ପୁଣି ଚର୍ଚ୍ଚାରେ ପ୍ରିୟଙ୍କାଙ୍କ ଭାଇ ସିଦ୍ଧାର୍ଥ: ନିର୍ବନ୍ଧ ଭାଙ୍ଗିବାର କିଛି ଦିନ ପରେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ନଜର ଆସିଲେ

ମୁମ୍ବାଇ: ବଲିଉଡ ତଥା ହଲିଉଡ୍‌ ଡିଭା ପ୍ରିୟଙ୍କା ଚୋପ୍ରା ଜୋନାସଙ୍କ ଭାଇ ସିଦ୍ଧାର୍ଥ ଚୋପ୍ରାଙ୍କ ବ୍ୟକ୍ତିଗତ ଜୀବନ ପୁଣି ଚର୍ଚ୍ଚାରେ। ସୋମବାର ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ଘରେ ରଖାଯାଇଥିବା ଗଣେଷ ପୂଜା ଆୟୋଜନରେ ଯୋଗ ଦେଇଥିଲେ ସିଦ୍ଧାର୍ଥ। ତେବେ ତାଙ୍କ ସାଙ୍ଗରେ ଥିଲେ ଜଣେ ‘ମିଷ୍ଟ୍ରି ଗର୍ଲ’। ସେ କିଏ ତାହା ଜଣାପଡ଼ି ନଥିଲେ ହେଁ ସେ ସିଦ୍ଧାର୍ଥଙ୍କ ଜୀବନର ନୂଆ ନାୟିକା ବୋଲି କୁହାଯାଉଛି। ଉଭୟ ଏକା ରଙ୍ଗର ପୋଷାକ ପରିଧାନ କରିଥିଲେ। ଏଥିରୁ ସେମାନଙ୍କର ସମ୍ପର୍କ ବେଶ ଦୃଢ଼ ହୋଇଥାଇପାରେ ବୋଲି କୁହାଯାଉଛି।

ବିଗତ ଦିନରେ ସିଦ୍ଧାର୍ଥଙ୍କ ପ୍ରେମ ସମ୍ପର୍କ ଚର୍ଚ୍ଚାରେ ରହିଆସୁଛି। ୨୦୧୪ରେ କନିକା ମାଥୁର ଏବଂ ୨୦୧୯ରେ ପ୍ରେମିକା ଇଶିତାଙ୍କ ସହ ତାଙ୍କର ନିର୍ବନ୍ଧ ଭାଙ୍ଗିବା ସମସ୍ତଙ୍କୁ ଚକିତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଜଙ୍ଗଲ ମନା, ରାତି ଉଜାଗର ରହି ହାତୀ ଜଗିଲେ ବନକର୍ମଚାରୀ

ଭଞ୍ଜନଗର,୧ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୭୦ ହାତୀ ଅଛନ୍ତି। ହାତୀମାନେ ସନ୍ଧ୍ୟା ହେଲେ ଜଙ୍ଗଲରୁ ବାହାରି...

ଭାରତ-ପାକିସ୍ତାନ ପରସ୍ପରକୁ ଦେଲେ ପରମାଣୁ ଘାଟିର ଠିକଣା, କାହିଁକି ନୂଆବର୍ଷରେ ଏମିତି କଲେ ଦୁଇ ଦେଶ? ଜାଣନ୍ତୁ…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ଭାରତ ଏବଂ ପାକିସ୍ତାନ ଗୁରୁବାର (ଡିସେମ୍ବର ୧, ୨୦୨୫) କୂଟନୈତିକ ଚ୍ୟାନେଲ ମାଧ୍ୟମରେ ପରମାଣୁ ପ୍ରତିଷ୍ଠାନ ଏବଂ ସୁବିଧାଗୁଡ଼ିକର ତାଲିକା ଆଦାନପ୍ରଦାନ କରିଥିଲେ। ଭାରତୀୟ...

ମା’ ରାମଚଣ୍ଡୀଙ୍କୁ ଦର୍ଶନ କଲେ ରାଜ୍ୟସଭା ସାଂସଦ, ୪ ଲକ୍ଷ ଅନୁଦାନ ଦେଲେ

ଗଞ୍ଜାମ,୧।୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଳକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ଋଷିକୂଲ୍ୟା ତଟର ନୀଳାଦ୍ରିପୁର ଶିଖରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ମନ୍ଦିର ।...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri