ପୁଣିଥରେ ଏକାଠି ନଜର ଆସିବେ ଆଲିଆ-ରଣବୀର

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ବଲିଉଡ୍‌ ଦୁନିଆରୁ ଆସିଛି ଏକ ଭିନ୍ନ ଧରଣର ଖବର। ସଞ୍ଜୟ ଲିଲା ଭଂସାଲିଙ୍କ ଆଗାମୀ ପ୍ରୋଜେକ୍ଟରେ ଆଲିଆ ଭଟ୍ଟ ଓ ରଣବୀର ସିଂ କାମ କରିବେ ବୋଲି ଜଣାପଡିଛି। ‘ବୈଜୁ ବାଓ୍ବରା’ ପ୍ରୋଜେକ୍ଟରେ ରଣବୀରଙ୍କ ସହ ହ୍ରିତିକ ରୋଶନ, ଅଜୟ ଦେବଗନ ଆଦି କାମ କରିବେ ବୋଲି ଶୁଣିବାକୁ ମିଳିଥିଲା। ହେଲେ କିଏ ନାୟକ ଭୂମୀକାରେ ନଜର ଆସିବେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଏବେ ଶୁଣିବାକୁ ମିଳିଛି କି ଆଲିଆଙ୍କ ଅପୋଜିଟରେ ରଣବୀର ନଜର ଆସିବେ। ୧୯୫୨ରେ ଆସିଥିବା ଏକ ଫିଲ୍ମର ଏହା ରିମେକ୍‌ ବୋଲି ଜଣାପଡିଛି। ପ୍ରଥମେ ଗଲି ବୟ ମୁଭିରେ ନଜର ଆସିଥିବା ଆଲିଆ-ରଣବୀର ଏଥର ପୁଣିଥରେ ସଞ୍ଜୟ ଲିଲା ଭଂସାଲିଙ୍କ ପ୍ରୋଜେକ୍ଟରେ ଲିଡ୍‌ ରୋଲରେ ଦେଖାଦେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିତ୍ୟ ନାରାୟଣ ଏବଂ ସ୍ତ୍ରୀ ଶ୍ୱେତାଙ୍କୁ କରୋନା

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିରେ କରୋନା ପୁଣି କାୟା ବିସ୍ତାର କଲାଣି। ଜଣକ ପରେ ଜଣେ କଳାକାର କରୋନା ସଂକ୍ରମିତ ହେବାରେ ଲାଗିଛନ୍ତି। ଆଜି ବିଶିଷ୍ଟ ଗାୟକ...

ବଲିଉଡ୍‌ ଅଭିନେତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବଲିଉଡ୍‌ ତଥା ଟିଭି ଅଭିନେତ୍ରୀ ମାଲଭି ମଲହୋତ୍ରାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।...

ହାଇକୋର୍ଟରେ ଖାରଜ ହେଲା ଫକ୍ସ ଷ୍ଟୁଡିୟର ଆବେଦନ: ଓକିଲଙ୍କୁ ଦେବାକୁ ପଡ଼ିବ କ୍ରେଡିଟ୍‌

ନୂଆଦିଲ୍ଲୀ,୧୧।୧: ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘ଛପାକ୍‌’ରେ ଏସିଡ୍‌ ଆଟାକ୍‌ ପୀଡ଼ିତାଙ୍କ ଓକିଲ ଅପର୍ଣ୍ଣା ଭଟ୍ଟଙ୍କୁ କ୍ରେଡିଟ୍‌ ଦେବା ମାମଲାରେ ହାଇକୋର୍ଟ ଶନିବାର...

ଅମିତାଭଙ୍କ ସଫଳତା ପଛରେ ରହିଛି ଭାଇ ଅଜିତାଭଙ୍କ ବଡ଼ ଯୋଗଦାନ, ସ୍ତ୍ରୀଙ୍କ ରହିଛି ପତିଆରା; ଏପରି ତାଙ୍କ ପରିବାର

ବମ୍ବେ: ବଲିଉଡ୍‌ ମହାନାୟକ ଅମିତାଭ ସଫଳତାର ଅନ୍ୟ ନାମ। ଏବେ ବି ସେ ସିନେମାଠାରୁ ଆରମ୍ଭ କରି ବିଜ୍ଞାପନରେ ନିଜର ପତିଆରା ଜାରି ରଖିଛନ୍ତି। ହେଲେ...

ଏହି ଅଭିନେତ୍ରୀଙ୍କ ପଛରେ ଲୁଚିଲେ ଶାହିଦ କପୁର

ବଲିଉଡ୍‌ ଅଭିନେତା ଶାହିଦ କପୁର ଏବେ ସ୍ତ୍ରୀ ମୀରା ରାଜପୁତଙ୍କ ସହ ଗୋଆରେ ଛୁଟି କାଟୁଛନ୍ତି। ଏହି ସମୟରେ ନିଜର ଏକ ସେଲ୍‌ଫି ପାଇଁ ଶାହିତ...

ନୁସ୍‌ରତ ଇନ୍‌ଷ୍ଟାଗ୍ରାମରେ ଶେୟାର କଲେ ରୋମାଣ୍ଟିକ୍‌ ଫଟୋ

ଅଭିନେତ୍ରୀ ତଥା ଟିଏମ୍‌ସି ଏମ୍‌ପି ନୁସରତ ଜହାଁଙ୍କ ରିସେପ୍‌ଶନ ୪ ଜୁଲାଇରେ କଲିକତାର ଆଇଟିସି ରୟାଲ ହୋଟେଲରେ ସମ୍ପନ୍ନ ହୋଇଛି। ପାର୍ଟିର ଫଟୋଗୁଡ଼ିକ ସୋସିଆଲ ମିଡିଆରେ...

ପ୍ରଥମ ଲାଇଭ୍‌ ପରଫର୍ମ କରି ବାପାଙ୍କଠାରୁ ମାଡ଼ ଖାଇଥିଲେ କୁମାର ସାନୁ: ଜାଣନ୍ତୁ କାହିଁକି

୯୦ ଦଶକର ସବୁଠାରୁ ଲୋକପ୍ରିୟ ତଥା ସଫଳ ସଂଗୀତକାର ମଧ୍ୟରେ ଅନ୍ୟତମ ହେଉଛନ୍ତି କୁମାର ସାନୁ। ନିଜର ଗୀତ ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିପାରିଛନ୍ତି।...

ରାମ ମନ୍ଦିର ନିର୍ମାଣରେ ସହାୟତାର ହାତ ବଢ଼ାଇଲେ ଏହି ସୁପରଷ୍ଟାର

ଅଯୋଦ୍ଧାରେ ରାମ ମନ୍ଦିର ନିର୍ମାଣ ପାଇଁ ଲୋକମାନେ ଖୋଲାଖୋଲି ଭାବେ ଆଗକୁ ଆସୁଛନ୍ତି। ଏହି ଭବ୍ୟ ମନ୍ଦିର ନିର୍ମାଣ ପାଇଁ ଖିଲାଡି ହିରୋ ଅକ୍ଷୟ କୁମାରଙ୍କ...

Advertisement
Seven Jackpot


Archives

Model This Week