CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ମୃତକ ଜଣକ ଖୋର୍ଦ୍ଧା ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୩ ବୋଲି ଜଣାପଡ଼ିଛି। ସେ ଡାଇବେଟିସ୍‌ ଏବଂ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ରେ ପହଞ୍ଚିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇଛନ୍ତି। ୧୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା UPDATE: ବିଶ୍ୱରେ ୨୪ ଘଣ୍ଟାରେ ୪ହଜାରରୁ ଊର୍ଦ୍ଧ୍ୱ ମୃତ; ଭାରତରେ ୧୨୫୧ ସଂକ୍ରମିତ, ଓଡ଼ିଶାରେ ୪୭୩ ନମୂନାର ଆସିଛି ରିପୋର୍ଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର୧୯୯ ଦେଶ ଏବଂ ୨ ଜାହାଜରେ କରୋନା ସଂକ୍ରମଣ ହୋଇଥିବା ବେଳେ...

ଆରମ୍ଭ ହେଲା ପୌର ଗଣତି

ଭୁବନେଶ୍ୱର,୨୬।୩:(ବ୍ୟୁରୋ): ଆଜି ଆସିବ ପୌର ଫଳାଫଳ। ତେବେ ସକାଳ ୮ଟାରୁ ୩ ମହାନଗର ନିଗମ ଓ ୧୦୫ ପୌରାଞ୍ଚଳରେ ଗଣତି ଆରମ୍ଭ ହୋଇଯାଇଛି। କେବଳ ଧାମନଗର...

୯ ଜିଲାକୁ ଘନ କୁହୁଡ଼ି ସତର୍କତା

ଭୁବନେଶ୍ୱର, ୧୬।୧(ବ୍ୟୁରୋ):ରାଜ୍ୟରେ ଏବେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ସକାଳ ପ୍ରାୟ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି...

ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର

ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ...

ଚାଇନା ହସ୍ପିଟାଲରେ ଲୋକଙ୍କ କରୁଣ ଚିତ୍କାର…

ବେଜିଂ,୨୯।୧୨ : ଚାଇନାରେ କରୋନା ସଂକ୍ରମଣ ପରିସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ହସ୍ପିଟାଲ ଏବଂ ଶ୍ମଶାନରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ଼ ଦେଖିବାକୁ...

ନିଜ ସର୍ଭିସ ରାଇଫଲରୁ ଗୁଳି ଚଳାଇ ଜୀବନ ହାରିଲେ ଯବାନ

ମାଲକାନଗିରି,୪ା୧୨(ଡି.ଏନ୍‌.ଏ.): ଜଣେ ଯବାନ ନିଜ ସର୍ଭିସ ରାଇଫଲ୍‌ରୁ ଗୁଳି ଫୁଟାଇ ଜୀବନ ହାରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲାରେ। ପୋଟେରୁ ପୋଲିସ...

ରାଜ୍ୟରେ ୨ରୁ ୩ ଦିନ ଯାଏ ଗୁଳୁଗୁଳି!

ଭୁବନେଶ୍ୱର,୧୫।୯(ବ୍ୟୁରୋ): ଆଗାମୀ ୨ ରୁ ୩ ଦିନ ଯାଏ ରାଜ୍ୟରେ ବିଶେଷ ବର୍ଷା ସମ୍ଭାବନା ନ ଥିବାରୁ ଦିନ ତାପମାତ୍ରା ପାଇବ। ଏହାସହ ଉପକୂଳ ଓଡିଶା...

ରାଜ୍ୟ କ୍ୟାବିନେଟରେ ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ...

Advertisement
Archives

Model This Week