ପୁଅର ୨ୟ ଜନ୍ମଦିନରେ ଗାଁ ଲୋକଙ୍କୁ ଖାଦ୍ୟ ସାମଗ୍ରୀ ବାଣ୍ଟିଲେ ଦମ୍ପତ୍ତି

ନୂଆପଡା ଅଫିସ,୧୬ା୪- ନୂଆପଡ଼ା ଜିଲା ବୋଡେନ ବ୍ଲକ ଟିମନପୁର ଗାଁରେ ନରେଶ ଦଣ୍ଡସେନା ଓ ତାଙ୍କ ସ୍ତ୍ରୀ ଲିଲିମା ନିଜର ୨ ବର୍ଷର ପୁଅ ଅର୍ଣ୍ଣବ ଆଦିତ୍ୟଙ୍କର ୨ୟ ଜନ୍ମଦିନକୁ ଗୁରୁବାର ଭିନ୍ନ ଢଙ୍ଗରେ ପାଳିଛନ୍ତି। କରୋନା ଦ୍ୱାରା ପ୍ରଭାବିତ ଗରିବ ପରିବାରକୁ ଏହି ଦମ୍ପତ୍ତି ୩୦ହଜାର ଟଙ୍କାର ଖାଦ୍ୟ ସାମଗ୍ରୀ ସହ ସମସ୍ତ ଗ୍ରାମବାସୀଙ୍କୁ ମାସ୍କ ବଣ୍ଟନ କରିଛନ୍ତି। ନିଜେ କୁନିଶିଶୁ ଅର୍ଣ୍ଣବ ଆଦିତ୍ୟ ଏ ସବୁ ନିଜ ହାତରେ ଲୋକଙ୍କୁ ବାଣ୍ଟିଥିଲେ। ଏଥିରେ ତାଙ୍କର ଅଜାଆଈ ଫୁଲଚନ୍ଦ ଏବଂ ଅଞ୍ଜଳିଙ୍କ ସହ ପଡୋଶୀ ଘରର ଶିଶୁମାନେ ମଧ୍ୟ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଈକୁ ବଞ୍ଚାଇବାକୁ ଯାଇ ସୁବର୍ଣ୍ଣପୁର ଏସ୍‌ପିଙ୍କ ଗାଡ଼ି ଦୁର୍ଘଟଣାଗସ୍ତ, ୨୦ ଫୁଟ ତଳକୁ ଖସିଲା

ସୋନପୁର,୨୨।୧(ନି.ପ୍ର): ସୁବର୍ଣ୍ଣପୁର ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ଗାଡ଼ି ବୁଧବାର ସକାଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏସ୍‌ପି ସମ୍ବଲପୁର ଆର୍‌ଡିସିଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସଦାଚାର କମିଟି...

ତହସିଲଦାରଙ୍କ ବଦଳି ଦାବିରେ ବିକ୍ଷୋଭ

ଗଞ୍ଜାମ,୧୨ା୭(ଡି.ଏନ୍‌.ଏ.): ବିଭିନ୍ନ ବିବାଦରେ ଛନ୍ଦି ହୋଇ ପଡ଼ିଥିବା ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକଙ୍କ ପାଇଁ ଅଡୁଆ ଏବେ ଦିନକୁ ଦିନ ବଢ଼ିବାରେ ଲାଗିଛି। ତ୍ରିବେଣୀ...

ସବୁ ନାମୀଦାମୀ ହୋଟେଲ, ଲଜ୍‌ ବୁକ୍‌

ପୁରୀ ଅଫିସ,୩୦ା୧୨ସରି ଆସୁଛି ୨୦୨୨ ଏବଂ ପାଖେଇ ଆସୁଛି ନୂତନ ବର୍ଷ ୨୦୨୩। ନୂତନବର୍ଷକୁ ସ୍ବାଗତ କରିବା ପାଇଁ ଏବେଠୁ ଉତ୍ସବମୁଖର ହୋଇ ଉଠିଲାଣି ଶ୍ରୀକ୍ଷେତ୍ର।...

ବାହାଘର ସାରି ଫେରୁଥିଲେ ବର-କନ୍ୟା, ଟ୍ରକ୍‌ ସହ ମୁହାଁମୁହିଁ ଧକ୍କାରେ ଚାଲିଗଲା ଡ୍ରାଇଭରଙ୍କ ଜୀବନ

କୋକସରା,୩୦ା୧୨(ଡି.ଏନ୍‌.ଏ.): ବରକନ୍ୟା ବିବାହ ସାରି ଘରକୁ ଫେରୁଥିବା ବେଳେ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଛତିଶଗଡ଼ ସର୍ଗିଗୁଡ଼ାରୁ ନବରଙ୍ଗପୁର ମୈଦାଲପୁର ଡୁମେରମୁଣ୍ଡା ଗାଁରୁ...

ଗଛ ମୂଳେ ଆଶ୍ରୟ ନେବା ହେଲା କାଳ

ଆନନ୍ଦପୁର/ଘସିପୁରା,୨୭। ୬: ରବିବାର ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ...

ଲଗାଣ ବର୍ଷାରେ ଫୁଲୁଛି ଇନ୍ଦ୍ରାବତୀ, ଭାସ୍କେଲ

କୋଡ଼ିଙ୍ଗା/କୋଷାଗୁମୁଡା, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ ୩ଦିନ ଧରି ଲଗାଣ ବର୍ଷା ଫଳରେ ଇନ୍ଦ୍ରାବତୀ, ଭାସ୍କେଲନଦୀ ଓ ଶାଖା ନଦୀ ଫୁଲି ଉଠୁଛି। ପ୍ରଭାବିତ ହେଉଛି...

ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର

ଛତ୍ରପୁର,୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ୧୦ ନମ୍ବର ଓ୍ବାର୍ଡର ସ୍ବାଧୀନ କାଉନସିଲର ଦେବାଶିଷ ମିଶ୍ର ଗୁରୁବାର ବିଜେଡିରେ ଯୋଗଦେଇଛନ୍ତି ଛତ୍ରପୁର ଶିବ କୁମାର ପଟ୍ଟନାୟକ...

‘ଅପାରଗ କର୍ମଚାରୀ ବିଦା ହେବେ’

ଛତ୍ରପୁର,୩୧ା୫(ଡି.ଏନ.ଏ)- ଶିକ୍ଷା ପରି ଏକ ସମ୍ବେଦନଶୀଳ ବିଷୟ ଉପରେ କୋହଳନୀତି ଅବଲମ୍ବନ କରାଯିବ ନାହିଁ। ସମସ୍ତ କର୍ମଚାରୀ ଦକ୍ଷତାର ସହିତ କାର୍ଯ୍ୟ କରିବେ। ଅପାରଗ କର୍ମଚାରୀଙ୍କୁ...

Advertisement
Archives

Model This Week