ପୁଣି ବଡ ପରଦାକୁ ଫେରିବେ ଶିଳ୍ପା

ବଲିଉଡ ଅଭିନେତ୍ରୀ ଶିଳ୍ପ ସେଟ୍ଟୀ ପୁଣି ଥରେ ବଡ ପରଦାକୁ ଫେରିବେ। ଏକ କମେଡି ଫିଲ୍ମ ଜରିଆରେ ସେ ପୁଣି ନିଜର ଜଲଓ୍ବା ଦେଖାଇବେ। ଶେଷଥର ପାଇଁ ୨୦୦୭ରେ ଶିଳ୍ପାଙ୍କୁ ବଡ ପରଦାରେ ଦେଖିବାକୁ ମିଳିଥିଲା। ଫିଲ୍ମ ନିର୍ମାତା ଅଜିଜ ମିର୍ଜାଙ୍କ ପୁଅ ହାରୁନ ଏ ମିର୍ଜାଙ୍କ ନିର୍ଦ୍ଦେଶନାରେ ଏହି ଫିଲ୍ମଟି ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ନାମକରଣ କରାଯାଇ ନ ଥିଲେ ମଧ୍ୟ ଏହାକ ଏକ କମେଡି ଫିଲ୍ମ ବୋଲି ଜଣାପଡିଛି। ଫିଲ୍ମରେ ଶିଳ୍ପା ଜଣେ ଲେଖକ ଭୂମିକାରେ ଅବତୀର୍ଣ୍ଣ ହେବେ। ଫିଲ୍ମର ଶୁଟିଂ ଖୁବ୍‌ଶୀଘ୍ର ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲ ଫିଲ୍ମ ପାଇଁ ସମ୍ମାନୀତ ହେଲେ ତାପସୀ

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ନାୟିକା ତାପସୀ ପନ୍ନୁ ଏବେ ତାମିଲ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ଏବେ ନାରୀ କୈନ୍ଦ୍ରୀକ ଫିଲ୍ମ ଭଲ...

ବିବାହକୁ ନେଇ ମୁହଁ ଖୋଲିଲେ ସାରା

ମୁମ୍ବାଇ: ବଲିଲଡ୍‌ ଷ୍ଟାରକିଡ୍‌ ସାରା ଅଲି ଖାଁ ଏବେ ତାଙ୍କ ଅପ୍‌ କମିଂ ଫିଲ୍ମ ‘ଲଭ ଆଜ କଲ୍‌’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ନିକଟରେ ସେ...

ବଲିଉଡ୍‌ରେ ଡେବ୍ୟୁ କରିବେ ଟିକ୍‌ ଟକ୍‌ ଷ୍ଟାର

ମୁମ୍ବାଇ,୧୦।୯: ଭାରତୀୟ କ୍ରିକେଟ ଜଗତରେ ନିଜର ଦମ୍‌ଦାର ପ୍ରଦର୍ଶନ ପାଇଁ ଜଣାଯାଉଥିବା ବିରାଟ କୋହଲିଙ୍କ ଭଳି ଦେଖାଯାଉଥିବା ଟିକ୍‌ ଟକ୍‌ ଷ୍ଟାର ଗୌରବ ଆରୋରା ଏବେ...

ଖୁସି ଅନ୍ତରାଳେ…

କ୍ରିତିଙ୍କ ଖୁସି ଏବେ କହିଲେ ନ ସରେ। କାରଣ ତାଙ୍କୁ ଏକ ମନଲାଖି ଚରିତ୍ରଟିଏ ମିଳିଯାଇଛି। ବର୍ତ୍ତମାନ ସେ ‘ମିମି’ ଟାଇଟଲ ବିଶିଷ୍ଟ ସିନେମାରେ ଅଭିନୟ...

ବିବାହ ପରେ ନଓ୍ବାବଙ୍କ ଭାଗ୍ୟ ବଦଳିଲା: ରଜନୀକାନ୍ତଙ୍କ ଫିଲ୍ମରେ ମିଳିଲା ଅଫର

ବଲିଉଡ୍‌ରେ କେତେବେଳେ କ’ଣ ଘଟିଥାଏ ତାହା ପୂର୍ବରୁ କହିବା କଷ୍ଟକର। ଏମିତି କିଛି ଘଟିଛି ଅଭିନେତା ନଓ୍ବାବ ଶାହଙ୍କ ସହ। ନିକଟରେ ସେ ଅଭିନେତ୍ରୀ ପୂଜା...

ଇଡି ନିକଟରେ ହାଜର ହେବାକୁ ମନାକଲେ ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଆରମ୍ଭ କରିଛନ୍ତି। ଗୁରୁବାର ଦିନ ସିବିଆଇ ସୁଶାନ୍ତ ସିଂ ରାଜପୁତ ମାମଲାରେ...

ସାତ ବର୍ଷ ପରେ ଏକାଠି ନଜର ଆସିବେ ଏକତା-ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଫିଲ୍ମ ଏବେ ଦର୍ଶକଙ୍କର ବେଶ୍‌ ପସନ୍ଦ ଆସୁଛି। ଚଳିତ ବର୍ଷ ଓ ଆସନ୍ତା ବର୍ଷ ତାଙ୍କ ହାତରେ...

ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ ହେବ ରାଜକୁମାରଙ୍କ ଅଭିନୀତ ଏହି ଫିଲ୍ମ: ଜାଣନ୍ତୁ କେବେ ଆସିବ ପ୍ରିମିୟର

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ହଂସଲ ମେହେତାଙ୍କ ନିର୍ଦ୍ଦେଶିତ ଫିଲ୍ମ ଓମେର୍ଟାକୁ ଥିଏଟର ପରେ ଏବେ ଡିଜିଟାଲ ପ୍ଲାଟଫର୍ମରେ ରିଲିଜ୍‌ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜୁଲାଇ ୨୫ରେ...

Coronavirus Update


Archives

Model This Week

Why Dharitri