ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ : ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୫

ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ୩୫ ବର୍ଷୀୟ ଯୁବକ ଜଣଙ୍କ ବମିଖାଲ ଅଂଚଳର ହୋଇଥିବା ରାଜ୍ୟ କରୋନା ସଚେତନତା ମୁଖପାତ୍ର ସୁବ୍ରତ ବାଗଚୀ ସୂଚନା ଦେଇଛନ୍ତି। ଉକ୍ତ ଯୁବକ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ଶର୍ମିଷ୍ଠା,ଝୁନୁ

ଭୁବନେଶ୍ୱର,୭।୪(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ବିଚାର ବିଭାଗୀୟ ହାଜତକୁ ଗଲେ ଶର୍ମିଷ୍ଠା ରାଉତ୍‌ ଓ ତାଙ୍କ ସହଯୋଗୀ ଝୁନୁ ଭୋଇ। ଦ୍ୱିତୀୟ ପର୍ଯ୍ୟାୟ...

୧୫ରେ ଓଡ଼ିଶା ବନ୍ଦ

ଭୁବନେଶ୍ୱର,୭।୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବୁଧବାରଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବାମ ଦଳ ଆନ୍ଦୋଳନକୁ ଓହ୍ଲାଇବ। ପେଟ୍ରୋଲ, ଡିଜେଲ ଓ...

ଛାତ୍ର ନିଖୋଜ, ଘରୁ ଟ୍ୟୁସନକୁ ବାହାରି ଫେରି ନାହାନ୍ତି

ଓଡଗାଁ, ୫।୯(ସ୍ବ.ପ୍ର.)-ନୟାଗଡ଼ ଜିଲା ଓଡ଼ଗାଁରୁ ବୁଧବାର ସନ୍ଧ୍ୟାରେ ରାଜେନ୍ଦ୍ର କୁମାର ସାହୁ ନାମକ ଜଣେ ଷଷ୍ଠ ଶ୍ରେଣୀର ଛାତ୍ର ନିଖୋଜ ଅଛନ୍ତି। ସେ ନିକଟସ୍ଥ ଗୋଡ଼ିପାଟଣା...

ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ...

ରାସ୍ତା କାମ ନାଁରେ ଅର୍ଥ ବରବାଦ ମସୁଧା

ଭୁବନେଶ୍ୱର, ୨୮।୫ (ବ୍ୟୁରୋ): ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢିବା ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ବିଏମ୍‌ସି, ବିଏସ୍‌ସିଏଲ୍‌, ପୂର୍ତ୍ତ ବିଭାଗ,...

ଲଘୁଚାପ ଉଜାଡ଼ିଲା ଫସଲ: ଜିଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ; ୪ ସୁଦ୍ଧା କ୍ଷୟକ୍ଷତି ଆକଳନ ରିପୋର୍ଟ ଦିଅ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ଅକ୍ଟୋବର ୨୩ରୁ ୨୫ ତାରିଖ ମଧ୍ୟରେ ରାଜ୍ୟରେ ହୋଇଥିବା ଲଘୁଚାପ ବର୍ଷା ଯୋଗୁ ବିଭିନ୍ନ ଜିଲାରେ ବ୍ୟାପକ ଫସଲହାନି ହୋଇଛି। ବିଲରେ ଆଣ୍ଠୁଏ ଲେଖାଏ...

ମା’ର ପରିଚୟ ପାଇଁ ସୁଭଦ୍ରାଙ୍କୁ ମାଡ଼

କେନ୍ଦ୍ରାପଡ଼ା ଅଫିସ,୪।୩: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବରକୋଳିଖଳା ଗଁାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅନୁପ୍ରବେଶକାରୀ ଓଡ଼ିଶା ମାଟିରେ ପ୍ରବେଶ କରି...

ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍‌ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା...

Advertisement
Archives

Model This Week