ପୁଣି ଭୁବନେଶ୍ୱରରେ ୨ ପଜିଟିଭ୍‌ ଚିହ୍ନଟ: ଆପୋଲୋର ଜଣେ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର,୧୧।୬(ବ୍ୟୁରୋ): ପୁଣି ଭୁବନେଶ୍ୱରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଆପୋଲୋ ହସ୍ପିଟାଲର ୨୫ ବର୍ଷୀୟ କର୍ମଚାରୀ ରହିଥିବା ବେଳେ ଅନ୍ୟ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିଲେ। ଆପୋଲୋର କର୍ମଚାରୀଜଣଙ୍କର ଜଣେ ପରିବାର ସଦସ୍ୟ ସୁରଟରୁ ଫେରିଥିଲେ। ସେହିଭଳି ନୟାପଲ୍ଲୀ ଶ୍ରୀରାମ ବିହାରର ୬୭ ବର୍ଷୀୟ ବୃଦ୍ଧ କ୍ୱାରାଣ୍ଟାଇନ୍‌ରେ ଥିଲେ। ନୂତନ ଆକ୍ରାନ୍ତମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ବେଳେ ପାଖ ଘରଗୁଡ଼ିକୁ ସାନିଟାଇଜ୍‌ କରାଯିବା ସହ ଲୋକଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ କୁହାଯାଇଛି। ଏଥିସହ ସେମାନଙ୍କୁ କୋଭିଡ ହସ୍ପିଟାଲ ପଠାଯାଇଛି। ସେହିଭଳି କଳିଙ୍ଗ ବିହାରର ୩୦ ବର୍ଷୀୟ ଯୁବକ ସୁସ୍ଥ ହୋଇଛନ୍ତି। ଏ ନେଇ ଗୁରୁବାର ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୧ ହୋଇଥିବା ବେଳେ ୪୨ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କ୍ୟାବିନେଟ୍‌: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍‌ ୧୦ରୁ ଅଧିକ...

ଏକ୍‌ କରି ବଁ।ଧି ରଖିଛେ ନୂଅଁ।ଖାଇ: ସଜବାଜରେ ମାତିଛନ୍‌ କଠାରପାଲି ଗଁ।ବାସୀ

  ସୋହେଲା,୩୧।୮(ଡି.ଏନ.ଏ): ଆଉର ଦିନ୍‌ କେତେଟା ଉତାରୁ ପଶ୍ଚିମ ଓଡ଼ିଶାର ସିଘା ପରବ୍‌ ନୂଅଁାଖାଇ ପାଲନ ହେବା। ଇଥିରଲାଗି ଗଁ। ଗଁଲିରୁ ସହର ତକ୍‌ ସବୁଠାନେ...

ପାଠକଙ୍କ ୨୯.୮୩ ଲକ୍ଷର ସମ୍ପତ୍ତି ଜବତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯ ଲକ୍ଷ ୮୩ ହଜାର ଟଙ୍କାର ସମ୍ପତ୍ତିକୁ...

ଋଷିକୁଲ୍ୟା ମୁହାଣରେ ହେନ୍ତାଳ ଚାରା ପୋତିଲେ ସୌମ୍ୟ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପାଇଁ ସମୁଦ୍ରତଟ ବା ବେଳାଭୂମି ଅବକ୍ଷୟ ହେବାକୁ ଲାଗିଛି। ଏହା ମଧ୍ୟରେ ଗଞ୍ଜାମ ଜିଲାର ଋଷିକୁଲ୍ୟା ବେଳାଭୂମି ରହିଛି। ଏଠାରେ...

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗା ହେଲା ତିନିମହଲା କୋଠା,ବୁଧବାର ଗଡ଼ନ୍ତି ଛକରେ ହେବ ଉଚ୍ଛେଦ

ପୁରୀ ଅଫିସ, ୧୭ା୧୨: ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ଚୌହଦୀରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ୭୫ ମିଟରେ ଭିତରେ ଥିବା ମଠ ଏବଂ ବ୍ୟକ୍ତିଗତ ଘର...

ଆଦିବାସୀ ହଷ୍ଟେଲକୁ ଆଇଏସ୍‌ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍‌.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ...

ସାମାଜିକ ଦୂରତ୍ୱ ରକ୍ଷା କରୁନାହାନ୍ତି ଲୋକେ: ବ୍ୟାଙ୍କ ସମ୍ମୁଖରେ ଭିଡ଼

ବରଗଡ଼ ଅଫିସ,୧୫ା୪: ମହାମାରୀ କରୋନା ଭୂତାଣୁ ପ୍ରତିହତ ପାଇଁ ସରକାର ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ମାତ୍ର ବାରମ୍ବାର...

ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ନବୀନ ପଟ୍ଟନାୟକ ଶନିବାରଠାରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଆସନ୍ତା ୨୫ତାରିଖରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବା ଓଡ଼ିଆ ଝିଅ ଦ୍ରୌପଦୀ...

Advertisement
Archives

Model This Week