ପୁଣି ରେକର୍ଡ ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର କ୍ଷୁଦ୍ରତମ ରଥ

ବ୍ରହ୍ମପୁର ଅଫିସ,୩ା୬-ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି ଶିଳ୍ପୀ ସତ୍ୟ ମହାରଣା ା ଦୁଇଦିନ ପୂର୍ବେ ସେ ୧.୩ ସିଏମ୍‌ ଉଚ୍ଚତାର ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ବେଳେ ମଙ୍ଗଳବାର ପୁଣି ରେକର୍ଡ ଭାଙ୍ଗିଛନ୍ତି ା ମାତ୍ର ୩୦ ମିନିଟ୍‌ରେ ୧ ଏମ୍‌ଏମ୍‌ ଉଚ୍ଚତାର ବିଶ୍ୱର ସର୍ବ କ୍ଷୁଦ୍ରତମ ନନ୍ଦିଘୋଷ ଢାଞ୍ଚାରେ ରଥ ନିର୍ମାଣ କରି ବିସ୍ମୟ ସୃଷ୍ଟି କରିଛନ୍ତି ା ଏହି ରଥ ଇଣ୍ଡିଆ ବୁକ ଅଫ୍‌ ରେକର୍ଡ ସହ ବିଶ୍ୱର ବିଭିନ୍ନ ସେକ୍ଟରରେ ସ୍ଥାନୀତ ହେବା ନେଇ ସେ ଆଶା ରଖିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

୫ ଲକ୍ଷ ଟଙ୍କାର କଫ ସିରପ୍‌, ବ୍ରାଉନସୁଗାର ଜବତ

ଖୋର୍ଦ୍ଧା ଅଫିସ,୨୩।୧୦: ଖୋର୍ଦ୍ଧା ଜିଲାରେ ନିଶା କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଏସ୍‌ଟିଏଫ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ବାରମ୍ବାର ଚଢ଼ାଉ ସତ୍ତ୍ୱେ...

ଜୀବନ୍‌କେ ପାଏନ୍‌ ଛଡ଼େଇ ଭଂଗା ଘରେ ରହୁଛନ୍‌: ଆନନ୍ଦ ଲାଗି ସାତ୍‌ସପନ ଆବାସ ଘର

ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌...

ପ୍ରଦୂଷଣ ବଳୟରେ ସ୍ମାର୍ଟସିଟି

ରାଉରକେଲା ଅଫିସ,୨୯।୧୧:ଆଉ ମାସକ ପରେ ରାଉରକେଲାରେ ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେବ। ଏଥିପାଇଁ ସହରରେ ବହୁ ଉନ୍ନତିମୂଳକ କାର୍ଯ୍ୟ ଆଗେଇ ଚାଲିଛି। ଏହା ଭିତରେ...

ମାଟ୍ରିକ ପରୀକ୍ଷା ଫଳ: କେନ୍ଦ୍ରାପଡା ଜିଲାରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ ଜାଣନ୍ତୁ

କେନ୍ଦ୍ରାପଡା ଅଫିସ, ୨୯ା୭-ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। କେନ୍ଦ୍ରାପଡା ଜିଲାରେ ଚଳିତ ବର୍ଷ ପାସ...

ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି: ସ୍ବୟଂଶାସିତ ମାନ୍ୟତା ହରାଇବ ଢେଙ୍କାନାଳ କଲେଜ

ଢେଙ୍କାନାଳ ଅଫିସ, ୨୬।୧୦ – ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଅଧାରୁ ଅଧିକ ଅଧ୍ୟାପକ ପଦବୀ ଖାଲି ପଡ଼ିଛି। ବାରମ୍ବାର ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ ରାଜ୍ୟ...

ବିଳମ୍ବ ସତ୍ତ୍ୱେ ଜମୁଛି ବାଣ ବେପାର

ଅନୁଗୋଳ ଅଫିସ, ୨୪ା୧୦:ଦୀପାବଳିକୁ ନେଇ ଏଥର ବିପୁଳ ଉତ୍ସାହ। କରୋନା ପାଇଁ ଗତ ୨ ବର୍ଷ ଧରି କଟକଣା ମଧ୍ୟରେ ଏହି ଆଲୋକର ପର୍ବ ପାଳନ...

ବୃଦ୍ଧାଙ୍କୁ ଦଳିଦେଲା ହାତୀ

ସୁନ୍ଦରଗଡ଼,୨୬ା୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ହେମଗିରି ରେଞ୍ଜ ପୋବାହାଲ ଗାଁରେ ଶୁକ୍ରବାର ଜଣେ ବୃଦ୍ଧାଙ୍କୁ ହାତୀ ଦଳି ମାରି ଦେଇଛି। କେନ୍ଦୁ ପଞ୍ଚାୟତ ଅନ୍ତର୍ଗତ ପୋବାହାଲ ଗାଁର...

ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ...

Advertisement
Archives

Model This Week