ପୁଣି ମାମୁ ହେବାକୁ ଯାଉଛନ୍ତି ସଲମାନ ଖାନ୍‌

ବଲିଉଡ୍‌ର ଭାଇଜାନ ସଲମାନ ଖାନ୍‌ଙ୍କ ଘରକୁ ପୁଣି ଜଣେ କୁନି ଅତିଥି ଆସିବାକୁ ଯାଉଛନ୍ତି। ତାଙ୍କ ଭଉଣୀ ଅର୍ପିତା ଦ୍ୱିତୀୟଥର ପାଇଁ ମା’ ହେବାକୁ ଯାଉଛନ୍ତି। ଆଇଫା ଆଓ୍ବାର୍ଡ ସମାରୋହରେ ଯୋଗଦେବା ଅବସରରେ ଅର୍ପିତା ଏବଂ ଆୟୁଷ୍‌ ନିଜେ ଏକଥା ଖୁଲାସା କରିଛନ୍ତି। ୨୦୧୪ରେ ଅର୍ପିତା ବ୍ୟବସାୟୀ ଆୟୁଷ୍‌ ଶର୍ମାଙ୍କୁ ବିବାହ କରିଥିଲେ। ୨୦୧୬ରେ ଉଭୟଙ୍କ ଏକ ପୁଅ ଆହିଲ୍‌ ଜନ୍ମ ହୋଇଥିଲା। ପରେ ଆୟୁଷ୍‌ ବଲିଉଡ୍‌ରେ ଏଣ୍ଟ୍ରି ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

SBI ବ୍ୟାଙ୍କ ଲକରରୁ ୫୦ ଲକ୍ଷର ଗହଣା ଗାଏବ, ୨୦୦୩ରୁ କଟୁଥିଲା ଭଡ଼ା

ଲକ୍ଷ୍ନୌ,୧୧।୮: ବ୍ୟାଙ୍କରେ ନିଜର କଷ୍ଟଅର୍ଜିତ ସଞ୍ଚୟ ଏବଂ ଅଳଙ୍କାର ସୁରକ୍ଷିତ ରଖୁଥିବା ଲୋକଙ୍କ ପାଇଁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଉତ୍ତର ପ୍ରଦେଶର କାନପୁର ସ୍ୱରୂପ…

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri