Advertisement

ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ଯାତ୍ରୀଙ୍କଠାରୁ ମିଳିଲା ୧୫୦.୯୨୦ ଗ୍ରାମର ସୁନା, ମୂଲ୍ୟ ୫ଲକ୍ଷରୁ ଅଧିକ

ଭୁବନେଶ୍ୱର, ୧୦।୭(ବ୍ୟୁରୋ): କଟକଣା ସତ୍ତ୍ୱେ କମୁନି ସୁନା ଚୋରା ଚାଲାଣ। ବୁଧବାର ପୁଣି ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ କରିଛି କଷ୍ଟମ ବିଭାଗ। ବ୍ୟାଙ୍କକ୍‌ରୁ ଆସିଥିବା ଏଆର ଏସିଆ ବିମାନ(ଏଫ୍‌ଡି-୧୧୨)ର ଜଣେ ଯାତ୍ରୀଙ୍କ ସାର୍ଟ କଲର୍‌ରୁ ୧୫୦.୯୨୦ ଗ୍ରାମର ସୁନା ଜବତ ହୋଇଛି। ଯାତ୍ରୀଜଣଙ୍କ ଉତ୍ତରପ୍ରଦେଶର ବୋଲି ଜଣାପଡ଼ିଛି। ତାଙ୍କଠାରୁ ଜବତ ହୋଇଥିବା ସୁନାର ମୂଲ୍ୟ ୫,୩୩, ୩୫୧ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ କୋହଳ ପରେ ଗାଡ଼ି ବିକ୍ରି ବଢ଼ିଛି

କଟକ ଅଫିସ,୮।୬: ଲକ୍‌ଡାଉନ୍‌ କଟକଣା କୋହଳ ହେବା ପରେ ଓଡ଼ିଶାରେ ଯାନବାହନ ବିକ୍ରି ବଢ଼ିଛି। ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍‌ଟିଏ) ଏହି ସୂଚନା ଦେଇଛି। ମାର୍ଚ୍ଚ...

ପେଟ୍ରୋଲ ୨୬, ଡିଜେଲ ୩୮ ପଇସା କମିଲା

ଭୁବନେଶ୍ୱର,୧୯। ୯: ପେଟ୍ରୋଲ ଏବଂ ଡିଜେଲ ଦର ଶୁକ୍ରବାର ହ୍ରାସ ହୋଇଛି। ଭୁବନେଶ୍ୱରରେ ଶୁକ୍ରବାର ପେଟ୍ରୋଲ ୨୬ ଏବଂ ଡିଜେଲ ୩୮ ପଇସା କମିବା ଯୋଗୁ...

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ଭଦ୍ରକ ଅଫିସ,୬।୨: ପିଲାଚୋର ସନ୍ଦେହରେ ସ୍ଥାନୀୟ ଲୋକେ ଜଣେ ଯୁବକଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଭଦ୍ରକ ଛପୋଲିଆ ନିକଟରେ ଶନିବାର ଏଭଳି...

ବିଚ୍ଛିନ୍ନାଞ୍ଚଳରେ ବଣ୍ଟାହେବ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭ୍ୟୁ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ଓଡ଼ିଶା ସରକାରଙ୍କ ‘ଉତ୍କଳ ପ୍ରସଙ୍ଗ’ ଓ ‘ଓଡ଼ିଶା ରିଭ୍ୟୁ’ର ବିତରଣ ଲାଗି ସଢ଼େଇକଳା ଓ ଖରସୁଆଁ ବିଚ୍ଛିନ୍ନାଞ୍ଚଳକୁ ପଠାଯାଇଛି। ମଙ୍ଗଳବାର ପୂର୍ବାହ୍ନରେ ଉତ୍କଳ ପ୍ରସଙ୍ଗ...

ଭଡ଼ାଘରୁ ମୃତଦେହ ଉଦ୍ଧାର, ପଥରରେ ଛେଚି ହତ୍ୟା ସନ୍ଦେହ

ଝାରସୁଗୁଡ଼ା ଅଫିସ/ଲଖନପୁର,୧୨ା୮(ଡି.ଏନ୍‌.ଏ.): ଝାରସୁଗୁଡା ଜିଲା ବିଟିଏମ୍‌ ଫାଣ୍ଡି ଅଧୀନ ଏକାତାଳି ଗ୍ରାମର ଏକ ଭଡ଼ାଘରୁ ସୋମବାର ସ୍ଥାନୀୟ ପୋଲିସ ଏକ ମୃତଦେହ ଉଦ୍ଧାର କରିଛି। ମୃତକ...

ଘରେ ହେଲା ନମାଜ ପାଠ

ବାଙ୍ଗିରିପୋଷି,୨୬ା୫(ଡି.ଏନ.ଏ): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏହି ସମୟ ମଧ୍ୟରେ କୌଣସି ଧାର୍ମିକ ସ୍ଥଳରେ ପୂଜାର୍ଚ୍ଚନା...

ଗରିବ ଟଙ୍କା ହଡ଼ପ କରିବାକୁ ସରକାରଙ୍କ ପ୍ରୟାସ ଲଜ୍ଜାଜନକ: ଭାଜପା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମାଜର ତଳସ୍ତରରେ ବାସ କରୁଥିବା ସବୁଠୁ ଗରିବ ଲୋକ କିଭଳି ବିକାଶର ଲାଭ ପାଇପାରିବେ ସେନେଇ କେନ୍ଦ୍ରରେ ମୋଦି ସରକାର କାର୍ଯ୍ୟରତ। ଅନ୍ତ୍ୟୋଦୟକୁ ପ୍ରାଥମିକତା...

ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର

ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ...

Advertisement
Archives

Model This Week