Posted inଜାତୀୟ

ପୁଣି ଜମ୍ମୁ-କଶ୍ମୀରରେ ଗସ୍ତରେ ଗଲେ ଅଜିତ ଡୋଭାଲ

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ପରେ ବୁଧବାର ପୁଣି ଥରେ ଶ୍ରୀନଗରରେ ପହଞ୍ଚିଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ। ଗତ ଦେଢ ମାସ ଭିତରେ ଡୋଭାଲଙ୍କ ଏହା ଦ୍ୱିତୀୟ କଶ୍ମୀର ଗସ୍ତ। ଏହି ଗସ୍ତ କାଳରେ ସେ ସୁରକ୍ଷା ଅଧିକାରୀଙ୍କ ସହ ରାଜ୍ୟ ସୁରକ୍ଷା ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀରରୁ ଗତ ଅଗଷ୍ଟ ୫ରେ ୩୭୦ ଅନୁଚ୍ଛେଦ ଉଠାଦିଆଯାଇଥିଲା। ଏହାପରେ ଡୋଭାଲ ପ୍ରଥମଥର ସେଠାକୁ ଯାଇ ୧୧ ଦିନ ରହି ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ-ପୁଅଙ୍କ ପାଇଁ ସମାନ ବିବାହ ବୟସ ମାମଲାକୁ ଦିଲ୍ଲୀ ହାଇକୋର୍ଟରୁ ନିଜ ପାଖକୁ ଆଣିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧ : ବିବାହରେ ଝିଅ-ପୁଅଙ୍କ ପାଇଁ ସମାନ ବୟସ ଲାଗି କରାଯାଇଥିବା ଏକ ଆବେଦନକୁ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ହାଇକୋର୍ଟରୁ ନିଜ ପାଖକୁ ଆଣିଛନ୍ତି। ଆଇନଜୀବୀ ଅଶ୍ୱିନୀ...

ପୃଥିବୀର ୪୮.୭ କୋଟି ହ୍ବାଟସଆପ୍‌ ୟୁଜରଙ୍କ ଡାଟା ହ୍ୟାକ, ୬୧.୬୨ ଲକ୍ଷ ଭାରତୀୟଙ୍କ ଫୋନ୍‌ ନମ୍ବର ସାମିଲ…

ନୂଆଦିଲ୍ଲୀ,୨୭।୧୧ : ହ୍ୟାକର୍ସ ସମଗ୍ର ପୃଥିବୀର ୪୮.୭ କୋଟି ହ୍ବାଟସଆପ୍‌ ୟୁଜରଙ୍କ ଡାଟା ହ୍ୟାକ କରି ଏହାକୁ ଇଣ୍ଟରନେଟରେ ବିକ୍ରୟ ପାଇଁ ଛାଡିଛନ୍ତି। ସେଥିମଧ୍ୟରୁ ୬୧.୬୨...

ଭାରତ ଯୋଡ ନୁହେଁ ଘୃଣା ଯୋଡ ଅଭିଯାନ କରୁଛନ୍ତି ରାହୁଲ: ଭାଜପାର ମନ୍ତବ୍ୟ…

ନୂଆଦିଲ୍ଲୀ, ୧୦।୯ : ଭାରତୀୟ ଜନତା ପାର୍ଟି କଂଗ୍ରେସର ଭାରତ ଯୋଡ ଯାତ୍ରା ନେଇ ରାହୁଲ ଗାନ୍ଧୀଙ୍କୁ ଘେରିବା ଆରମ୍ଭ କରିଛି। ଏହି ଗସ୍ତ ସମ୍ପର୍କରେ...

ସିଆଚେନରେ ହିମସ୍ଖଳନ : ୨ ଯବାନ ଶହୀଦ

ଶ୍ରୀନଗର, ୧ା୧୨(ପି.ଟି.): କେନ୍ଦ୍ରଶାସିତ ଅଞ୍ଚଳ ଲଦାଖର ଦକ୍ଷିଣ ସିଆଚେନ୍‌ ଗ୍ଲାସିୟର୍‌ ସେକ୍ଟର ନିକଟରେ ଶନିବାର ପାଟ୍ରୋଲିଂ କରୁଥିବା ବେଳେ ହଠାତ୍‌ ହିମସ୍ଖଳନ ହେବାରୁ ୨ ଭାରତୀୟ...

ଭରଣପୋଷଣ ପାଇଁ ସ୍ବାମୀଙ୍କୁ ସ୍ତ୍ରୀ ଦେବେ ଟଙ୍କା

ଲକ୍ଷ୍ନୌ, ୨୪।୧୦: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ପରିବାର କୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ସ୍ତ୍ରୀ ସ୍ବାମୀଙ୍କୁ ଭରଣପୋଷଣ ପାଇଁ ଟଙ୍କା ଦେବେ ବୋଲି କୋର୍ଟ...

ବିହାର ନିର୍ବାଚନ: ନୋଟାରେ ୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟ

ନୂଆଦିଲ୍ଲୀ,୧୧।୧୧-ବିହାର ବିଧାନସଭା ନିର୍ବାଚନରେ ନନ୍‌ ଅଫ୍‌ ଦ ଆବଭ୍‌ (ନୋଟା)ରେ ୭ ଲକ୍ଷରୁ ଅଧିକ ଭୋଟ ପଡ଼ିଛି। ଏ ନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରକାଶ...

୭୦ ହଜାର ଯୁବବର୍ଗଙ୍କୁ ମିଳିଲା ଆପଏଣ୍ଟମେଣ୍ଟ ଲେଟର, ମୋଦି କହିଲେ ଭାଜପା ଶାସିତ ରାଜ୍ୟରେ ମିଳୁଛି ରୋଜଗାର

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ୭୦ ହଜାର ଯୁବବର୍ଗଙ୍କୁ ଆପଏଣ୍ଟମେଣ୍ଟ ଲେଟର ଦେଇଛନ୍ତି।ପ୍ରଧାନମନ୍ତ୍ରୀ ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦,୦୦୦...

ନାମାଙ୍କନ ପୂର୍ବରୁ ଚର୍ଚ୍ଚାରେ କେଜରିଓ୍ବାଲଙ୍କ ଟୁଇଟ୍‌

ନୂଆଦିଲ୍ଲୀ,୨୧।୧: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମଙ୍ଗଳବାର ଦିଲ୍ଲୀ ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ତାଙ୍କ ଟୁଇଟ୍‌କୁ...

Advertisement
Archives

Model This Week