ପୁଣି ଖୋଲିବ ଡ୍ୟାନ୍ସ ବାର: ମିଳିଲା ଅବକାରୀ କମିଶନର ପକ୍ଷରୁ ଅନୁମତି

ଭୁବନେଶ୍ୱର, ୨୩।୧୯(ବ୍ୟୁରୋ): ରାଜଧାନୀରେ ପୁଣି ଥରେ ଖୋଲିବ ଡ୍ୟାନ୍ସ ବାର। ଏ ନେଇ ୭ଟି ଡ୍ୟାନ୍ସ ବାର୍‌କୁ ସୋମବାର ଅବକାରୀ କମିଶନର ପକ୍ଷରୁ ଅନୁମତି ମିଳିଛି। ସେମାନେ ଅବକାରୀ ଆଇନ୍‌ ୪୪(୫)ର ଗାଇଡ୍‌ଲାଇନ୍‌ ମାନି ଏହି ଡ୍ୟାନ୍ସବାର୍‌ ଖୋଲାଯିବ। ତେବେ ଏଥିରେ କିଛି କଟକଣା ରଖାଯାଇଛି। ଉଦ୍ଦୀପନା ସୃଷ୍ଟିକାରୀ ଡ୍ରେସ୍‌ ଓ ଅର୍ଦ୍ଦନଗ୍ନ ଶରୀରକୁ ବାରଣ କରାଯାଇଛି। ଏଥିସହ ବାର ଡ୍ୟାନ୍ସବେଳେ ଗ୍ରାହକ ଟଙ୍କା ଉଡ଼ାଇ ପାରିବେ ନାହିଁ। ୨୧ ବର୍ଷରୁ କମ୍‌ ବୟସର ଯୁବତୀଙ୍କୁ ନିୟୋଜିତ କରାଯିବନି। ଡ୍ୟାନ୍ସ ବାର୍‌ରେ ନିୟୋଜିତ ଯୁବତୀଙ୍କ ପରିଚୟ ପତ୍ର ରହିବ।
ସୂଚନାଯୋଗ୍ୟ, ଆଇନ ଉଲ୍ଲଂଘନ ନେଇ କିଛିଦିନ ତଳୁ ବାର୍‌ ଡ୍ୟାନ୍ସ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩ କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ...

ନୂଆବର୍ଷ ସୁଦ୍ଧା ଖୋଲିଯିବ ସବୁ ଶ୍ରେଣୀ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଦୀପାବଳି ପରେ ପ୍ରାଥମିକ ସ୍କୁଲ ଖୋଲିବା ପାଇଁ ରାଜ୍ୟ ସରକାର ଚିନ୍ତା କରିଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଷଷ୍ଠ ଓ ସପ୍ତମ ଶ୍ରେଣୀ...

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ପ୍ରଜାକୋର୍ଟରେ ୧ ଲକ୍ଷ ଜରିମାନା

ସଜନାଗଡ଼,୯।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ତେଲିପାଳ ପଞ୍ଚାୟତ ପୁଟିବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁଣି ଗାରିଡି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ଆକ୍ରମଣ କରାଯିବା ସହ...

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ...

ଓଡ଼ିଶାରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ

ଭୁବନେଶ୍ୱର, ୨୪।୬(ବ୍ୟୁରୋ) – ଓଡ଼ିଶାରେ ପୁଣି ଆଣ୍ଟିବଡି ଟେଷ୍ଟ ହେବ। କୋଭିଡ୍‌-୧୯କୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚତ୍ବ ଆଣ୍ଟିବଡି ଟେଷ୍ଟ କିଟ୍‌। ଇଣ୍ଡିଆନ...

ପରିବର୍ତ୍ତିତ ସଂକ୍ରମଣ ଉପରେ ନିର୍ଭର କରେ ତୃତୀୟ ଲହର

ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ କେବଳ ସଂକ୍ରମଣ ହାର କମୁନାହିଁ, କୋଭିଡ୍‌-୧୯ ନମୁନାରେ ଭାଇରାଲ ଲୋଡ୍‌ ମଧ୍ୟ କମୁଛି। ଏ ନେଇ ସୋମବାର ଜୀବ ବିଜ୍ଞାନ ପ୍ରତିଷ୍ଠାନ...

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା, କଂଗ୍ରେସ ଖସିଲା

ଭୁବନେଶ୍ୱର,୫। ୧୦(ବ୍ୟୁରୋ): ପିପିଲି ଉପନିର୍ବାଚନ ଫଳାଫଳ ଆସିବାର ଦିନକ ପରେ ଆରମ୍ଭ ହୋଇଯାଇଛି ପୋଷ୍ଟମର୍ଟମ। ଉପନିର୍ବାଚନରେ ବିଜେଡି ଓ ଭାଜପାର ଭୋଟ ପ୍ରତିଶତ ଗତ ନିର୍ବାଚନ...

Advertisement
Archives

Model This Week