ପୁଣି ଅଡ଼ୁଆରେ ପ୍ରଶାସନ, ଏମାର ମଠ ଛାଡ଼ିବାକୁ ମହନ୍ତ ଅରାଜି

ପୁରୀ ଅଫିସ,୩୧।୮: ବହୁ ଚର୍ଚ୍ଚିତ ଏମାର ମଠ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ପ୍ରାଥମିକ ପର୍ଯ୍ୟାୟରେ ମଠର କୋଠିଘର, ଲାଇବ୍ରେରୀ, ଦୋକାନ ଘର ଉଚ୍ଛେଦ କରାଯାଇଥିବା ବେଳେ ଶନିବାର ଚତୁର୍ଥ ଦିନରେ ମଠ କୋଠାରେ ଚାଲିଥିବା ଅଳଙ୍କାର ଦୋକାନ ଉଚ୍ଛେଦ ଆରମ୍ଭ ହୋଇଛି। ତେବେ ଦିନକୁ ଦିନ ମଠ ମହନ୍ତଙ୍କୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ମହନ୍ତ ରାଜଗୋପାଳ ରାମାନୁଜ ଦାସ ମଠ ଛାଡ଼ିବେ ନାହିଁ ଶନିବାର ଗଣମାଧ୍ୟମକୁ ସୂଚନା ଦେବା ପରେ ପୁଣି ଅଡ଼ୁଆରେ ପଡ଼ିଯାଇଛି ପ୍ରଶାସନ। ଏକାଧିକ ଥର ମହନ୍ତଙ୍କ ସହ ପ୍ରଶାସନିକ ଅଧିକାରୀ ଆଲୋଚନା କରିଥିଲେ ମଧ୍ୟ ତାଙ୍କୁ ଏକପ୍ରକାର ମନାଇବାରେ ବିଫଳ ହୋଇଥିବା ଏଥିରୁ ସ୍ପଷ୍ଟ ହୋଇଛି। ତେବେ ପ୍ରଶାସନ ଦିନରେ ବିଦ୍ୟୁତ୍‌ ସଂଯୋଗ ବନ୍ଦ କରୁଥିବାରୁ ତାଙ୍କୁ ଚଳିବାରେ ଅସୁବିଧା ହେଉଥିବା ମହନ୍ତ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି।

ପ୍ରକାଶଯୋଗ୍ୟ, ମଠ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହେବା ପରଠାରୁ ମହନ୍ତ ବାହାରକୁ ନ ଆସିବା ଏବଂ କାହାରିକୁ ସାକ୍ଷାତ କରୁନାହାନ୍ତି। ଏହାକୁ ନେଇ ସମସ୍ତଙ୍କର ଉତ୍କଣ୍ଠା ବଢ଼ୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଆତ୍ମହତ୍ୟା କଲେ IIC: ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ ସିପି

କଟକ, ୪।୭ (ପ୍ରଭୁକଲ୍ୟାଣ ପାଲ): ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ କଟକ-ଭୁବନେଶ୍ୱର ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ପ୍ରତିକ୍ରିୟା ରଖିଛନ୍ତି।…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

IND vs ENG: ଶେଷ ହେବାକୁ ଯାଉଛି ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ ପାଇଁ ଅପେକ୍ଷା, ମାଞ୍ଚେଷ୍ଟରରେ ମିଳିବ ସୁଯୋଗ!

ନୂଆଦିଲ୍ଲୀ,୪।୭: ସମଗ୍ର କ୍ରିକେଟ ଜଗତ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛି। ତାଙ୍କୁ ଆୟରଲ୍ୟାଣ୍ଡ ବିପକ୍ଷରେ କିମ୍ବା ଇଂଲଣ୍ଡ ବିପକ୍ଷରେ ପ୍ରଥମ ଟି-୨୦ରେ ସୁଯୋଗ…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

ଖୋଲିଲା ମାଛକୁଣ୍ଡ ଜଳଭଣ୍ଡାରର ପ୍ରଥମ ଗେଟ୍: ନିଷ୍କାସିତ ହେଲା ବର୍ଷାଜଳ

ଲମତାପୁଟ, ୪।୭: ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ମାଛକୁଣ୍ଡ ଜଳଭଣ୍ଡାରରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଶନିବାର ଚଳିତ ବର୍ଷ ପ୍ରଥମ ଥର ପାଇଁ…

Ali Khamenei Funeral: ଆୟାତୋଲ୍ଲା ଅଲି ଖାମେନେଇଙ୍କ ସହିତ ତାଙ୍କ ୧୪ ମାସର ନାତୁଣୀଙ୍କୁ ଦିଆଯିବ ଶେଷ ବିଦାୟ; ସର୍ବୋଚ୍ଚ ନେତାଙ୍କ ପାଖରେ ରଖାଯାଇଛି ପରିବାର କଫିନ

ତେହରାନ,୪।୭: ଶୁକ୍ରବାର (ଜୁଲାଇ 3, 2026), ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ହଜାର ହଜାର ଲୋକ ଇରାନର ରାଜଧାନୀ ତେହରାନରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri