ପୁଣି ଚିଲିକାରେ ବୁଡିଗଲା ଡଙ୍ଗା: ୫ ଗୁରୁତର

ବାଲୁଗାଁ,୨।୨(ଡି.ଏନ.ଏ.): ପୁଣି ଚିଲିକାରେ ଡଙ୍ଗା ବୁଡିଛି। ରବିବାର ୨୫ ଜଣ ଯାତ୍ରୀ କାଳିଜାଇ ଦର୍ଶନ ସାରି ଡଙ୍ଗାରେ ଫେରୁଥିବାବେଳେ ଚିଲିକା ମଝିରେ ଡଙ୍ଗାଟି ବୁଡିଯାଇଥିଲା। ଫଳରେ ସେଥିରେ ଥିବା ଯାତ୍ରୀଙ୍କୁ ଅନ୍ୟ ମତ୍ସ୍ୟଜୀବୀ ଡ଼ଙ୍ଗାରେ ଉଦ୍ଧାର କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣ ଗୁରୁତର ଅଛନ୍ତି ା ଗୁରୁତରଙ୍କୁ ବାଲୁଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ୩ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ା ଗୁରୁତରମାନେ ହେଲେ କାନ୍ଥମାଳ ଆଙ୍କୁଲା ଗ୍ରାମର ଅଗାଡ଼ି ଦଳାଇ(୬୫) ସ୍ବାମୀ କବିରାଜ ଦଳାଇ, ତୋଟାପଡ଼ା ଗ୍ରାମର ସୁନିତା ବିଶୋୟୀ(୪୫) ସ୍ବାମୀ ବାଟୁଆ ବିଶୋୟୀ, ଚନ୍ଦ୍ରପୁଟ ଗ୍ରାମର ରୀନ ଜାଲି(୪୦) ସ୍ବାମୀ ଅଶୋକ ଜାଲି, ବୋରିଆ ସାହି ଗ୍ରାମର ସ୍ଯଯଭାମା ବିଶ୍ୱାଳ(୫୦) ସ୍ବାମୀ ଅର୍ଜୁନ ବିଶ୍ୱାଳ ଓ ମଞ୍ଜୁଲତା(୪୫) ା ସୂଚନାଯୋଗ୍ୟ, ଡଙ୍ଗାରେ ଯାତ୍ରୀମାନେ ଫେରୁୁଥିବାବେଳେ ହଠାତ୍‌ ପବନ ବହିବାରୁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri