରୁ ନ...

୧୪ ଯାଏ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ନୂଆଦିଲ୍ଲୀ, ୨୭ା୩: କରୋନା ଭାଇରସ୍‌ର ପ୍ରକୋପ କମାଇବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏବେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ଲଗାଯାଇଥିବା କଟକଣାକୁ...

ଲଦାଖରେ ଚାଇନାର ନୂଆ ଏୟାରବେସ୍‌

ନୂଆଦିଲ୍ଲୀ, ୧୯।୭: ପୂର୍ବ ଲଦାଖରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ଗତବର୍ଷଠାରୁ ମୁହାଁମୁହିଁ ସ୍ଥିତି ଲାଗି ରହିଛି। ବେଜିଂ ଏବେ ସୀମାରେ ଭିତ୍ତିଭୂମି ବଢ଼ାଇବା...

ରାଜନୀତି ଛାଡିଲେ ରଜନୀକାନ୍ତ

ଚେନ୍ନାଇ,୧୨ ।୭: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ରଜନୀ ମକ୍କଲ ମନ୍ଦ୍ରମର ଅଧିକାରୀଙ୍କ ସହ କଥା ହେବା ପରେ କେବେବି ରାଜନୀତିକୁ ଆସିବେ ନାହିଁ ବୋଲି ନିଷ୍ପତ୍ତି...

ଆସାମ ବନ୍ୟାରେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ମୋଦି

ଦିଶପୁର,୩।୭: ଆସାମ ବନ୍ୟାରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିବାରବର୍ଗ ପାଇଁ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ନ୍ୟାସନାଲ ରିଲିଫ୍‌...

ଚାଚା ନେହେରୁଙ୍କ ୧୩୧ ଜନ୍ମ ତିଥି: ଶାନ୍ତିବନରେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୪।୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୧ତମ ଜନ୍ମ ତିଥିରେ ବରିଷ୍ଠ ରାଜନେତାଙ୍କ ସମେତ ସାଧାରଣ ବ୍ୟକ୍ତି ବିଶେଷ ଶାନ୍ତିବନରେ ଶନିବାର ତାଙ୍କୁ ଶ୍ରଦ୍ଧାଞ୍ଜଳି...

ମାନବିକତା ହଜାଇ ଦେଲାଣି କରୋନା

ଜମ୍ମୁ,୪।୫ : କୋଭିଡ୍‌-୧୯ ଯୋଗୁ ଦେଶରେ ସୃଷ୍ଟି ହୋଇଛି ସାଙ୍ଘାତିକ ପରିସ୍ଥିତି। ମହାମାରୀ ଭୟରେ ଲୋକେ ଭୁଲିଗଲେଣି ମାନବିକତା। ଏହାର ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରର...

Advertisement
Archives

Model This Week