ପୁଞ୍ଜିବଜାରରେ ଉତ୍ସାହ; ନିବେଶକଙ୍କ ଲାଭ ୨.୮୩ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୪: ରିଜର୍ଭ ବ୍ୟାଙ୍କ ଭାରତୀୟ ଅର୍ଥ ବ୍ୟବସ୍ଥା ଲାଗି ଦ୍ୱିତୀୟ ବୁଷ୍ଟର ପ୍ୟାଜେକ ଘୋଷଣା କରିବା ପରେ ଏହାର ପ୍ରଭାବ ଦେଶର ପୁଞ୍ଜିବଜାର ଉପରେ ପରିଲକ୍ଷିତ ହୋଇଛି। ଶୁକ୍ରବାର ନିବେଶକଙ୍କ ସମ୍ପତ୍ତିରେ ୨.୮୩ ଲକ୍ଷ କୋଟି ଟଙ୍କା ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ ବମ୍ବେ ଷ୍ଟକ ଏକ୍ସଚେଞ୍ଜର ସୂଚକାଙ୍କ ୯୮୬ ପଏଣ୍ଟ ବୃଦ୍ଧି ଘଟିଥିବା ଜଣାପଡିଛି। ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେ୍‌ନସେକ୍ସ ୯୮୬.୧୧ ପଏଣ୍ଟ ବା ୩.୨୨% ବୃଦ୍ଧି ଘଟି ୩୧.୫୮୮.୭୨ ସ୍ତରରେ ବନ୍ଦ ହୋଇଛି। ଆର୍‌ବିଆଇର ପଦକ୍ଷେପ ବଜାରରେ ଅତିରିକ୍ତ ନଗଦ ଏବଂ ବିତ୍ତୀୟ ସ୍ଥିରତା ବଜାୟ ରଖିବାରେ ସହାୟକ ହୋଇପାରିବ ବୋଲି ରେଲିଗାରେ ବ୍ରୋକିଂ ଲିମିଟେଡ୍‌ର ରିସର୍ଚ୍ଚ ବିଭାଗ ଉପସଭାପତି ଅଜିତ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥତ୍କ ପୁନରୁଦ୍ଧାର ପାଇଁ ଲାଗିପାରେ ୫ ବର୍ଷ

ନୂଆଦିଲ୍ଲୀ: କରୋନା ମହାମାରୀ ପ୍ରଭାବ ଯୋଗୁ ସାରା ବିଶ୍ୱ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଛି। ବିଶ୍ୱବଜାରର ଆର୍ଥତ୍କ ପୁନରୁଦ୍ଧାର ଲାଗି ଅନ୍ତତଃ ପକ୍ଷେ ୫ ବର୍ଷ...

ପ୍ରଭାବିତ କ୍ଷେତ୍ର ଲାଗି ଆସିବ ଆର୍ଥତ୍କ ପ୍ୟାକେଜ

ନୂଆଦିଲ୍ଲୀ,୨୦-୩: କରୋନା ଦ୍ୱାରା କ୍ଷତିଗ୍ରସ୍ତ କ୍ଷେତ୍ରଗୁଡିକୁ ସରକାର ସହାୟତା ପ୍ୟାକେଜ ପ୍ରଦାନ କରିବେ। ଏଥିଲାଗି ଏକ ଟାସ୍କଫୋର୍ସ ଗଠନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର...

କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଲା ଆମେରିକା

ଓ୍ବାଶିଂଟନ,୩୦ -୫: ଆମେରିକା ଏହାର କରେନ୍ସି ମନିଟରିଂ ତାଲିକାରୁ ଭାରତୀୟ ମୁଦ୍ରାକୁ ବାଦ୍‌ ଦେଇଛି। ତେବେ ଚାଇନାର ମୁଦ୍ରା ଏବେ ମଧ୍ୟ ଏହି ତାଲିକାରେ ରହିଛି।...

ପାଇକାରୀ ମୁଦ୍ରାସ୍ଫୀତି ୧%କୁ ହ୍ରାସ

ନୂଆଦିଲ୍ଲୀ,୧୬ା୪: ପାଇକାରୀ ମୂଲ୍ୟସୂଚୀ (ଡବ୍ଳ୍ୟୁପିଆଇ) ଭିତ୍ତିକ ମୁଦ୍ରାସ୍ଫୀତି ମାର୍ଚ୍ଚରେ ୧%କୁ ହ୍ରାସ ଘଟିଛି। ଏହା ଫେବୃୟାରୀରେ ୨.୨୬% ରହିଥିଲା ବୋଲି ସରକାର ପ୍ରକାଶ କରିଥିବା ଡାଟାରୁ...

ମାଗଣା କରୋନା ଟେଷ୍ଟ କରିବାକୁ ନେଇ ଆସୁଛି କି ମେସେଜ୍‌.. ହୋଇଯାଆନ୍ତୁ ସାବଧାନ..

ନୂଆଦିଲ୍ଲୀ,୪।୮: ମହାମାରୀ କରୋନା ସଙ୍କଟ ସମୟରେ ବ୍ୟାଙ୍କ ଠକେଇର ମାମଲା କ୍ରମାଗତ ଭାବେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସମୟରେ ଠକମାନେ ଏକ ନୂଆ ଉପାୟ...

ବ୍ୟାଙ୍କ ଜାତୀୟକରଣକୁ ପୂରିଲା ୫୦ ବର୍ଷ

ନୂଆଦିଲ୍ଲୀ,୨୦-୭: ଆଜିଠୁ ଦୀର୍ଘ ୫୦ବର୍ଷ ପୂର୍ବେ ୧୯ ଜୁଲାଇ, ୧୯୬୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଦେଶର ୧୪ ପ୍ରମୁଖ ବ୍ୟାଙ୍କକୁ ପ୍ରଥମଥର ଜାତୀୟକରଣ କରିଥିଲେ।...

ସ୍କ୍ରାପେଜ୍‌ ପଲିସି କାର୍‌ ବିକ୍ରି ବଢ଼ାଇବ

କରୋନା ମହାମାରୀର ପ୍ରଭାବ ସାଙ୍ଗକୁ ବର୍ଦ୍ଧିତ ତେଲ ଦର ଯାନ ବିକ୍ରି ବୃଦ୍ଧିରେ ବାଧକ ସାଜି ଅଟୋ ସେକ୍ଟର ପାଇଁ ଆଉ ଏକ ଚିନ୍ତାର କାରଣ...

ପେଟ୍ରୋଲ, ଡିଜେଲରେ ଜିଏସ୍‌ଟି: ନିଷ୍ପତ୍ତି ନେବ ଜିଏସ୍‌ଟି କାଉନ୍‌ସିଲ: ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧-୭:ପେଟ୍ରୋଲ, ଡିଜେଲ, ବିମାନ ଇନ୍ଧନ ଓ ପ୍ରାକୃତିକ ବାଷ୍ପକୁ ଜିଏସ୍‌ଟି ଅଧୀନକୁ ଆଣିବା ଲାଗି ଜିଏସ୍‌ଟି କାଉନସିଲ୍‌ ନିଷ୍ପତ୍ତି ନେବ ବୋଲି ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର...

Advertisement


Archives

Model This Week

Why Dharitri