ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା

କଣିହାଁ,୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ବଜ୍ରକୋଟ ଗ୍ରାମ ଡମଯୋଡ଼ି ସାହିର ନୟନୀ ସାହୁ(୫୫)। ସେ ବସ୍‌ ଯୋଗେ ଯିବା ଲାଗି ଗାଁ ଛକକୁ ଯାଉଥିବା ବେଳେ ଦନ୍ତା ତାଙ୍କୁ କଚାଡି ମାରିଥିଲା।
ପ୍ରକାଶ ଯେ, ଉକ୍ତ ଦନ୍ତା ଶନିବାର ରାତିରେ ଓଳନ୍ଦ। ଗ୍ରାମରେ ପଶି ନବ କିଶୋର ସେଠୀଙ୍କୁ ଦଳି ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri