ପୁଞ୍ଜିବଜାରରେ ଉତ୍ସାହ; ନିବେଶକଙ୍କ ଲାଭ ୨.୮୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୪: ରିଜର୍ଭ ବ୍ୟାଙ୍କ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଦ୍ୱିତୀୟ ବୁଷ୍ଟର ପ୍ୟାଜେକ ଘୋଷଣା କରିବା ପରେ ଏହାର ପ୍ରଭାବ ଦେଶର ପୁଞ୍ଜିବଜାର ଉପରେ ପରିଲକ୍ଷିତ ହୋଇଛି। ଶୁକ୍ରବାର ନିବେଶକଙ୍କ ସମ୍ପତ୍ତିରେ ୨.୮୩ ଲକ୍ଷ କୋଟି ଟଙ୍କା ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ୯୮୬ ପଏଣ୍ଟ ବୃଦ୍ଧି ଘଟିଥିବା ଜଣାପଡିଛି। ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେ୍‌ନସେକ୍ସ ୯୮୬.୧୧ ପଏଣ୍ଟ ବା ୩.୨୨% ବୃଦ୍ଧି ଘଟି ୩୧.୫୮୮.୭୨ ସ୍ତରରେ ବନ୍ଦ ହୋଇଛି। ଆର୍‌ବିଆଇର ପଦକ୍ଷେପ ବଜାରରେ ଅତିରିକ୍ତ ନଗଦ ଏବଂ ବିତ୍ତୀୟ ସ୍ଥିରତା ବଜାୟ ରଖିବାରେ ସହାୟକ ହୋଇପାରିବ ବୋଲି ରେଲିଗାରେ ବ୍ରୋକିଂ ଲିମିଟେଡ୍‌ର ରିସର୍ଚ୍ଚ ବିଭାଗ ଉପସଭାପତି ଅଜିତ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri