କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା କରି ତାଙ୍କ ଉପରେ ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ ଦଳର କର୍ମୀ ଏବଂ ପୋଲିସ ତାଙ୍କ ଉପରେ ଏଭଳି ଆକ୍ରମଣ କରିଛି ବୋଲି ଅର୍ଜୁନ ଅଭିଯୋଗ କରିଛନ୍ତି। ଭାଜପାର ଶ୍ୟାମନଗର କାର୍ଯ୍ୟାଳୟକୁ ଟିଏମସି ଦଖଲ କରିନେଇଥିବାରୁ ଏହାକୁ ମୁକ୍ତ କରିବା ପାଇଁ ଦଳର କିଛି ନେତା ବିକ୍ଷୋଭ କରୁଥିଲାବେଳେ ପୋଲିସ ସେମାନଙ୍କ ଉପରକୁ ଲାଠିଚାର୍ଜ କରିଥିଲା। ବାରାକପୋର୍ ପୋଲିସ କମିଶନର ମନୋଜ ବର୍ମାଙ୍କ ଆକ୍ରମଣରେ ସେ ଆହତ ହୋଇଥିବା ଅର୍ଜୁନ କହିଛନ୍ତି।
ବଡ଼ ଗୁମର ଖୋଲିଲେ ଆର୍ଯ୍ୟବୀର ସେହ୍ବାଗ: ଯନ୍ତ୍ରଣାରେ ଛଟପଟ ହେଉଥିଲେ….
ନୂଆଦିଲ୍ଲୀ,୧୭।୧୧: କ୍ରିକେଟ ପଡ଼ିଆରେ ଲଢ଼େଇ କେବଳ ବ୍ୟାଟ ଓ ବଲ୍ରେ ହୁଏ ନାହିଁ, ବେଳେବେଳେ ମନୋବଳ ଓ ଈଶ୍ୱରଙ୍କ ଉପରେ ବିଶ୍ୱାସ ମଧ୍ୟ ବଡ଼ ଭୂମିକା ନିଭାଇଥାଏ।…
ସୁନା, ରୁପା ମୂଲ୍ୟରେ ଲଗାତର ହ୍ରାସ
ନୂଆଦିଲ୍ଲୀ,୧୭ା୧୧: ଗତ କିଛିଦିନ ଧରି ସୁନା ଓ ରୁପା ମୂଲ୍ୟ ହ୍ରାସ ପାଇ ଆସିଥିଲା ବେଳେ ସୋମବାର ଉଭୟ ଧାତୁ ମୂଲ୍ୟରେ ପୁଣି ହ୍ରାସ ଘଟିଛି। ଗତ…
ନ୍ୟୁଜିଲାଣ୍ଡକୁ ୪୪୦ ଭୋଲ୍ଟର ଝଟ୍କା: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ବାଦ୍ ପଡ଼ିଲେ ଏହି ଖେଳାଳି
ନୂଆଦିଲ୍ଲୀ,୧୭।୧୧: ଭାରତ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା ଲାଗିଛି। ନଭେମ୍ବର ୧୫ରେ ଖେଳାଯାଇଥିବା ପଞ୍ଚମ ଦିନିକିଆ ମ୍ୟାଚ୍ରେ ଆହତ ହୋଇଥିବା…
ଜୀବନ୍ତ ଫେରି ନ ପାରେ: ଇମ୍ରାନ୍ ଖାନ୍
ଇସ୍ଲାମାବାଦ,୧୭ା୧୧(ପି.ଟି.): ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଦେଶର ପ୍ରଧାନ ବିଚାରପତି ଏବଂ ଅନ୍ୟ ମୁଖ୍ୟ ବିଚାରପତିମାନଙ୍କୁ ଏକ ଖୋଲା ଚିଠି ଲେଖି ତାଙ୍କ…
ମା’ଙ୍କ ପୁସ୍ତକ ଉନ୍ମୋଚନ ବେଳେ ରାହୁଲ ଭାବବିହ୍ବଳ
ନୂଆଦିଲ୍ଲୀ,୧୭ା୧୧: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଲିଖିତ ଜୀବନୀ ପୁସ୍ତକ ‘ବିଲଙ୍ଗିଙ୍ଗ୍: ଏ ଜର୍ନି ଅଫ୍ ଲଭ୍’ର ଆନୁଷ୍ଠାନିକ ଉନ୍ମୋଚନ ସୋମବାର ନୂଆଦିଲ୍ଲୀରେ ହୋଇଛି। ଏହି କାର୍ଯ୍ୟକ୍ରମରେ…
ଆଜି ଭୀଷଣ ବାତ୍ୟା: ୨୦ରେ ସ୍ଥଳଭାଗ ଛୁଇଁବ, ଏହି ଦିନଠାରୁ ବଢିବ ବର୍ଷା
ଭୁବନେଶ୍ୱର, ୧୭ା୧୧(ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ। ଆଗାମୀ କିଛି ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବା ସହ ୧୭ ତାରିଖ ସା ସୁଦ୍ଧା…
ଏଆଇ ଯୋଗାଣ ଶୃଙ୍ଖଳ ସୁରକ୍ଷା ଘୋଷଣାନାମାରେ ଭାରତର ସ୍ବାକ୍ଷର
ଓ୍ବାଶିଂଟନ,୧୭ା୧୧(ପି.ଟି.): ନୂତନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଚାଇନା ସହ ବଢ଼ୁଥିବା ପ୍ରତିଦ୍ୱନ୍ଦ୍ୱିତାକୁ ଦୃଷ୍ଟିରେ ରଖି କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସମ୍ବନ୍ଧୀୟ ସାମଗ୍ରୀ ଓ ବ୍ୟବସ୍ଥାର ଯୋଗାଣ ଶୃଙ୍ଖଳକୁ ସୁରକ୍ଷିତ…
ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି: ମାତ୍ର ୯୦ଟି ଅଭିଯୋଗରେ ସୀମିତ, ପ୍ରଚାର ଅଭାବ ନା ସମାଧାନ ଉପରୁ ତୁଟିଲାଣି ଭରସା
ଥୁଆମୂଳ ରାମପୁର, ୧୬।୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ତଥା ଆଦିବାସୀ ବହୁଳ ଥୁଆମୂଳ ରାମପୁର ବ୍ଲକ ବୈଠକ ସଭା ଗୃହ ଠାରେ ସୋମବାର…

