Posted inଜାତୀୟ

ପୁଣି ଟଳିପାରେ ନିର୍ଭୟା ଦୋଷୀଙ୍କ ଫାଶୀ: କ୍ଷମାପ୍ରାର୍ଥନା ପାଇଁ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କଲେ ବିନୟ

ନୂଆଦିଲ୍ଲୀ,୨୯।୧: ଦିଲ୍ଲୀର ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଫାଶୀ ପୁଣି ଟଳିପାରେ। ଫାଶୀରୁ ବର୍ତ୍ତିବା ପାଇଁ ୪ଦୋଷୀଙ୍କ ମଧ୍ୟରୁ ଅନ୍ୟ ଦୋଷୀ ବିନୟ ଶର୍ମା ବୁଧବାର ନୂଆ ବିକଳ୍ପ ଆପଣାଇଛନ୍ତି। ବୁଧବାର ବିନୟଙ୍କ ଓକିଲ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ପ୍ରାର୍ଥନା ଆବେଦନ କରିଥିବା ଜଣାପଡ଼ିଛି। ପୂର୍ବରୁ ବିନୟଙ୍କ କ୍ୟୁରେଟିଭ ପିଟିଶନ ଖାରଜ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ, ୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଭାଜପାର ଜଣେ ନିଆରା ପ୍ରଶଂସକଙ୍କୁ ଭେଟିଛନ୍ତି। ସେ ହେଉଛନ୍ତି ଗୁଜରାଟର ଭୀଭୂଭାଇ। ଗତ ଲୋକ ସଭା ନିର୍ବାଚନରେ...

ରାଶନ କାର୍ଡରେ୯ ସଦସ୍ୟ: ସମସ୍ତଙ୍କ ଜାତି ଓ ପିତାଙ୍କ ନାମ ଅଲଗା

ଉତ୍ତରପ୍ରଦେଶ ଗାଜିଆବାଦ୍‌ର ଯୋଗାଣ ବିଭାଗ କାର୍ଯ୍ୟାଳୟର ଖାମଖିଆଲି ନୀତି ପଦାକୁ ଆସିଛି। ଏଠାରେ ପ୍ରଥମେ ବିନା ଯାଞ୍ଚରେ ଲକ୍ଷ୍ମୀ ନାମକ ଜଣେ ମହିଳାଙ୍କୁ ରାଶନ କାର୍ଡ...

ଉତ୍ତରପୂର୍ବରେ ନିଆଁ

ଅଗରତାଲା/ଗୁଆହାଟୀ/ନୂଆଦିଲ୍ଲୀ, ୧୨ା୧୨(ପି.ଟି./ଆଇଏଏନ୍‌ଏସ୍‌): ନାଗରିକତ୍ୱ ସଂଶୋଧନ ବିଲ୍‌ ଲୋକ ସଭାରେ ପାସ୍‌ ହୋଇ ବୁଧବାର ରାତିରେ ରାଜ୍ୟ ସଭାରେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା...

କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ଘରେ ଆୟକର ବିଭାଗର ଚଢ଼ାଉ: ୪.୫୨କୋଟି ଟଙ୍କା ଜବତ

ବେଙ୍ଗାଲୁର,୧୧।୧୦: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି ପରମେଶ୍ୱରଙ୍କ ୩୦ଟି ସ୍ଥାନରେ ଆୟକର ବିଭାଗ ପକ୍ଷରୁ ଦ୍ୱିତୀୟ ଦିନରେ ବି ଚଢ଼ାଉ ଜାରି ରଖିଛି। ଗୁରୁବାର ସକାଳୁ...

ଫାରୁକ୍‌-ଓମାରଙ୍କ ନଜରବନ୍ଦୀ ହଟାଇବା ପାଇଁ ହୋଇପାରେ ଡିଲ୍‌: ସକ୍ରିୟ ରାଜନୀତିରୁ ରହିବେ ଦୂରେଇ !

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ରାଜନୀତିରେ ପୁଣିଥରେ ଉଷ୍ଣତା ବୃଦ୍ଧି ପାଇଛି। କେନ୍ଦ୍ର ସରକାର ଇତିମଧ୍ୟରେ ୨୬ ଜଣ ରାଜନୈତିକ ବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟାଇ ନେଇଛନ୍ତି। ସେମାନଙ୍କ...

ମଝି ଆକାଶରେ ଝଡ଼ରେ ଦୋହଲିଲା ଏୟାର ଇଣ୍ଡିଆ ବିମାନ: ୧୭୨ ଯାତ୍ରୀଙ୍କୁ ନେଇ ଜରୁରୀକାଳୀନ ଅବତରଣ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀରୁ କୋଚି ବନ୍ଦର ଦେଇ ଥିରୁଭାନନ୍ତପୁରମ୍‌ ଯାଉଥିବା ଏୟାର ଇଣ୍ଡିଆର ଏ-୩୨୧ ବିମାନ ମଝି ଆକାଶରେ ଝଡ଼ରେ ଦୋହଲିବା ଆରମ୍ଭ କରିଥିଲା। ବିମାନରେ ଥିବା...

ଦେଶ ପାଇଁ ଶହୀଦ ହେଲେ ପୁଅ, ଏବେ ମା’ ୩୫୦ ପିଲାଙ୍କୁ ସେନାରେ ଭର୍ତ୍ତି ପାଇଁ କରୁଛନ୍ତି ପ୍ରସ୍ତୁତି

ଗାଜିଆବାଦ୍‌,୧୮।୧୧: ସାଧାରଣତଃ ଦେଶ ପାଇଁ ପୁଅ ଶହୀଦ୍‌ ହେବା ପରେ ମା’ବାପାମାନେ ଭାଙ୍ଗିପଡନ୍ତି। କିନ୍ତୁ ସବିତା ତିଓ୍ବାରୀଙ୍କ କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହୋଇଥାଏ। ପୁଅ...

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *