ପୁଣି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି ୨ ଦିନିଆ ଭାରତ ଗସ୍ତ ସମୟରେ ସେ ମୋଦିଙ୍କ ସହ ଭଲ ସମୟ କାଟିଛନ୍ତି। ମୋଦି ତାଙ୍କର ଜଣେ ଭଲ ବନ୍ଧୁ। ଆଉ ଗୁଜରାଟର ଷ୍ଟାଡିୟମରେ ଯେଉଁ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ତାହା ମଧ୍ୟ ଖୁବ୍‌ ସୁନ୍ଦର ଥିଲା। ସୂଚନାଯୋଗ୍ୟ, ଫେବୃୟାରୀ ୨୪-୨୫ରେ ଟ୍ରମ୍ପ, ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ, ତାଙ୍କ ଝିଅ ଜ୍ୱାଇଁ ଓ ପ୍ରତିନିଧି ମଣ୍ଡଳଙ୍କ ସହ ଭାରତ ଗସ୍ତରେ ଆସିଥିଲେ। ଏହି ସମୟରେ ସେମାନେ ଗାଜିଆବାଦ, ଦିଲ୍ଲୀ ଓ ଆଗ୍ରା ଗସ୍ତ କରିଥିଲେ। ଟ୍ରମ୍ପଙ୍କ ଏହି ଗସ୍ତ ସମୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ପୁରୀ-କୋରାପୁଟ ସ୍ପେସିଆଲ୍‌ ଟ୍ରେନକୁ କେସିଙ୍ଗାରେ ସ୍ବାଗତ: ରହଣି ସମୟ ପରିବର୍ତ୍ତନ ପାଇଁ ଦାବି

କେସିଙ୍ଗା, ୭।୭( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ର ପୁରୀ-ଶାବର କ୍ଷେତ୍ର କୋରାପୁଟ ସ୍ପେସିଆଲ୍‌ ଏକ୍ସପ୍ରେସ ଟ୍ରେନ (ନଂ .୧୮୪୦୮)କୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଓ ମୁଖ୍ୟମନ୍ତ୍ରୀ ମୋହନ…

ସଞ୍ଜୁ ସାମସନଙ୍କୁ ଦଳରୁ ବାଦ୍‌ ଦେବା ଉପରେ BCCIର ବଡ଼ ବୟାନ, ସାମ୍ନାକୁ ଆସିଲା ଚମକାଇ ଦେଲା ଭଳି କାରଣ!

ନୂଆଦିଲ୍ଲୀ, ୭।୭: BCCI ନିକଟରେ ଜିମ୍ବାୱେ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ତେବେ ଏହି ଦଳରେ ସଞ୍ଜୁ ସାମସନଙ୍କ ନାମ ନଥିବାରୁ…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri