ପୁଣି ‘ଆକ୍ସନ’ ଅବତାରରେ କଙ୍ଗନା

‘ମଣିକର୍ଣ୍ଣିକା, ଦି କ୍ୱିନ୍‌ ଅଫ୍‌ ଝାନ୍‌ସୀ’ ହେଉ ବା ‘ଜଜ୍‌ମେଣ୍ଟାଲ ହେ କ୍ୟା’ ହେଉ, ଭଳି ଫିଲ୍ମରେ ଅଭିନୟ କରିଥିବା ବଲିଉଡର ହଟ୍‌କେ ଗାର୍ଲ କଙ୍ଗନା ରାଣାୱତ ପୁଣି ଏକ ଆକ୍ସନ୍‌ ଥ୍ରିଲର୍‌ରେ ନଜର ଆସିବେ। ତାଙ୍କ ଆଗାମୀ ଫିଲ୍ମର ‘ଧକଡ’ରେ ସେ ଏକ ନୂଆ ଅବତାରରେ ଦର୍ଶକଙ୍କ ସାମ୍ନାକୁ ଆସିବେ। ନିକଟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ଧଡକ’ର ଟିଜରରେ ତାଙ୍କ ଆକ୍ସନ ଅବତାରରେ ଦେଖିବାକୁ ମିଳୁଛି। ଟିଜରରେ କଙ୍ଗନାଙ୍କ ବହୁମୁଖୀ ପ୍ରତିଭାକୁ ଦର୍ଶକମାନେ ପସନ୍ଦ କରିଛନ୍ତି। ମେସିନଗନ୍‌ ଚଲାଉଥିବା ଓ ମୁହଁରେ କ୍ଷତ ଚିହ୍ନ ଥିବା କଙ୍ଗନାଙ୍କ ଏହି ଲୁକ୍‌ ସବୁଠାରୁ ଅଲଗା ହୋଇଛି। ଇଣ୍ଟରନେଟ୍‌ରେ ୟୁଟ୍ୟୁବରେ କଙ୍ଗନାଙ୍କର ଏହି ଟିଜରକୁ ୨୪ ଘଣ୍ଟାରେ ୩ ଲକ୍ଷରୁ ଅଧିକ ଲୋକ ଦେଖିଛନ୍ତି। କଙ୍ଗନା ଏହି ଟିଜର ଲଞ୍ଚ୍‌ ହେବା ପରେ କହିଛନ୍ତି, ଫିଲ୍ମରେ ଯେଉଁ ବନ୍ଧୁକର ବ୍ୟବହାର କରାଯାଇଛି ତାହା ଏକ ଅସଲି ବନ୍ଧୁକ ଓ ଏହା ବହୁତ ଭାରୀ ଥିଲା। ଏହାକୁ ଉଠେଇବା ପାଇଁ ମୋତେ ବହୁତ ଶକ୍ତି ଲଗେଇବାକୁ ପଡିଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୁତିଙ୍କୁ ଜନ୍ମଦିନରେ ମିଳିଲା ଏହି ସ୍ବତନ୍ତ୍ର ଉପହାର

ଦକ୍ଷିଣ ଭାରତୀୟ ଫିଲ୍ମର ସୁପରଷ୍ଟାର କମଲ ହାସନଙ୍କ ଝିଇ ତଥା ଅଭିନେତ୍ରୀ ଶ୍ରୁତି ହାସନଙ୍କର ଆଜି ଅର୍ଥାତ୍‌ ଗୁରୁବାର ହେଉଛି ଜନ୍ମଦିନ। ଇତିମଧ୍ୟରେ ଶ୍ରୁତିି ୩୫...

ମା’ଙ୍କ ମୃତ୍ୟୁର ଦିନକ ପରେ କରୋନାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଭାରତରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜ୍ୟରେ ହଠାତ୍‌ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟୁଛି। ମଙ୍ଗଳବାର ହିମାଚଳପ୍ରଦେଶରେ କରୋନାରେ ୧୨ଜଣଙ୍କର...

‘ଆର୍‌ଆର୍‌ଆର୍‌’ରେ ନଜର ଆସିବେ ୨ ସୁପରଷ୍ଟାର: ଆଲିଆଙ୍କ ସ୍ଥାନରେ ରୋମାନ୍ସ କରିବେ ପ୍ରିୟଙ୍କା

ସାଉଥ୍‌ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜମୌଲି ତାଙ୍କର ଆଗାମୀ ମଲ୍ଟିଷ୍ଟାର ସିନେମା ‘ଆର୍‌ଆର୍‌ଆର୍‌’କୁ ନେଇ ଖୁବ୍‌ ଚର୍ଚ୍ଚାରେ। ଏହି ଫିଲ୍ମରେ ତେଲୁଗୁ ଇଣ୍ଡଷ୍ଟ୍ରିର...

ଗ୍ଲାମରସ୍‌ ଦୁନିଆରୁ ଦୂରେଇ ଗଲେ ଆଶିକି ଗର୍ଲ…

ମୁମ୍ବାଇ,୧୧।୧: ବଲିଉଡ୍‌ ଅଭିନେତ୍ରୀ ତଥା ଆଶିକି ଗର୍ଲ ଭାବେ ପରିଚିତି ହାସଲ କରିଥିବା ଅନୁ ଅଗ୍ରଓ୍ବାଲ ସୋମବାର ନିଜର ୫୧ ବର୍ଷ ପୂରଣ କରିଛନ୍ତି। ସେ...

ମତୁଆଲା କଲା ନୋରାଙ୍କ ଡ୍ୟାନ୍ସ

ମୁମ୍ବାଇ: ନିଜର ଧମାକେଦାର ଡ୍ୟାନ୍ସ ପାଇଁ ବଲିଉଡ୍‌ରେ ବେଶ୍‌ ଲୋକପ୍ରିୟ ହୋଇଛନ୍ତି ନୋରା ଫତେହି। ଏବେ ଫ୍ୟାନ୍‌ମାନଙ୍କୁ ମତୁଆଲା କରିବା ପାଇଁ ନୋରା ପୁଣିଥରେ ଏକ...

ଚର୍ଚ୍ଚାରେ ମଜ୍‌ନୁ

ତରଙ୍ଗ ସିନେ ପ୍ରଡକ୍ସନ ବ୍ୟାନରରେ ଏବଂ ଜାଗୀ ମଙ୍ଗତ ପଣ୍ଡାଙ୍କ ପ୍ରଯୋଜନାରେ ପ୍ରସ୍ତୁତ ହେଉଛି ନୂଆ ଓଡ଼ିଆ ସିନେମା ‘ମିଷ୍ଟର ମଜ୍‌ନୁ’। କମେଡି ଫ୍ଲେଭର ଥିବା...

୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ...

ଅଙ୍କିତାଙ୍କୁ ନେଇ ଧୋନୀଙ୍କ ଘରକୁ ଯାଇଥିଲେ ସୁଶାନ୍ତ

ବମ୍ବେ: ବଲିଉଡ୍‌ର ଏକପ୍ରକାର ଝଡ଼ ସୃଷ୍ଟି କରିଛି ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା। ଗୋଟିଏପଟେ ପରିବାରଲୋକେ କଥାକୁ ଗ୍ରହଣ କରିପାରୁ ନ ଥିବା ବେଳେ...

Play 250+ Trending Games
Archives

Model This Week

Why Dharitri