ପୁଅର ମୁକ୍ତି ପାଇଁ କାନ୍ଦୁଥିଲେ ମା’, କୋଳେଇ ନେଲେ ପୋଲିସ କନ୍‌ଷ୍ଟେବଳ

ଜଳନ୍ଧର, ୨୬।୧୧: ପଞ୍ଜାବରେ ଜଣେ ପୋଲିସ କନ୍‌ଷ୍ଟେବଳଙ୍କ ନିଆରା କାର୍ଯ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଜଣେ ମହିଳାଙ୍କ ପୁଅ ମାଲେସିଆ ଜେଲରେ ବନ୍ଦୀ ଥିବାବେଳେ ତାଙ୍କୁ ଫେରାଇ ଆଣିବାକୁ କହି ଭୋ ଭୋ ହୋଇ କାନ୍ଦୁଥିଲେ। ଏହି ସମୟରେ ଉକ୍ତ କନଷ୍ଟେବଳ ଜଣକ ପାଖକୁ ଆସି ଧ୍ୟାନର ସହ ତାଙ୍କଠାରୁ ସବୁକଥା ଶୁଣି ତାଙ୍କୁ କୋଳାଗ୍ରତ କରିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଇଣ୍ଡିଆନ୍‌ ପୋଲିସ ଫାଉଣ୍ଡେଶନ ପକ୍ଷରୁ ଟୁଇଟରରେ ଏହି ଭିଡିଓଟି ପୋଷ୍ଟ କରାଯାଇଛି। କ୍ୟାପ୍‌ଶନରେ ଲେଖାଯାଇଛି, ଏହି କନଷ୍ଟେବଳ ଜଣକ ସବୁ ପୋଲିସ ଅଧିକାରୀଙ୍କ ପାଇଁ ଉଦାହରଣ। ତାଙ୍କ ସମ୍ବେଦନଶୀଳତା ଏବଂ ସହାନୁଭୂତି ଦେଖନ୍ତୁ, ବୃଦ୍ଧା ମହିଳା ଜଣଙ୍କ କଥାକୁ ଧ୍ୟାନର ସହ ଶୁଣି ତାଙ୍କ ଆଖିରୁ ଲୁହ ପୋଛୁଛନ୍ତି। ଏହି ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେବାପରେ ୟୁଜର୍ସ ମାନେ ଉକ୍ତ କନ୍‌ଷ୍ଟେବଳଙ୍କ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ କୋଠା ଭୁଶୁଡିବା ଘଟଣା: ୧୨ ମୃତ, ଏବେ ବି ଅନେକ ଲୋକ ଫଶିଛନ୍ତି

ମୁମ୍ବାଇ, ୧୬।୭: ଲଗାଣ ବର୍ଷା ଯୋଗୁ ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡି ପଡିଛି। ମଧ୍ୟାହ୍ଣ ସମୟରେ ଘଟିଥିବା ଏହି...

କର୍ନାଟକରେ ହେବେ ୫ ଉପମୁଖ୍ୟମନ୍ତ୍ରୀ!

ବେଙ୍ଗାଲୁରୁ,୩୦ ।୭: କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଶୁକ୍ରବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି । ଲିଙ୍ଗାୟତ ସମ୍ପ୍ରଦାୟ...

ମା’ଙ୍କ ପୂଜାରେ ସମର୍ପିତ ମୁସଲମାନ, ଖ୍ରୀଷ୍ଟିଆନ୍‌: କିଏ ମେଢ଼ ତିଆରି କରୁଛନ୍ତି ତ କିଏ…

ମା’ କେବଳ ମା’। ସେ ସନ୍ତାନର ଲାଳନପାଳନ କରନ୍ତି, ତା’ର ମଙ୍ଗଳ କାମନା କରନ୍ତି। ସଂହାର କରନ୍ତି ତ କେବଳ ଦୁଷ୍ଟ ଶକ୍ତିର। ବିନାଶ କରନ୍ତି...

ଗୁଗଲ ଉପରେ ୯୩୬ କୋଟିର ଜରିମାନା…

ନୂଆଦିଲ୍ଲୀ,୨୫।୧୦ : ସର୍ଚ୍ଚ ଇଞ୍ଜିନ ଗୁଗଲର ମନଇଛା ବେପରୁଆ କାର୍ଯ୍ୟକୁ ବନ୍ଦ କରିବା ପାଇଁ କମ୍ପିଟେଶନ କମିଶନ ଅଫ ଇଣ୍ଡିଆ (ସିସିଆଇ) ପୁଣି ଥରେ ଜରିମାନା...

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର ପରେ ହତ୍ୟା

ନୂଆଦିଲ୍ଲୀ,୨୨।୨: ଦିଲ୍ଲୀର ନରେଲା ଅଞ୍ଚଳରେ ଏକ ଦୋକାନରୁ ୧୪ ବର୍ଷୀୟା ଝିଅଙ୍କ ଗଳିତ ମୃତଦେହ ମିଳିଛି। ଉକ୍ତ ନାବାଳିକାଙ୍କୁ ୯ ଦିନ ପୂର୍ବରୁ ଅପହରଣ କରାଯାଇଥିଲା।...

କୃଷକ ଆନ୍ଦୋଳନ: ହରିୟାଣାରେ ହାଇ ଆଲର୍ଟ

ଚଣ୍ଡିଗଡ,୨୬ା୧- ସାଧାରଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଟ୍ରାକ୍ଟର ପରେଡ୍‌ ବେଳେ ଦିଲ୍ଲୀରେ ଘଟିଥିବା ହିଂସାକୁ ନେଇ ପଡୋଶୀ ହରିୟାଣାରେ ହାଇ ଆଲର୍ଟ ଜାରି କରାଯାଇଛି। ହରିୟାଣା...

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ...

ବର୍ଷାରେ ଭ୍ରମଣ ଚେରାପୁଞ୍ଜି

ମେଘାଳୟର ଇଷ୍ଟ ଖାସି ହିଲ୍ସ ଜିଲା ଅନ୍ତର୍ଗତ ଏକ ଆକର୍ଷଣୀୟ ସ୍ଥାନ ହେଉଛି ଚେରାପୁଞ୍ଜି। ଏହା ସ୍ଥାନୀୟ ଅଞ୍ଚଳରେ ସୋହରା ନାମରେ ମଧ୍ୟ ପରିଚିତ। ଅଧିକ...

Advertisement
Archives

Model This Week