ପୀୟୂଷ ଗୋୟଲଙ୍କୁ ରେଳ ମନ୍ତ୍ରଣାଳୟ ଦାୟିତ୍ୱ

ନୂଆଦିଲ୍ଲୀ,୩୧। ୫: ଗୁରୁବାର କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ନରେନ୍ଦ୍ର ମୋଦିଙ୍କ ସମେତ ତାଙ୍କର ନୂଆ ମନ୍ତ୍ରୀମଣ୍ଡଳ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୋଦିଙ୍କ ପ୍ରଥମ ପାଳିରେ ରେଳ ମନ୍ତ୍ରଣାଳୟ ପୀୟୂଷ ଗୋୟଲଙ୍କ ନିକଟରେ ରହିଥିବା ବେଳେ ଚଳିତ ଥର ମଧ୍ୟ ସେ ରେଳ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିବେ। ତାଙ୍କର ଦାୟିତ୍ୱ ପରିବର୍ତ୍ତନ ହୋଇନାହିଁ। ରେଳ ମନ୍ତ୍ରଣାଳୟ ଗୁରୁତ୍ୱପୂର୍ଣ୍ଣ ହୋଇଥିବା ବେଳେ ଯାତ୍ରୀ ନିରାପତ୍ତା ଅଣଭଡା ରାଜସ୍ବ, ଟ୍ରାକ୍‌ ଉନ୍ନତିକରଣ, ଆଧୁନିକୀକରଣ, ଷ୍ଟେଟ୍‌ ଅଫ୍‌ ଆର୍ଟ କୋଚ୍‌ ନିର୍ମାଣ ନିର୍ମାଣ ଭଳି ପ୍ରମୁଖ ପ୍ରସଙ୍ଗ ଉପରେ ସେ ଧ୍ୟାନ କେନ୍ଦ୍ରିତ କରିବେ ବୋଲି ଜଣେ ସରକାରୀ ଅଧିକାରୀ ସୂଚନା ଦେଇଛନ୍ତି। ପୂର୍ବ ପାଳିରେ ଗୋୟଲଙ୍କର କାର୍ଯ୍ୟ ଉଲ୍ଲେଖନୀୟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର Pi Coinରୁ କରିପାରିବେ ଶପିଂ! ଆମାଜନ୍‌, Ebay ଏବଂ Apple Pay ଉପରେ କରିପାରିବେ ଖର୍ଚ୍ଚ

ନୂଆଦିଲ୍ଲୀ,୨୦।୩: ଗତ କିଛି ଦିନ ଧରି ଚର୍ଚ୍ଚାରେ ରହିଛି Pi Networkର Pi Coin। ଏହି କଏନ ସମ୍ପର୍କରେ ନୂତନ ଅପଡେଟ୍‌ ସାମ୍ନାକୁ ଆସୁଛି। ଏହି...

ଟ୍ରେନ୍‌ ଛାଡ଼ିବାର ୧୦ ମିନିଟ୍‌ ପୂର୍ବରୁ ମିଳିଯିବ କନ୍‌ଫର୍ମ ଟିକେଟ, ସେ ବି Tatkalରୁ କମ୍‌ ଦାମ୍‌ରେ; ଜାଣନ୍ତୁ ଉପାୟ…

ନୂଆଦିଲ୍ଲୀ,୨୦।୩: ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି। ପର୍ବପର୍ବାଣୀ ସମୟରେ ଏହି ସଂଖ୍ୟା କୋଟି କୋଟି ଟଙ୍କା ପର୍ଯ୍ୟନ୍ତ ଯାଏ। ଏପରି...

ଭାରତରେ ଲଞ୍ଚ ହେଲା  Google Pixel 9a, ଦମ୍‌ଦାର କ୍ୟାମେରା-ବ୍ୟାଟେରୀ ସହ Iphone 16eକୁ ଦେବ ଟକ୍କର

ନୂଆଦିଲ୍ଲୀ,୨୦।୩: ଗୁଗୁଲ ଭାରତରେ ଏହାର ନୂତନ ପିକ୍ସେଲ ଫୋନ୍‌ Google Pixel ୯a ଲଞ୍ଚ କରିଛି। ଏହି ଫୋନ୍‌ଟି ସୁଲଭ ଫୋନ ବର୍ଗରେ ପ୍ରଚଳନ କରାଯାଇଛି।...

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ଏପ୍ରିଲ ପହିଲାରୁ ବଦଳିଯିବ ଏସବୁ ନିୟମ, ମିଳିବ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିଲେ। ଏହି ସମୟ ମଧ୍ୟରେ, ସେ...

ପୁରୀ କେବୁଲ ଲ୍ୟାଣ୍ଡିଂ ଷ୍ଟେସନ ସ୍ଥାପନ କରିବେ ଓଡ଼ିଶା ସରକାର: ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୨୦।୩: ଓଡ଼ିଶାକୁ ଏକ ବୈଷୟିକ ଡିଜିଟାଲ ହବ୍ ରେ ପରିଣତ କରିବା ପାଇଁ ଓଡ଼ିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗ ପୁରୀ ଠାରେ...

ନିଜ ଉପରେ ବିଶ୍ୱାସ ହିଁ ସଫଳତାର ଚାବିକାଠି

ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଗଡ଼ ଅମରପ୍ରସାଦ ଭଳି ଏକ ଛୋଟ ଗାଁରେ ଡିଅନ୍‌ ଗ୍ରୁପର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଇଂ ମନୋଜ କୁମାର ସାହୁଙ୍କ...

ADR ରିପୋର୍ଟରେ ବଡ଼ ଖୁଲାସା, ଚର୍ଚ୍ଚାରେ ଓଡ଼ିଶାର ଏହି ବିଧାୟକ

ନୂଆଦିଲ୍ଲୀ,୧୯।୩: ନିର୍ବାଚନର ସ୍ବଚ୍ଛତା ଉପରେ କାମ କରୁଥିବା ସଂଗଠନ ଆସୋସିଏସନ ଫର୍‌ ଡେମୋକ୍ରାଟିକ ରିଫର୍ମସ ଦେଶର ପ୍ରାୟ 4,092 ବିଧାୟକଙ୍କ ସମ୍ପତ୍ତି ଏବଂ ଅପରାଧିକ ରେକର୍ଡ...

କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କ ଅବସର ବୟସ ୬୦ ବର୍ଷରୁ ଅଧିକ ହେବ କି? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୧୯।୩: କେନ୍ଦ୍ର କାର୍ମିକ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ବୁଧବାର କହିଛନ୍ତି ଯେ ସରକାର କର୍ମଚାରୀଙ୍କ ଅବସର ବୟସ ପରିବର୍ତ୍ତନ ପାଇଁ କୌଣସି ପ୍ରସ୍ତାବ ଉପରେ ବିଚାର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri