ପୁଣି ଚଳଚଞ୍ଚଳ ହେଲା ଆର୍‌ଟିଓ କାର୍ଯ୍ୟାଳୟ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କିଛିଦିନର ବ୍ୟବଧାନ ପରେ ପୁଣି ରାଜଧାନୀର ୨ଟି ଆରଟିଓ କାଯର୍ର୍‌ୟାଳୟ ଚଳଚଞ୍ଚଳ ହୋଇଉଠିଛି। ଡିସେମ୍ବର ୧ରୁ ଆର୍‌ଟିଓ ନିୟମ କଡ଼ାକଡ଼ି କରାଯିବ ବୋଲି ଖବର ପ୍ରକାଶ ପାଇବା ପରେ ଲୋକେ ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ଫିଟ୍‌ନେସ୍‌, କାଗଜପତ୍ର ପାଇଁ ବୁଧବାର ଆର୍‌ଟିଓ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘସମୟ ଧରି ଅପେକ୍ଷା କରିଥିବା ଦେଖିବାକୁ ମିିଳିଛି। ଲୋକେ ଏତେ ସମୟ ଧାଡ଼ିରେ ଠିଆ ହୋଇ ମଧ୍ୟ କାର୍ଯ୍ୟ ଠିକ୍‌ରେ ହୋଇ ନ ପାରିବାରୁ ଅସନ୍ତୋଷ ବ୍ୟକ୍ତି କରିଛନ୍ତି। ଏପଟେ ଆର୍‌ଟିଓ କାର୍ଯ୍ୟାଳୟକୁ ଦଲାଲମୁକ୍ତ କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ମାତ୍ର ଆର୍‌ଟିଓ କାଯର୍ର୍‌ୟାଳୟରେ ଦଲାଲଙ୍କ ଭିଡ଼ ଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri