ପୁଣି ଅଲୋଡ଼ା ଶିଶୁକନ୍ୟା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କଣ୍ଡରସିଂ ନିକଟରେ ଥିବା ନାଳ ନିକଟରେ ବୁଧବାର ସକାଳେ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକକୁ କେହି ଗ୍ରାମ ପଛ ନାଳରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଶିଶୁକନ୍ୟାର କାନ୍ଦ ଶୁଣି ଅଞ୍ଚଳର ଜଣେ ଛୋଟ ପିଲା ନାଳ ପାଖରେ ଦେଖି ସଙ୍ଗେ ସଙ୍ଗେ ଗ୍ରାମର ଲୋକଙ୍କୁ ଖବର ଦେଇଥିଲା। ଏହି ଖବର ପାଇ ସ୍ଥାନୀୟ ବାସିନ୍ଦା ଓ ମହିଳା ଶିଶୁକନ୍ୟାକୁ ଉଦ୍ଧାର କରି ସ୍ଥାନୀୟ ପ୍ରଶାସନକୁ ଖବର ଦେଇଥିଲେ। ଏହା ପରେ ଆଶା, ଅଙ୍ଗନଓ୍ବାଡି କର୍ମୀ, ସୁପରଭାଇଜର ସିଡିପିଓଙ୍କ ଉପସ୍ଥିତିରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଚିକିତ୍ସା ପରେ ଶିଶୁଟିର ଅବସ୍ଥା ଭଲଥିବା ଜଣାପଡ଼ିଛି। ଏହାପରେ ଡାକ୍ତର ଦାସ କିରଣ କୁମାର ବ୍ରହ୍ମପୁର ବଡ଼ ମେଡିକାଲ ଶିଶୁ ସୁରକ୍ଷା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି।
ଅନ୍ୟପକ୍ଷରେ ଉଦ୍ଧାର ଶିଶୁକନ୍ୟା ସମ୍ପର୍କରେ ସିଡବ୍ଲ୍ୟୁସିକୁ ଖବର ଦିଆଯାଇଥିବା ସୂଚନା ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri