Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୨୯।୮: ପାକିସ୍ତାନ ଗୁରୁବାର ପୂର୍ବାହ୍ନ ୧୧ଟା ୩୦ରେ ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ସ୍ଥାନୀୟ ମେଣ୍ଢର ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଭାରତୀୟ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଏହାର ଜବାବରେ ପାଲଟା ଗୁଳିଗୋଳା ମଧ୍ୟ ମାଡ଼ ହୋଇଛି। ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରି ପାକିସ୍ତାନ ଭାରତ ସୀମା ଦେଇ ଆତଙ୍କବାଦୀଙ୍କୁ କଭର ଫାୟାର ଦ୍ୱାରା ଅନୁପ୍ରବେଶ ଉଦ୍ୟମ କରୁଥିବା ଅନୁମାନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଏଏପି ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ: ପ୍ରିୟଙ୍କା

ଚଣ୍ଡିଗଡ଼,୧୬ା୨(ପି.ଟି.): ପଞ୍ଜାବ ବିଧାନସଭା ନିର୍ବାଚନକୁ ଆଉ ୪ ଦିନ ବାକି ଥିବାବେଳେ ସେଠାରେ ପ୍ରଚାର ଜୋର୍‌ଦାର ହୋଇଛି। କଂଗ୍ରେସ ସାଧାରଣ ସମ୍ପାଦିକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା...

୨୦୨୪ ନିର୍ବାଚନରେ ଭାଜପା ୩୫୦ରୁ ଅଧିକ ଆସନ ଜିତିବ: ଚୌବେ…

ମୁମ୍ବାଇ,୧୭।୪ : କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ କୁମାର ଚୌବେ ଦାବି କରିଛନ୍ତି ଯେ ନରେନ୍ଦ୍ର ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହେବେ। ୨୦୨୪ ସାଧାରଣ ନିର୍ବାଚନରେ...

ମମତାଙ୍କ ସହ ଆଲୋଚନା ପାଇଁ ରାଜି ହେଲେ ଡାକ୍ତର: ରଖିଲେ ସର୍ତ୍ତ

କୋଲକାତା, ୧୬।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା ପାଇଁ ଶେଷରେ ରାଜି ହୋଇଛନ୍ତି ଆନ୍ଦୋଳନରତ ଜୁନିୟର ଡାକ୍ତର। ସେମାନଙ୍କ ଆନ୍ଦୋଳନ ରବିବାର ଷଷ୍ଠ...

କରୋନାକୁ ପୂରିଲା ୧୦୧ ଦିନ: ଉଦାହରଣ ପାଲଟିଲା କେରଳ, ମହାରାଷ୍ଟ୍ରରେ ସ୍ଥିତି ଅଣାୟତ

ନୂଆଦିଲ୍ଲୀ,୧୦।୫: କରୋନା ଭାଇରସ ବିରୋଧରେ ସାରା ଦେଶ ଏକ ଅଦୃଶ୍ୟ ଯୁଦ୍ଧରେ ଲଢୁଥିବା ବେଳେ ଏବେ ଭାରତରେ କରୋନାକୁ ପୂରଣ ହୋଇଛି ୧୦୧ ଦିନ। ଏହି...

ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ସ୍ଥାପନ ହେବ ଛତ୍ରପତି ଶିବାଜୀଙ୍କ ପ୍ରତିମୂର୍ତ୍ତି

ଶ୍ରୀନଗର,୧୭।୨: ଜମ୍ମୁ-କଶ୍ମୀର କୁପୱାଡା ଜିଲାର ତିତୱାଲ ଏବଂ କର୍ନା ସେକ୍ଟରର ଲାଇନ ଅଫ କଣ୍ଟ୍ରୋଲ(ଏଲଓସି) ନିକଟରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ। ଦୁଇଟି...

୨୭ରେ ଇଡିରେ ହାଜର ହେବେ ପାଓ୍ବାର

ନୂଆଦିଲ୍ଲୀ,୨୬ା୯(ପି.ଟି.): ମହାରାଷ୍ଟ୍ର ରାଜ୍ୟ ସମବାୟ ବ୍ୟାଙ୍କ (ଏମ୍‌ଏସ୍‌ସିବି) ଦୁର୍ନୀତି ମାମଲାରେ ଫସିଥିବା ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ଦିଲ୍ଲୀରେ ମୁଣ୍ଡ ନୂଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି...

‘ସ୍ତ୍ରୀଙ୍କ ସହ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ’

ମୁମ୍ବାଇ,୧୩।୮: ବିବାହ ପରେ ସ୍ତ୍ରୀଙ୍କ ସହ ସ୍ବାମୀ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିବା ଅପରାଧ ନୁହେଁ ବୋଲି ମୁମ୍ବାଇ ଆଡିସନାଲ ସେସନ ଜଜ୍ଜ ସଜ୍ଞାଶ୍ରୀ ଜେ...

ରାଷ୍ଟ୍ରପତି ନିର୍ବାଚନ ରଣନୀତି, ୨୨ ନେତାଙ୍କୁ ଚିଠି ଲେଖିଲେ ମମତା…

କୋଲକାତା, ୧୧।୬ : ଦେଶରେ ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଛି। ଏନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରଣନୀତି ଆରମ୍ଭ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି...

Advertisement
Archives

Model This Week