Posted inଜାତୀୟ

ପି. ଚିଦାମ୍ବରମଙ୍କୁ ମିଳିଲାନି ଆଗୁଆ ଜାମିନ୍‌

ନୂଆଦିଲ୍ଲୀ, ୨୦।୮: ଆଇଏନଏକ୍ସ ମିଡିଆ ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି. ଚିଦାମ୍ବରରଙ୍କୁ ଝଟକା ଲାଗିଛି। ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ କରିଦେଇଛନ୍ତି। ଫଳରେ ଯେକୌଣସି ସମୟରେ ତାଙ୍କୁ ଗିରଫ କରାଯାଇପାରେ ବୋଲି ଜଣାପଡିଛି। ଏହି ମାମଲା ଏବେ ସିବିଆଇ ଏବଂ ଇଡି ପକ୍ଷରୁ ଯାଞ୍ଚ କରାଯାଉଛି। ସୂଚନାଯୋଗ୍ୟ, ୨୦୦୭ରେ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ନେତୃତ୍ୱରେ ଚାଲିଥିବା ଉପା ସରକାର ଅଧୀନରେ ପି. ଚିଦାମ୍ବରମ ଅର୍ଥମନ୍ତ୍ରୀ ଥିବା ସମୟରେ ଏହି ଅନିୟମିତତା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କ ନାଁରେ ମାମଲା ରୁଜୁ

ଇନ୍ଦୋର,୫।୧: ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା କୈଳାସ ବିଜୟଭର୍ଗିୟଙ୍କ ସମେତ ୩୫୦ ଜଣଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ସୟୋଗୀତାଗଞ୍ଜ ପୋଲିସ ଷ୍ଟେଶନରେ ଏମାନଙ୍କ...

ପ୍ରଶାସନ ସହ କୃଷକଙ୍କ ଆଲୋଚନା ବିଫଳ

କରନାଲ,୭।୯: କରନାଲରେ ମହାପଞ୍ଚାୟତ ପୂର୍ବରୁ ୧୧ ଜଣିଆ କୃଷକ କମିଟି ଏବଂ ପ୍ରଶାସନ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହୋଇଛି। ଏହା ପରେ କୃଷକ ନେତାମାନେ...

ଭାଜପାରେ ହୋଇପାରେ ବିଦ୍ରୋହ

ବେଙ୍ଗାଲୁରୁ,୧୪ା୧୧(ପି.ଟି.): ଅଯୋଗ୍ୟ ଘୋଷିତ ୧୭ ବିଧାୟକଙ୍କ ମଧ୍ୟରୁ କେତେଜଣଙ୍କୁ କର୍ନାଟକ ବିଧାନସଭା ଉପନିର୍ବାଚନରେ ଭାଜପା ଟିକେଟ ଦେବ ବୋଲି କୁହାଯାଉଛି। ଏହା ଜଣାପଡିବା ପରେ ଭାଜପାରେ...

ଏହି ରାଜ୍ୟରେ ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ: ମାସ୍କ ନ ପିନ୍ଧିଲେ ହଜାରେ ଟଙ୍କା ଜରିମାନା

ଲକ୍ଷ୍ନୌ,୧୬।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ସ୍ଥିତି ଏବେ ବିଗିଡ଼ିବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା...

କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ...

ହଟ୍‌ ଷ୍ଟୋନ୍‌ ମସାଜ୍‌ ରଖେ ଏସବୁ ରୋଗରୁ ଦୂରେଇ…

ବିଭିନ୍ନ ଶାରୀରିକ ସମସ୍ୟା କ୍ଷେତ୍ରରେ ହଟ୍‌ ଷ୍ଟୋନ୍‌ ମସାଜ୍‌ ଯୋଗୁ ସୁଫଳ ମିଳିଥାଏ। ଏହି ପ୍ରକାର ଚିକିତ୍ସାରେ ପଥରକୁ ଗରମ କରି ଶରୀରର ନିର୍ଦ୍ଦିଷ୍ଟ ସ୍ଥାନରେ...

ଅଗ୍ନିପଥ, ଗୁଜରାଟ ଦଙ୍ଗାକୁ ନେଇ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ସ୍ୱାଗତ କଲା ଭାଜପା

ହାଇଦ୍ରାବାଦ,୩ ।୭: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ୨ ଦିନ ହେବ ହାଇଦ୍ରାବାଦରେ ଆରମ୍ଭ ହୋଇଛି । ଦ୍ୱିତୀୟ ଅର୍ଥାତ୍ ଶେଷ ଦିନରେ...

କୃଷକଙ୍କ ଚେତାବନୀ: ଆମ ଧୈର୍ଯ୍ୟର ଆଉ ପରୀକ୍ଷା ନ ନିଅନ୍ତୁ ସରକାର

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ସୀମାରେ ଆନ୍ଦୋଳନ କରୁଥିବା କୃଷକ ପୁଣି ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ କୁହାଯାଇଛି ଯେ, ସରକାର ଆମ କଥା...

Advertisement
Archives

Model This Week