‘ପିସିସି ସଭାପତିଙ୍କ ଦମ ଥିବା ଦରକାର’

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ମହମ୍ମଦ ମୋକିମଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପିସିସି ସଭାପତିଙ୍କ ଦମ ଥିବା ଦରକାର। କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତିଏମିତି କହିଛନ୍ତିି ।
ସେ କହିଛନ୍ତି, ବିଧାୟକ ମହମ୍ମଦ ମୋକି ଏଆଇସିସି ଅଧ୍ୟକ୍ଷ ପଦ ପାଇଁ ଭୋଟ ଦେଇନାହାନତି । ତେଣୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ଦରକାର । ପୂର୍ବରୁ ମଧ୍ୟ ରାଷ୍ଟ୍ରପତି ନିର୍ବାଚନ ବେଳେ ଦଳ ନିଷ୍ପତ୍ତି ବାହାର ଯାଇ ଭୋଟ ଦେଇଥିଲେ । କଂଗ୍ରେସ ତାଙ୍କୁ ବିଧାୟକର ମାନ୍ୟତା ଦେଇଛି । ତେଣୁ ଦଳର ପଦବୀରେ ଥାଇ ଏଭଳି କରିବା ଆଦୌ ଠିକ ହୋଇନାହିଁ । ଏଥିପାଇଁ ତାଙ୍କ ବିରୋଧରେ ଆକ୍ସନ ନେବା ଜରୁରି । ପିସିସି ସଭାପତି ହିଁ କାର୍ଯ୍ୟାନୁଷ୍ଠାନ ନେଇପାରିବ । ସେଥିପାଇଁ ଶରତ ପଟ୍ଟନାୟକଙ୍କର ଦମ ଥିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଶୁଦ୍ଧିକ୍ରିୟା ଭୋଜି ଖାଇ ​ସୁନାଖାଏନ ଗାଁରେ ଝାଡ଼ାବାନ୍ତି ଆତଙ୍କ, ଚାଲିଗଲା ୨ଜଣଙ୍କ ଜୀବନ

​ଝାରସୁଗୁଡ଼ା/ଲଖନପୁର,୨୪ା୫(ଆଶିଷ ରଞ୍ଜନ ଦାଶ/ଗୌତମ ସାହୁ ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଅତାବିରା ଗ୍ରାମ ପଞ୍ଚାୟତ ସୁନାଖାଏନ ଗ୍ରାମରେ ଝାଡ଼ାବାନ୍ତିର ଆତଙ୍କ ଦେଖାଦେଇଛି । ଏହି ରୋଗରେ…

ଏମିତି ଘୋଷଣା କଲା ଇରାନ ଖୁସି ହୋଇଗଲା ସାରା ବିଶ୍ୱ, ଏଥର ଶେଷ ହେବ ଯୁଦ୍ଧ!

ନୂଆଦିଲ୍ଲୀ/ତେହରାନ,୨୪।୫: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କ ଏକ ବିବୃତ୍ତି ଅନ୍ତର୍ଜାତୀୟ ରାଜନୀତିରେ ଏକ ନୂତନ ଆଲୋଚନାର ସୂତ୍ରପାତ କରିଛି।…

ଚଳନ୍ତାଗାଡ଼ିରୁ ବାହାରିଗଲା ଚକା, ରାସ୍ତାକଡ଼ ଦୋକାନ ଭିତରେ ପଶିଯିବାରୁ…

ମୋହନା,୨୪ା୫(ମନ୍ମଥ ମିଶ୍ର): ହରିହର ନାମକ ଯାତ୍ରୀବାହୀ ଘରୋଇ ବସ୍‌ ( ଓଡି ୦୭ ଜେଡ୍‌ ୦୫୯୯ ) ବ୍ରହ୍ମପୁରଠାରୁ କାଟିଙ୍ଗା ୩୦ ଜଣ ଯାତ୍ରୀଙ୍କୁ ନେଇ ଯିବା…

UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଙ୍କୁ ଗଣବଳାତ୍କାର, ତିନି ଦିନ ଧରି ବନ୍ଦୀ କରି ସାଙ୍ଗ….

ଲକ୍ଷ୍ନୌ,୨୪।୫: ଲକ୍ଷ୍ନୌରେ ଏକ ଗଣବଳାତ୍କାର ମାମଲା ସାମ୍ନାକୁ ଆସିଛି । ଦିଲ୍ଲୀରେ UPSC ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଯୁବତୀଙ୍କୁ ସାଙ୍ଗମାନେ ବଳାତ୍କାର କରିଥିବା ନେଇ…

ଭାରତର ମାଷ୍ଟରଷ୍ଟ୍ରୋକ୍‌, ଅଡୁଆରେ ଚାଇନା

ନୂଆଦିଲ୍ଲୀ,୨୪।୫: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଚାଇନାର ବୃଦ୍ଧି ପାଉଥିବା କାର୍ଯ୍ୟକଳାପ ଭାରତ ସମେତ ବିଶ୍ୱବ୍ୟାପୀ ଅନେକ ଦେଶ ପାଇଁ ଚିନ୍ତାର କାରଣ ପାଲଟିଛି। ଚାଇନା ଯୁଦ୍ଧଜାହାଜ ଏବଂ…

ବାହା ହୋଇପାରୁନଥିଲା ପୁଅ, ରାଗିଯାଇ ମା’ଙ୍କୁ ଜିଅନ୍ତା ଜାଳିଦେଲେ

ମୁମ୍ବାଇ,୨୪ା୫: ପୁଅକୁ ବିବାହ କରାଇପାରିଲାନି ମା’ । ରିକ୍ସା ଚାଳକ ପୁଅ ନିଜ ବୃଦ୍ଧା ମା’ଙ୍କ ଉପରେ ଏକ ଜ୍ୱଳନଶୀଳ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିବା…

ପୁଣି ଲଜ୍ଜିତ ହେଲା ୟୁପି! ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଚିୟରଲିଡର୍ସଙ୍କୁ ଦୁର୍ବବ୍ୟହାର, ଦେଖନ୍ତୁ Video

ଲକ୍ଷ୍ନୌ,୨୪।୫: ବର୍ତ୍ତମାନ, ଇଣ୍ଡିଆନ ପ୍ରିମିୟର ଲିଗ (IPL) 2026 ପାଇଁ ସାରା ଭାରତରେ ଉତ୍ସାହ ଲାଗି ରହିଛି। ଦେଶର ବିଭିନ୍ନ ରାଜ୍ୟରେ 2026 ସିଜିନ ପାଇଁ ମ୍ୟାଚ…

‘ମୋତେ ମୂର୍ଖ କୁହ ନାହିଁ – ମୋତେ ଏକଛତ୍ରବାଦୀ କୁହ’: ଜାଣନ୍ତୁ କାହିଁକି ଏମିତି କହିଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ,୨୪।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ଟ୍ରମ୍ପ ମନ୍ତବ୍ୟ ଦେଇଛନ୍ତି ଯେ ତାଙ୍କୁ ‘ମୂର୍ଖ’ ବୋଲି କୁହାଯିବା ପସନ୍ଦ ନୁହେଁ; ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri