କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା କରି ତାଙ୍କ ଉପରେ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଦଳର କର୍ମୀ ଏବଂ ପୋଲିସ ତାଙ୍କ ଉପରେ ଏଭଳି ଆକ୍ରମଣ କରିଛି ବୋଲି ଅର୍ଜୁନ ଅଭିଯୋଗ କରିଛନ୍ତି। ଭାଜପାର ଶ୍ୟାମନଗର କାର୍ଯ୍ୟାଳୟକୁ ଟିଏମସି ଦଖଲ କରିନେଇଥିବାରୁ ଏହାକୁ ମୁକ୍ତ କରିବା ପାଇଁ ଦଳର କିଛି ନେତା ବିକ୍ଷୋଭ କରୁଥିଲାବେଳେ ପୋଲିସ ସେମାନଙ୍କ ଉପରକୁ ଲାଠିଚାର୍ଜ କରିଥିଲା। ବାରାକପୋର୍ ପୋଲିସ କମିଶନର ମନୋଜ ବର୍ମାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ଅର୍ଜୁନ କହିଛନ୍ତି।
ଆସାମର ହାତୀ-ଟ୍ରେନ୍ ଧକ୍କା
ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...
ଦିଲ୍ଲୀରୁ ଯିବ ରାଜଧାନୀ
ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...
ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…
ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ
ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...
ବଡ଼ଦିନରୁ ଥରିବ ଓଡ଼ିଶା
ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...
ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍
ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...
ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...
୬ ବଲ୍ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍; ପ୍ରଥମ ଥର…
ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍ରେ ଏହି କାରନାମା କରିବା ବହୁତ...
Archives


