ପୁଣି ବିପଦସଂକେତ ଟପିଲା ଜଳକା

ବସ୍ତା, ୨୫।୮(ସ୍ବ.ପ୍ର.)-ଜଳକା ନଦୀରେ ରବିବାର ପୁଣି ବନ୍ୟାଜଳ ଆସି ବିପଦସଂକେତ ଊର୍ଦ୍ଧ୍ୱରେ ପ୍ରବାହିତ ହେଉଛି ା ବସ୍ତା ବ୍ଲକର ମଥାନୀଠାରେ ନଦୀର ବିପଦସଂକେତ ସ୍ତର ୫.୫୦ ମିଟର ଥିବା ବେଳେ ଜଳପତ୍ତନ ରବିବାର ସନ୍ଧ୍ୟା ୫ଟାରେ ୫.୭୯ ମିଟରରେ ପହଞ୍ଚତ୍ଛି ା ତେବେ ଶନିବାର ରାତି ଏବଂ ରବିବାର ଦିନତମାମ ବର୍ଷା ଲାଗି ରହିଥିବାରୁ ନଦୀର ଜଳସ୍ତର ଘଣ୍ଟା ପ୍ରତି ୦.୦୧ ମିଟର ବଢୁଥିବା ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି। ଗତ ରବିବାରରୁ ୩ଦିନ ଧରି ବିପଦସଂକେତ ଊର୍ଦ୍ଧ୍ୱରେ ବନ୍ୟାଜଳ ପ୍ରବାହିତ ହୋଇ ବୁଧବାର ଓ ଗୁରୁବାର ଜଳପତ୍ତନ ତଳକୁ ଖସିଯାଇଥିଲା। ତେବେ ପୂର୍ବ ବନ୍ୟା ପ୍ରଭାବରେ ଶିବଗତିଆ ଓ ସାନଖୁଡ଼ିଠାରେ ନଦୀବନ୍ଧ ଅତଡ଼ା ଖାଇବା ଆଶଙ୍କାରେ ବାଲି ବସ୍ତା ପକାଯାଇଛି। ବର୍ଷା ଲାଗି ରହିଥିବାରୁ ବନ୍ୟା ଆଶଙ୍କା ବୃଦ୍ଧି ପାଇଛି ା ତେବେ ପ୍ରଶାସନ ପକ୍ଷରୁ ତୀକ୍ଷ୍‌ଣ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆଗଭଳି ବେପାର ହେଉନି’ – କରୋନା ପାଇଁ ସବୁ ଠପ୍‌

କେନ୍ଦୁଝର, ୨୯ା୧୧ (ସ୍ବ.ପ୍ର.)-କରୋନା କଟକଣାରେ ବହୁ ଲୋକଙ୍କ ଜୀବନଜୀବିକା ଠପ୍‌ ହୋଇଯାଇଛି। ବିଶେଷ କରି ଦିନମଜୁରିଆ ଓ ବିଭିନ୍ନ ସ୍ଥାନରେ ଛୋଟ ଛୋଟ ଜଳଖିଆ ଦୋକାନ,...

ଟ୍ରାକିଂ କ୍ୟାମେରାରେ କଏଦ କଲରାପତରିଆ ବାଘ

ନୂଆପଡ଼ା ଅଫିସ,୨୫।୩: ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ସୁନାବେଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟ ଭିତରେ ଥିବା ଗାଁ ଓ ପାହାଡତଳି ଗାଁରେ ଗତ ୩ ସପ୍ତାହରୁ...

କରୋନା ଯୋଦ୍ଧାର ମାନ୍ୟତା ଦେବାକୁ ଆୟୁଷ ଡାକ୍ତର ପ୍ରତିନିଧି ଦଳର ଦାବି

ଲୋଇସିଂହା,୨୧।୫(ଡି.ଏନ.ଏ.): ମହାମାରୀ କରୋନା ମୁକାବିଲାରେ ଆୟୁଷ ଡାକ୍ତରମାନେ ପ୍ରମୁଖ ଦାୟିତ୍ୱ ନିର୍ବାହ କରୁଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେଇନାହାନ୍ତି। ଏଥି...

ଆସିଲା ପୁରୀବାସୀଙ୍କ ପାଇଁ ନୂଆ ଗାଇଡ୍‌ଲାଇନ୍‌

ପୁରୀ ଅଫିସ,୨୭।୧୦: ପୁରୀବାସୀଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନକୁ ନେଇ ଆସିଲା ନୂଆ ଗାଇଡ୍‌ଲାଇନ୍‌। ତଦନୁଯାୟୀ ପଶ୍ଚିମ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ ପୁରୀବାସୀ। ନଭେମ୍ବର...

ରାସ୍ତାରେ ବସି ଆଇନଜୀବୀଙ୍କ ସତ୍ୟାଗ୍ରହ ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୭ା୨ – ଗଞ୍ଜାମ ଜିଲାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯାଉ ବୋଲି ୧୨ ବର୍ଷ ହେଲା ଦାବି ହେଉଛି। ଦିଗରେ କୌଣସି ପଦକ୍ଷେପ...

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର...

ଚିନ୍ତା ବଢ଼ାଇଲା ମାଲେସିଆ ଜାହାଜ କଣ୍ଟେନରରେ ୫ଫୁଟର ଫାଟ, ପଶିଲା ପାଣି

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୧୯।୮(ଡି.ଏନ୍‌.ଏ.) : ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଚିଲିକା ମୁହଁାଣର ରାଜହଂସ ଓ ଖିରିସାହି ଗଁା ନିକଟ ବଙ୍ଗୋପସାଗର ଉପକୂଳରେ ଲାଗିଥିବା ମାଲେସିଆ ଜାହାଜ...

ସାପ କାମୁଡାରେ ଜୀବନ ଗଲା

ଯୋଡ଼ା, ୩୦।୭(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କୀତାବେଡାଠାରେ ସାପ କାମୁଡାରେ ଲୋଚନ ପଲେଇ(୫୮)ଙ୍କର ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ରବିବାର ପୂର୍ବାହ୍ନରେ ଲୋଚନ...

Advertisement
Archives

Model This Week