ପୁଣି ସୌରମଣ୍ଡଳ ନବଗ୍ରହରେ ସାମିଲ୍‌ ହେଲା ପ୍ଲୁଟୋ

ଓ୍ବାଶିଂଟନ,୨୯।୮: ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ପୁଣିଥରେ ନବଗ୍ରହ ତାଲିକାରେ ପ୍ଲୁଟୋକୁ ସାମିଲ୍‌ କରାଯାଇଛି। ପୂର୍ବରୁ ୨୦୦୬ରେ ଏହା ସୌରମଣ୍ଡଳର ଗ୍ରହ ନୁହେଁ ବୋଲି ନାସା କହିଥିଲା। ଫଳରେ ସୌରମଣ୍ଡଳ ଗ୍ରହସଂଖ୍ୟା ୯ ପରିବର୍ତ୍ତେ ୮କୁ ହ୍ରାସ ପାଇଥିଲା। ପ୍ଲୁଟୋକୁ ପୁଣିଥରେ ସୌରମଣ୍ଡଳରେ ସାମିଲ କରାଯାଇଥିବା ନେଇ ନାସା ମୁଖ୍ୟ ଜିମ୍‌ ବ୍ରାଇଡେନ୍‌ଷ୍ଟିନ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ ପାଇଁ ଆଗେଇ ଆସିଲେ ଜାପାନର କୋଟିପତି

ଟୋକିଓ,୨୭।୨: ରୁଷିଆ ଆକ୍ରମଣ ଜାରି ରଖିଥିବା ବେଳେ ୟୁକ୍ରେନ ସରକାରଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ଜାପାନର କୋଟିପତି ହିରୋଶି ମିକେ ମିକିତାନି। ସେ ୟୁକ୍ରେନ ସରକାରଙ୍କୁ...

ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା,୨୪ା୯: ଇଣ୍ଡୋନେସିଆରେ ଶନିବାର ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬ରୁ ଅଧିକ ଥିଲା। ହଠାତ୍‌ ସବୁକିଛି ଥରିବାରୁ ଲୋକେ ଭୟଭୀତ...

ଜାଣିଶୁଣି ନିଜକୁ କରୋନା ସଂକ୍ରମିତ କରୁଛନ୍ତି ଚାଇନାର ଯୁବକ

ବେଜିଂ,୭ ।୧: ଚାଇନାରେ କରୋନାର ହାହାକାର ଏବେ ସାରା ବିଶ୍ୱର ଚିନ୍ତା ବଢାଇ ଦେଇଛି । ଏହାରି ଭିତରେ ଏକ ବଡ ଖବର ସାମ୍ନାକୁ ଆସିଛି...

ଫିଲିପିନ୍ସରେ ୭.୦ ତୀବ୍ରତାର ଭୂକମ୍ପ

ମାନିଲା,୨୭ ।୭: ଫିଲିପିନ୍ସରେ ବୁଧବାର ସକାଳୁ ଏକ ବଡ ଧରଣର ଭୂକମ୍ପ ହୋଇଛି । ଭୂକମ୍ପ ୬ଟା ୨୩ ମିନିଟରେ ଅନୁଭୁତ ହୋଇଥିଲା । ଏହାର...

ତାଲିବାନ ଆତଙ୍କବାଦୀ ଆକ୍ରମଣ: ୧୭ ମୃତ

ତଖର,୨୯।୧୨: ଆଫଗାନିସ୍ତାନର ଉତ୍ତରପୂର୍ବରେ ଥିବା ତଖର ଅଞ୍ଚଳରେ ତାଲିବାନ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ୧୭ ଜଣ ସାଧାରଣ ଜନତାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସ୍ଥାନୀୟ...

୧୧ ଦେଶକୁ ବ୍ୟାପିଲାଣି ନୂଆ ଷ୍ଟ୍ରେନ୍‌

ଲଣ୍ଡନ, ୨୮।୧୨ : ଇଂଲଣ୍ଡରେ ପ୍ରଥମେ ଦେଖାଦେଇଥିବା କରୋନା ଭୂତାଣୁର ନୂଆ ରୂପ ଏବେ ଅନ୍ୟ ୧୧ଟି ଦେଶକୁ ବ୍ୟାପିସାରିଲାଣି। ସଂକ୍ରମଣ ରୋକିବାକୁ ସମସ୍ତ ଉଦ୍ୟମ...

କରୋନା ସଙ୍କଟରେ ପୃଥିବୀ: ତୃତୀୟ ବିଶ୍ୱଯୁଦ୍ଧ ପାଇଁ ରୁଷ୍‌ର ପ୍ରସ୍ତୁତି ଆରମ୍ଭ

ମସ୍କୋ,୨।୫: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଏହାକୁ ରୋକିବା ପାଇଁ ବହୁରାଷ୍ଟ୍ରର ବୈଜ୍ଞାନିକ ନାନା ପ୍ରକାର ଗବେଷଣା ଜାରି ରଖିଛନ୍ତି। ଏପରିସ୍ଥଳେ...

ଅକ୍ଟୋବରରୁ କରୋନା ଟିକା ରପ୍ତାନୀ କରିବ ଭାରତ, ଡବ୍ଲ୍ୟୁଏଚ୍‌ଓର ସ୍ବାଗତ…

ଜେନେଭା/ନୂଆଦିଲ୍ଲୀ, ୨୨।୯: ଭାରତ ଅକ୍ଟୋବରରୁ ପୁଣି କରୋନା ଟିକା ରପ୍ତାନୀ କରିବ। ଭାରତର ନିଷ୍ପତ୍ତିକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସ୍ବାଗତ କରାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ...

Advertisement
Archives

Model This Week