ପୁଣି ବିଦ୍ୟାଳୟରେ ଭୂତଭୟ

ବୁଗୁଡା,୨୨ା୧୦(ଡି.ଏନ୍‌.ଏ.)-ବୁଗୁଡା ବ୍ଲକ ବାଲିପଦର ଶ୍ରୀରଘୁନାଥ ସ୍ବାମୀ ବାଳିକା ବିଦ୍ୟାଳୟରେ ସୋମବାର ପୁଣି ଛାତ୍ରୀମାନଙ୍କ ଠାରେ ଅସ୍ବାଭାବିକ ଆଚରଣ ଦେଖା ଦେଇଛି। ସକାଳେ ପ୍ରାର୍ଥନା ସଭା ଚାଲିଥିବାବେଳେ ୧୦ମ ଶ୍ରେଣୀର ଛାତ୍ରୀ ଜଣକ ପରେ ଜଣେ ଅସ୍ବାଭାବିକ ଭାବେ ନାଚିବାକୁ ଲାଗିଥିଲେ। ପରିସ୍ଥିତି ଏପରି ହୋଇଥିଲା ଯେ, ଜଣେ ଛାତ୍ରୀ ନାଚିନାଚି ଗେଟ ବାହାରକୁ ଯାଇ ଚେତାଶୂନ୍ୟ ହୋଇ ପଡିଯାଇଥିଲେ। ସେମାନଙ୍କୁ ଆୟତ୍ତ କରିବା କଷ୍ଟକର ହୋଇ ପଡିଥିଲା। ପ୍ରଧାନ ଶିକ୍ଷୟିତ୍ରୀ ବୈଜୟନ୍ତୀମାଳା ସୁବୁଦ୍ଧି ଛାତ୍ରୀଙ୍କ ଅଭିଭାବକଙ୍କୁ ଖବର ଦେଇଥିଲେ। ଅଭିଭାବକ ପହଞ୍ଚତ୍ ଝଡାଫୁଙ୍କା କରିବା ପରେ ଘରକୁ ନେଇଥିଲେ। ଭୂତ ଭୟରେ ଅନ୍ୟଛାତ୍ରୀମାନେ ଭୟଭୀତ ହୋଇ ପଡିଛନ୍ତି। ପ୍ରକାଶ ଯେ, ବିଦ୍ୟାଳୟର ଜଣେ ଛାତ୍ରୀ ଅଗଷ୍ଟ ୨୫ରେ କୌଣସି କାରଣରୁ ଘରେ ଆତ୍ମହତ୍ୟା କରିଥିଲେ। ଏହାପରେ ତାଙ୍କ ସହପାଠୀଙ୍କ ନିକଟରେ ଏପରି ଅସ୍ବାଭାବିକ ଆଚରଣ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ନେଇ ଅନିଶ୍ଚିତତା: ନାମଲେଖା ବିଜ୍ଞପ୍ତିରେ ନାହିଁ ନାଁ

ଛତ୍ରପୁର,୨୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରଠାରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷ ଖୋଲିବା ନେଇ ଅନିଶ୍ଚିତତା ମଧ୍ୟକୁ ଚାଲିଯାଇଛି। ବର୍ତ୍ତମାନ ଜିଲାର ଅନ୍ୟ କେନ୍ଦ୍ରୀୟ ବିଦ୍ୟାଳୟରେ...

ସହରର କଞ୍ଜରଭାନ୍ସି ଲେନ୍‌ରୁ ହଟିବ ଜବରଦଖଲ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ବିଭିନ୍ନ କଞ୍ଜରଭାନ୍ସି (ସଂରକ୍ଷିତ) ଲେନରେ ଥିବା ଜବରଦଖଲ ଖୁବ୍‌ଶୀଘ୍ର ହଟିବ। ସହରର ସୁନ୍ଦର ଓ ସ୍ବାସ୍ଥ୍ୟକର କରିବା ପାଇଁ ୩ଦିନ...

ନିଷିଦ୍ଧାଞ୍ଚଳରେ ମାଛ ମାରି ଫସିଲେ: ୪ ଟ୍ରଲର ଜବତ, ୩୦ ଅଟକ

କୋଣାର୍କ,୩୧ା୧(ଡି.ଏନ୍‌.ଏ.): ପୁରୀ ଅସ୍ତରଙ୍ଗ ସମୁଦ୍ରର ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ମାରୁଥିବାରୁ ୪ ଟ୍ରଲର ଜବତ କରାଯାଇଥିବା ବେଳେ ୩୦ କର୍ମଚାରୀ ଅଟକ ରହିଛନ୍ତି। ପାରାଦୀପ ଅଞ୍ଚଳର...

୨୮ରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୮।୧ (ବ୍ୟୁରୋ):ସାରା ଓଡ଼ିଶା ଏବେ ହକି ଫିଭର୍‌ରେ ପଡ଼ିଥିବାବେଳେ ଆସନ୍ତା ୨୮ରୁ ଆରମ୍ଭ ହେବାକୁ ଯାଉଛି ପ୍ରସିଦ୍ଧ ଖଣ୍ଡଗିରି ଯାତ୍ରା। ୨୮ରୁ ଫେବୃୟାରୀ ୧୦ ପର୍ଯ୍ୟନ୍ତ...

ଏଣିକି ରାସ୍ତାରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବନି ପୋଲିସ: ଘରକୁ ପଠାଯିବ ଚାଲାଣ, ନ ଦେଲେ ଆର୍‌ଟିଓ ଖାତାରେ ଗଡ଼ିବ ସୁଧମୂଳ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରବିବାରଠାରୁ ସଂଶୋଧିତ ନୂତନ ଟ୍ରାଫିକ ନିୟମ କଡ଼ାକଡ଼ି ହେବାକୁ ଯାଉଛି। ଏଥର ପୋଲିସ ଆଉ ରାସ୍ତା ମଝିରେ ନିୟମ ଉଲ୍ଲଂଘନକାରୀଙ୍କ ସହ ତର୍କ କରିବ...

ଦାରିଙ୍ଗବାଡିରେ ଖସିଲା ପାରଦ

ଦାରିଙ୍ଗବାଡି,୧୬।୧୨(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତ ହେଉଛି। ଗୁରୁବାର ସକାଳେ ସର୍ବନିମ୍ନ ତାପମାତ୍ରା ୭ ଡିଗ୍ରୀକୁ ଖସିଆସିଛି।...

ସଂଖ୍ୟାରେ ବିଜେଡି ଆଗରେ

ଭୁବନେଶ୍ୱର,୨୪ା୫(ବ୍ୟୁରୋ)-ଆସନ୍ତା ଜୁନ୍‌ ୧୦ ତାରିଖରେ ଓଡ଼ିଶାରେ ୩ ଟି ଆସନ ଏବଂ ଗୋଟିଏ ଉପନିର୍ବାଚନ ପାଇଁ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ୩ଟି ଆସନରେ...

ବାର୍‌ହା ଉପଦ୍ରବ: ଫସଲ ନଷ୍ଟ

ହିଞ୍ଜିଳିକାଟୁ,୨୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଓ ହିଞ୍ଜିଳି ରାଜସ୍ବ ଗ୍ରାମରେ ଗତ କିଛି ଦିନ ଧରି ବାର୍‌ହା ଉପଦ୍ରବ ଯୋଗୁଁ ବହୁ ଚାଷୀ...

Advertisement
Archives

Model This Week