Posted inଖେଳ

ପିସିବି କ୍ରିକେଟ କମିଟି ମୁଖ୍ୟଙ୍କ ଇସ୍ତଫା

କରାଚୀ,୨୦।୬(ପି.ଟି.)- ପୂର୍ବତନ ଟେଷ୍ଟ କ୍ରିକେଟର ମୋହସିନ ହାସନ ଖାନ୍‌ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର କ୍ରିକେଟ କମିଟି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି। ସେ ଗୁରୁବାର ପଦ ତ୍ୟାଗ କରିବା ଲାଗି ପିସିବି ଅଧ୍ୟକ୍ଷ ଈସାନ ମାନିଙ୍କୁ ଅନୁରୋଧ କରିଥିଲେ। ବର୍ତ୍ତମାନଠାରୁ ପୂର୍ବତନ ଓ୍ବାସିମ ଆକ୍ରମଙ୍କ ନେତୃତ୍ୱରେ ଏହି କମିଟି କାର୍ଯ୍ୟ କରିବ। ଓ୍ବାସିମ ଏବେ ବୋର୍ଡର ମ୍ୟାନେଜିଂ ଡିରେକ୍ଟର ପଦରେ ଅଛନ୍ତି। ୨୦୧୮ ଅକ୍ଟୋବରଠାରୁ କମିଟି ଗଠନ ହେବା ପରେ ଗତ ୩ ବର୍ଷ ଧରି ପାକିସ୍ତାନ ଦଳ ଓ ସପୋର୍ଟ ଷ୍ଟାଫଙ୍କ ପ୍ରଦର୍ଶନକୁ ବିଚାର କରିବାକୁ କୁହାଯାଇଥିଲା। ଏହାପରେ ସେ ଏଭଳି ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

ଆପତ୍ତିଜନକ ଇଙ୍ଗିତ କରିବା ପାକିସ୍ତାନ ଅଧିନାୟିକାଙ୍କୁ ପଡ଼ିଲା ମହଙ୍ଗା

ଦୁବାଇ, ୭ା୯: ପାକିସ୍ତାନ ଅଧିନାୟିକା ଫାତିମା ସାନାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୧୦ ପ୍ରତିଶତ ଜରିମାନା କରାଯାଇଛି। ଶନିବାର ଚଳିତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ର…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିବେନି ଆୟର: ତାଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୭।୯: ଭାରତୀୟ ଦଳ ସେପ୍ଟେମ୍ବର ୨୭ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳିବାର କାର୍ଯ୍ୟକ୍ରମ ରହିଛି। ଏହି ସିରିଜରେ ଟିମ ଇଣ୍ଡିଆର…

ଫାଇନାଲ ମଝିରେ ତିଲକ-ସୂର୍ଯ୍ୟବଂଶୀଙ୍କ ମଧ୍ୟରେ ହାଇଭୋଲଟେଜ୍‌ ଡ୍ରାମା! ମଇଦାନରେ ଘଟିଲା… ଭିଡିଓ ଭାଇରାଲ

ଚେନ୍ନାଇ,୭।୯: ଚେନ୍ନାଇର ଏମ.ଏ. ଚିଦାମ୍ବରମ ଷ୍ଟାଡିୟମରେ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯାଉଛି। ମ୍ୟାଚର ପ୍ରଥମ ଦିନରେ…

ଇତିହାସ ରଚିବା ପରେ ହଠାତ୍‌ ପଡ଼ିଆ ଛାଡ଼ିଦେଲେ ଇଶାନ କିଶାନ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୭।୯: ଭାରତୀୟ ଷ୍ଟାର୍‌ କ୍ରିକେଟର୍‌ ତଥା ପୂର୍ବ ଜୋନର ଅଧିନାୟକ ଇଶାନ କିଶାନ ପୁଣି ଥରେ ପ୍ରମାଣ କରିଛନ୍ତି ଯେ ସେ ଜଣେ ମ୍ୟାଚ ବିଜେତା ଖେଳାଳି।…

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri