Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୧୭।୧୧: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ଲାଗି ରହିଛି। ରବିବାର ପୂର୍ବାହ୍ନ ୧୦ଟା ୧୫ରେ ପୁଞ୍ଚ ଜିଲାର ଶାହପୁର ଅଞ୍ଚଳରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ ହୋଇଛି। ଏହାର ଜବାବ୍‌ରେ ଭାରତୀୟ ସେନା ପକ୍ଷରୁ ପାଲଟା ଗୁଳିଗୋଳା ମାଡ଼ କରାଯାଇଛି। ସୂଚନାଯୋଗ୍ୟ, ନିୟନ୍ତ୍ରଣ ରେଖାରେ ଉତ୍ତେଜନା ସୃଷ୍ଟି ଲାଗି ପାକିସ୍ତାନ ଲଗାତାର ଉଦ୍ୟମ ଜାରି ରଖିଛି। କଭର ଫାୟାର ଦ୍ୱାରା ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ଲାଗି ପାକିସ୍ତାନ ଏଭଳି କରୁଥିବା କୁହାଯାଉଛି। ତେବେ ସୁରକ୍ଷାକୁ ଦୃଷ୍ଟିରେ ରଖି ନିୟନ୍ତ୍ରଣ ରେଖାଠାରେ ଯବାନଙ୍କୁ ସଜାଗ ରହିବାକୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ କୃଷକଙ୍କୁ ବଡ଼ ଉପହାର

ନୂଆଦିଲ୍ଲୀ,୨୪।୧୨: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ସରକାର କୃଷକଙ୍କ ଏକ ବଡ଼ ଉପହାର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ଶୁକ୍ରବାର ଚାଷୀଙ୍କ ପାଇଁ...

ମୁଁ ଆଇନକୁ ମାନୁଥିବା ନାଗରିକ- ଚୋକ୍‌ସି

ନୂଆଦିଲ୍ଲୀ,୬।୬ : ମୁଁ ଜଣେ ଆଇନ ମାନୁଥିବା ନାଗରିକ। କେବଳ ଚିକିତ୍ସା ପାଇଁ ଭାରତ ଛାଡ଼ି ଆଣ୍ଟିଗୁଆ ଆସିଥିଲି ବୋଲି ଦାବି କରିଛନ୍ତି ପଳାତକ ହୀରା...

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

ହିଜାବ୍‌ ପ୍ରସଙ୍ଗ, ସାମ୍ବିଧାନିକ ବ୍ୟବସ୍ଥା ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ କହିଲେ ହାଇକୋର୍ଟ…

ବେଙ୍ଗାଲୁରୁ, ୮।୨ : କର୍ନାଟକରେ ହିଜାବକୁ ନେଇ ସୃଷ୍ଟି ହୋଇଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ନାଟକ ହାଇକୋର୍ଟରେ ଏହାର ଶୁଣାଣି ହୋଇଛି। ହାଇକୋର୍ଟ କହିଛନ୍ତି ଯେ...

କୃଷକ ଆନ୍ଦୋଳନ: ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ନମ୍ବର ମାଗୁଛନ୍ତି କୃଷକ ନେତା

ନୂଆଦିଲ୍ଲୀ,୬ ।୨: କେନ୍ଦ୍ର କୃଷି ଆଇନର ବିରୋଧ କରି ଆଜକୁ ପ୍ରାୟ ୨ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଆନ୍ଦୋଳନରେ ବସିଛନ୍ତି କୃଷକ । କେନ୍ଦ୍ର...

କାନ୍ଦିବାରୁ ଶିଶୁପୁତ୍ରକୁ ମିଳିଲା ମୃତ୍ୟୁ

ପଥାନାମଥିତ୍ତା(କେରଳ),୧୪।୧୨: ୨୭ ଦିନର ଶିଶୁ ପୁତ୍ରକୁ ହତ୍ୟା କରିଥିବା ମହିଳାଙ୍କୁ ସୋମବାର ଗିରଫ କରାଯାଇଛି। ପୋଲିସ କହିବା ଅନୁଯାୟୀ, ପ୍ରିମାଚ୍ୟୁର ଶିଶୁପୁତ୍ର ନିୟମିତ ଅସୁସ୍ଥ ରହୁଥିଲା...

କୁଲଗାମରେ ୮ ଘଣ୍ଟାରୁ ଅଧିକ ସମୟର ମୁହାଁମୁହିଁ ପରେ ୨ ଆତଙ୍କବାଦୀ ମୃତ

ଜମ୍ମୁ,୧୦ ।୧: ଦକ୍ଷିଣ କଶ୍ମୀର କୁଲଗାମ ଜିଲାର ହସନପୋରାରେ ରବିବାର ୮ ଘଣ୍ଟାଧରି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିଲା । ଶେଷରେ ବିଳମ୍ବିତ...

ଶପଥ ଗ୍ରହଣ ପରେ ମନଖୋଲି କଥା ହେବେ ଗୋଗୋଇ

ନୂଆଦିଲ୍ଲୀ,୧୭।୩: ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି...

Advertisement
Archives

Model This Week