Posted inଖେଳ

ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହେଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ବିଶ୍ୱର ନମ୍ବର ୧ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌ ହୋଇଛନ୍ତି। ସଦ୍ୟ ପ୍ରକାଶିତ ଆଇସିସିର ସଦ୍ୟତମ ପ୍ରକାଶିତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଷ୍ଟିଭ ସ୍ମିଥ୍‌ଙ୍କୁ ପଛରେ ପକାଇଦେଇଛନ୍ତି। ୯୨୮ ଅଙ୍କ ସହ ବିରାଟ ଶୀର୍ଷ ସ୍ଥାନ ହାସଲ କରିଛନ୍ତି। ପାକିସ୍ତାନ ବିପକ୍ଷ ଟେଷ୍ଟରେ ସେତେଟା ଭଲ ପ୍ରଦର୍ଶନ କରିପାରି ନ ଥିବାରୁ ସ୍ମିଥ୍‌ ୯୨୩ ଅଙ୍କ ସହ ଦ୍ୱିତୀୟ ସ୍ଥାନକୁ ଚାଲିଆସିଛନ୍ତି। ଟେଷ୍ଟ ତାଲିକାର ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ଭାରତର ୩ ଜଣ ଅଛନ୍ତି। ସେମାନେ ହେଲେ ବିରାଟ କୋହଲି(୧), ଚେତେଶ୍ୱର ପୂଜାରା(୪) ଏବଂ ଅଜିଙ୍କେ ରାହାଣେ(୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୬।୧:କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଆଇସିସି ମହିଳା ବିଶ୍ୱକପ ୨୦୨୨ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୬ରେ ପାକିସ୍ତାନ ବିପକ୍ଷ ବିଶ୍ୱକପରେ ଭାରତୀୟ...

କାଉଣ୍ଟି କ୍ରିକେଟ ନ ଖେଳନ୍ତୁ ବୁମ୍‌ରା

ନୂଆଦିଲ୍ଲୀ, ୧୧ା୫ (ପି.ଟି.)-ଯଶପ୍ରୀତ ବୁମ୍‌ରାଙ୍କ ଭଳି ଖେଳାଳି କାଉଣ୍ଟି କ୍ରିକେଟ ଖେଳିବା ଲାଗି ବ୍ୟଗ୍ର ହେବା ଉଚିତ୍‌ ନୁହେଁ ବୋଲି କହିଛନ୍ତି ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟର...

ମ୍ୟାଚ୍‌ ଜିତିବାର ଥିଲେ ଟସ୍‌ ଜିତ

ନୂଆଦିଲ୍ଲୀ,୧।୪: ମାର୍ଚ୍ଚ ୨୬ରୁ ଆରମ୍ଭ ହୋଇଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଟୁର୍ନାମେଣ୍ଟ ଆରମ୍ଭ ହେବା ଦିନରୁ ଟସ୍‌ ଜିତିବା ହିଁ ବିଜୟର ଫର୍ମୁଲା ପାଲଟିଛି। କାରଣ...

ବାୟୋ ବବଲ୍‌ ଚ୍ୟାଲେଞ୍ଜ: ବିଦେଶୀଙ୍କ ତୁଳନାରେ ଭାରତୀୟ ଖେଳାଳି ଅଧିକ ସହନଶୀଳ: ଗାଙ୍ଗୁଲି

କୋଲକାତା,୭।୪(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାୟୋ ବବଲ୍‌ (ଜୈବ ସୁରକ୍ଷିତ ପରିବେଶ)କୁ ନେଇ ଏକ...

ନମ୍ବର-୧ ହେଲା ଭାରତ

ଦୁବାଇ,୪।୫: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ବୁଧବାର ଟି-୨୦ ଅନ୍ତର୍ଜାତୀୟ ଦଳର ବାର୍ଷିକ ମାନ୍ୟତା ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ର଼୍ୟାଙ୍କିଙ୍ଗରେ ଭାରତୀୟ ଦଳ...

୫ମ ଉଇକେଟରେ ରେକର୍ଡ ଭାଗୀଦାରି

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି)- ନିକୋଲାସ ପୁରନ ଓ କିରନ ପୋଲାର୍ଡ ୫ମ ଉଇକେଟ ଯୋଡ଼ିରେ ୧୩୫ ରନ ସଂଗ୍ରହ କରିଥିଲେ। ବାରବାଟୀ ଗ୍ରାଉଣ୍ଡରେ ୫ମ ଉଇକେଟରେ...

ଜାତୀୟ ସାମ୍ବୋରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୫।୧୨ (କ୍ରୀଡ଼ା ପ୍ରତିନିଧି): ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ସାମ୍ବୋ (ମାର୍ଶାଲ ଆର୍ଟର...

ତ୍ରିଶତକରୁ ୨ଟି ଛକା ଦୂରରେ ଧୋନୀ

ଦୁବାଇ, ୨୫।୯: ଚଳିତ ଆଇପିଏଲ୍‌ର ୭ମ ମୁକାବିଲାରେ ଶୁକ୍ରବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ପରସ୍ପର ସାମ୍ନାସାମ୍ନି ହେବେ। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ...

Advertisement
Archives

Model This Week