Posted inଜାତୀୟ

ପୁଣି ଜନତା ଦଳ ୟୁନାଇଟେଡ୍‌ର ଅଧ୍ୟକ୍ଷ ହେଲେ ନୀତୀଶ

ନୂଆଦିଲ୍ଲୀ,୩୦।୧୦: ଦ୍ବିତୀୟଥର ପାଇଁ ଜନତା ଦଳ ୟୁନାଇଟେଡର ଅଧ୍ୟକ୍ଷ ହେଲେ ନୀତୀଶ କୁମାର। ବୁଧବାର ନୂଆଦିଲ୍ଲୀ ସ୍ଥିତ ମାବଲଙ୍କର ହଲ୍‌ରେ ଜନତା ଦଳ ୟୁନାଇଟେଡ୍‌ର ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ନୀତୀଶଙ୍କୁ ଦ୍ବିତୀୟ ଥର ପାଇଁ ଦଳର ଅଧ୍ୟକ୍ଷ ଭାବେ ଚୟନ କରାଯାଇଛି। ୨୦୨୨ ପର୍ଯ୍ୟନ୍ତ ନୀତୀଶ ଏହି କାର୍ଯ୍ୟକାଳ ସମ୍ଭାଳିବେ। ୨୦୧୬ରେ ନୀତୀଶ ଜନତା ଦଳ ୟୁନାଇଟେଡର ରାଷ୍ଟ୍ରୀୟ ଅଧ୍ୟକ୍ଷ ହୋଇଥିଲେ। ଶରଦ ଯାଦବ ଦଳର ଅଧ୍ୟକ୍ଷ ପଦରୁ ହଟିବା ପରେ ତାଙ୍କ ସ୍ଥାନରେ ନୀତୀଶ ଏହି ପଦ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ କଙ୍ଗନା ରାଣାଓ୍ବତ୍‌

ନୂଆଦିଲ୍ଲୀ,୧୩।୧୨-ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ରବିବାର ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ଭେଟିଛନ୍ତି। ନିଜର ଆଗାମୀ ଫିଲ୍ମ ତେଜସରେ କଙ୍ଗନା ଭାରତୀୟ ବାୟୁସେନାର ପାଇଲଟ ଭୂମିକାରେ...

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୮।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦ ବିରୋଧି ଅଭିଯାନ ଅପରେଶନ୍‌ ଅଲ୍‌ ଆଉଟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।...

ମୋ ବକ୍ତବ୍ୟକୁ ଭୁଲ ଅର୍ଥରେ ପ୍ରଚାର ପ୍ରସାର ନ କରିବାକୁ ଗଣମାଧ୍ୟମକୁ ଅନୁରୋଧ କଲେ ରାଜୀବ କୁମାର

ନୂଆଦିଲ୍ଲୀ,୨୩।୮: ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର ଗଣମାଧ୍ୟମକୁ ଅନୁରୋଧ କରିଛନ୍ତି କି ତାଙ୍କ ବ୍ୟକ୍ତବ୍ୟକୁ ଭୁଲ୍‌ ଅର୍ଥରେ ପ୍ରଚାର ପ୍ରସାର ନ କରାଯାଉ। ଆଉ...

ମୁଁ ସନ୍ନି ଲିଓନ ନୁହେଁ, ଦୟାକରି ମୋତେ ଫୋନ୍‌ କରନ୍ତୁ ନାହିଁ

ନୂଆଦିଲ୍ଲୀ,୩୦।୭: ପର୍ନ ଷ୍ଟାରରୁ ବଲିଉଡ୍‌ ଅଭିନେତ୍ରୀ ପାଲଟି ଥିବା ସନ୍ନି ଲିଓନ ଘରେ ଘରେ ବେଶ୍‌ ପରିଚିତ। ଏବେ କିନ୍ତୁ ତାଙ୍କ ନାଁକୁ ନେଇ ଜଣେ...

ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ...

ଭାରତରେ ୮ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ, ୩୦।୧୨: ୮ ବ୍ରିଟେନ ଫେରନ୍ତା ସଂକ୍ରମିତଙ୍କଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଣ୍ଟାଲ ହେଲ୍‌ଥ ଆଣ୍ଡ ନ୍ୟୁରୋସାଇନ୍ସ,...

ଅଧିକ ମୋବାଇଲ ବ୍ୟବହାର, ଥାନାରେ ପହଞ୍ଚିଲେ ଦମ୍ପତି…

କୁଶୀନଗର,୧୯।୧୧ : ସମ୍ପ୍ରତି ମୋବାଇଲ ସମସ୍ତଙ୍କ ପାଇଁ ଜରୁରୀ ହୋଇପଡ଼ିଛି। ତେବେ ଏହାର ଅତ୍ୟଧିକ ବ୍ୟବହାର ଯୋଗୁ ପାରିବାରିକ ଜୀବନରେ ଝଡ଼ ସୃଷ୍ଟି ହେବାରେ ଲାଗିଛି।...

ଟିକାକରଣ ନେଇ ମହାରାଷ୍ଟ୍ର ସରକାରଙ୍କୁ କେନ୍ଦ୍ରର ଟାର୍ଗେଟ

ନୂଆଦିଲ୍ଲୀ,୧୭।୩: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ଏହି...

Advertisement
Archives

Model This Week