Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ମେଣ୍ଢର ସେକ୍ଟରରେ ସାରାରାତି ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୧୬।୯ : ଜମ୍ମୁ-କଶ୍ମୀରରେ ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଥମିବାର ନା ଧରୁନି। ପାକିସ୍ତାନ ବାରମ୍ବାର ଏଠାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ରବିବାର ରାତିରେ ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପୁଞ୍ଚ୍‌ ଜିଲାର ମେଣ୍ଢାର ସେକ୍ଟର ଏବଂ ବାଲାକୋଟ ସେକ୍ଟରରେ ସାରାରାତି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ଏହାର ଜବାବରେ ଭାରତୀୟ ସେନାଙ୍କ ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ପାକିସ୍ତାନର ଅସ୍ତ୍ରବିରତିକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣରେ ବ୍ୟବସାୟୀଙ୍କ ମୃତ୍ୟୁ: ଆଜାଦ୍‌ପୁର ମଣ୍ଡି ବନ୍ଦ ପାଇଁ ଦାବି; ଆଖପାଖ ଦୋକାନ ସିଲ୍‌

ନୂଆଦିଲ୍ଲୀ,୨୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଦିଲ୍ଲୀର ଆଜାଦ୍‌ପୁର ମଣ୍ଡିରେ କରୋନା ସଂକ୍ରମଣରେ ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଛି। ଫଳରେ...

ଜରିମାନା ଜାଲରେ ପୋଲିସ

ପାଟନା: ମୋଟର ଯାନ ଆଇନ ସେପ୍ଟେମ୍ବର ୧ରୁ ସାରା ଦେଶରେ ଲାଗୁ ହେବା ପରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ଉପରେ ଯେଭଳି ଜରିମାନା କରାଯାଉଛି ତାହା...

ଥରିଲା ଲଦାଖ

ଲଦାଖ,୧୨।୧: ରିକ୍ଟର ସ୍କେଲରେ ୫.୩ ତୀବ୍ରତାର ଏକ ଭୁକମ୍ପ ରବିବାର ଲଦାଖରେ ଅନୁଭୂତ ହୋଇଥିବା ସୂଚନା ମିଳିଛି। ଏହା ସକାଳ ପ୍ରାୟ ୧୦ଟା ୫୪ରେ ଅନୁଭୂତ...

‘ବିରୋଧୀଙ୍କୁ ବିସର୍ଜନ କରିଦିଅ’

ଲକ୍ଷ୍ନୌ,୨୨।୨: ଉତ୍ତର ପ୍ରଦେଶ ବିଧାନସଭା ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟ ମତଦାନ ବୁଧବାର ହେବ। ଏବେ ୧୭୨ଟି ଆସନ ପାଇଁ...

ପଶ୍ଚିମବଙ୍ଗ ହିଂସା: ସ୍ଥିତି ପରଖିବାକୁ ପହଞ୍ଚିଲେ ଭାଜପାର ୩ ଜଣିଆ ଟିମ୍‌

କୋଲକାତା,୨୨।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଚରମ ସୀମାରେ ପହଞ୍ଚିଛି। ଏବେ ଏଠାକାର ସ୍ଥିତି ପରଖିବା ଲାଗି ଶନିବାର ଭାଜପାର ଏକ ୩ ଜଣିଆ ପ୍ରତିନିଧି ମଣ୍ଡଳ...

୨ହଜାର ଅତିକ୍ରମ କଲା ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା: ହେବ ର଼୍ୟାପିଡ ଟେଷ୍ଟ

ନୂଆଦିଲ୍ଲୀ,୨୦।୪: ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ଚିହ୍ନଟ ହେଲେ ୧୧୦ କରୋନା ସଂକ୍ରମିତ। ଏହାକୁ ନେଇ ଏବେ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି...

ତେଲଙ୍ଗାନାରେ ୨ ଜଣଙ୍କୁ କରୋନା ପୁନଃ ସଂକ୍ରମଣ

ହାଇଦ୍ରାବାଦ, ୨୭।୮(ଆଇଏଏନ୍‌ଏସ୍‌): ତେଲଙ୍ଗାନାରେ କରୋନାରୁ ସୁସ୍ଥ ହୋଇଥିବା ୨ ଜଣ ପୁଣି ଥରେ ଏହି ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଏତାଲା ରାଜେନ୍ଦର...

ଏଲଟିଟିଇ ପ୍ରମୁଖ ପ୍ରଭାକରନ ବଞ୍ଚିଛନ୍ତି: ତାମିଲ ନେତାଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା…

ନୂଆଦିଲ୍ଲୀ,୧୩।୨ : ତାମିଲ ନେତା ଲିବରେଶନ ଟାଇଗର୍ସ ଅଫ ତାମିଲ ଏଲାମ (ଏଲଟିଟିଇ) ମୁଖ୍ୟ ଭେଲୁପିଲାଇ ପ୍ରଭାକରନଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ବିଶ୍ୱ...

Advertisement
Archives

Model This Week