Posted inଖେଳ

ପୁଣି ସାପ ପଶିବାରୁ ମ୍ୟାଚ୍‌ ବାଧାପ୍ରାପ୍ତ

ନୂଆଦିଲ୍ଲୀ, ୬।୧- ବର୍ଷା ଯୋଗୁ ଭାରତ-ଶ୍ରୀଲଙ୍କା ସିରିଜର ପ୍ରଥମ ଟି୨୦ ମ୍ୟାଚ୍‌ ବାତିଲ ହୋଇଯାଇଛି। ଦେଶର ଅନ୍ୟ ଭାଗରେ ସମାନ ଦିନ ଏକ ମ୍ୟାଚ୍‌ ଭିନ୍ନ କାରଣ ଯୋଗୁ ବାଧାପ୍ରାପ୍ତ ହୋଇଥିଲା। ଘଟଣାଟି ମୁମ୍ବାଇ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ ୪ର୍ଥ ରାଉଣ୍ଡ ରଣଜୀ ମ୍ୟାଚ୍‌ର ୩ୟ ଦିନରେ ଘଟିଥିଲା। ମୁମ୍ବାଇର ବାନ୍ଦ୍ରା କୁର୍ଲା କମ୍ପ୍ଲେକ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ମ୍ୟାଚ୍‌ରେ ବାଧା ସାଜିଥିଲେ ଦୁଇ ସାପ। ସାପ ଧରାଳି ଦୁଇ ସାପଙ୍କୁ ଧରିବା ପରେ ମ୍ୟାଚ୍‌ ଆରମ୍ଭ ହୋଇଥିଲା। ଦୁଇଯାକ ଢମଣା ପ୍ରଜାତିର ବୋଲି ସାପ ଧରାଳି ଟୁଇଟ୍‌କରି ସୂଚନା ଦେଇଛନ୍ତି। ତେବେ କ୍ରିକେଟ ଫିଲ୍ଡରେ ଏଭଳି ଘଟଣା ଘଟିବା ପ୍ରଥମ ଦୃଷ୍ଟାନ୍ତ ନୁହେଁ। ସମାନ ଘଟଣା ଚଳିତ ରଣଜୀ ସିଜନର ଆନ୍ଧ୍ର ଓ ବିଦର୍ଭ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଘଟିଥିଲା। ଉଲ୍ଲେଖଥାଉ, ଏଲିଟ୍‌ ଗ୍ରୁପ୍‌ ବି’ ମ୍ୟାଚ୍‌ରେ କର୍ନାଟକ ୫ ଉଇକେଟରେ ୪୧ଥର ରଣଜୀ ଚାମ୍ପିୟନ ମୁମ୍ବାଇକୁ ହରାଇ ଦେଇଛି। ୨୦୧୩-୧୪ ସିଜନ ପରେ ମୁମ୍ବାଇ ଦଳର କର୍ନାଟକଠାରୁ ପ୍ରଥମ ପରାଜୟ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୱାଲିଫାୟର-୧ରେ ରାଜସ୍ଥାନ

ମୁମ୍ବାଇ ୨୧ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୫ ଉଇକେଟରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। ଫଳରେ ଗୁଜରାଟ ଟାଇଟାନ୍ସ...

ଏହି କ୍ରିକେଟର ସ୍ତ୍ରୀଙ୍କଠାରୁ ଫିଟ୍‌ନେସ୍‌ ମନ୍ତ୍ର ଶିଖିଥିଲେ ବିରାଟ କୋହଲି

କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟ୍‌ନେସ୍‌ ଲାଗି ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ନିମନ୍ତେ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ...

ଶାଜି ପ୍ରଭାକରନ ଏଆଇଏଫ୍‌ଏଫ୍‌ ସାଧାରଣ ସମ୍ପାଦକ

ନୂଆଦିଲ୍ଲୀ, ୪।୯: ଫୁଟ୍‌ବଲ ଦିଲ୍ଲୀ ସଭାପତି ଶାଜି ପ୍ରଭାକରନ ଶନିବାର ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ପାଇଛନ୍ତି। ସଭାପତି କଲ୍ୟାଣ...

‘ଏହା ଅନୁଚିତ, ମୁଁ ଫାଇନାଲ ଖେଳି ପାରିଥାନ୍ତି’

ମାନିଲା(ଫିଲିପାଇନ୍ସ),୧।୫ : ଦୁଇ ଥର ଅଲିମ୍ପିକ୍‌ ପଦକଧାରୀ ପି ଭି ସିନ୍ଧୁ ବ୍ୟାଡ୍‌ମିଣ୍ଟନ ଏସିଆ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକରେ ସନ୍ତୁଷ୍ଟ ରହିଛନ୍ତି। ଜାପାନର ଆକାନେ ୟାମାଗୁଚିଙ୍କ...

ଇଣ୍ଟରନେଟ୍‌ ସର୍ଚ୍ଚରେ ଏକ ନମ୍ବର ସ୍ଥାନରେ ବିରାଟ କୋହଲୀ: ଦ୍ୱିତୀୟ ସ୍ଥାନରେ ଧୋନୀ

ନୂଆଦିଲ୍ଲୀ,୨୧।୧: କ୍ରିକେଟ୍‌ ଖେଳରେ ଶ୍ରେଷ୍ଠତ୍ୱ ଜାରି ରଖିଥିବା ବିରାଟ କୋହଲୀ ଇଣ୍ଟରନେଟ୍‌ ସର୍ଚ୍ଚରେ ମଧ୍ୟ ଏକ ନମ୍ବର ସ୍ଥାନରେ ରହିଛନ୍ତି। ୨୦୧୫ ଡିସେମ୍ବର ରୁ ୨୦୧୯...

ନାଡାଲଙ୍କୁ ଟାଇଟଲ

ରୋମ୍‌, ୨୦ା୫- ରାଫାଲ ନାଡାଲ ଇଟାଲିଆନ ଓପନ ଟେନିସ୍‌ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱର ୨ ନମ୍ବର ମାନ୍ୟତାପ୍ରାପ୍ତ ନାଡାଲ...

କ୍ରିକେଟ ଜୀବନର ଶ୍ରେଷ୍ଠ ଦିନ ବାଛିଲେ ସଚିନ

ନୂଆଦିଲ୍ଲୀ,୧୬।୫ : କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ରବିବାର ୨୦୧୧ ବିଶ୍ୱକପ୍‌ ବିଜୟୀକୁ କ୍ରିକେଟ କ୍ୟାରିୟରର ଶ୍ରେଷ୍ଠ ଦିନ ଭାବେ ଅଭିହିତ କରିଛନ୍ତି। କାରଣ...

ବାଇଲ୍ସଙ୍କୁ ବିଶ୍ୱ ଜିମ୍ନାଷ୍ଟିକ୍ସ ଟାଇଟଲ

ଷ୍ଟୁଟଗାର୍ଟ(ଜର୍ମାନୀ), ୧୧।୧୦(ଏଏଫପି)-ଆମେରିକା ଜିମ୍ନାଷ୍ଟିକ୍ସ ସୁପରଷ୍ଟାର ସିମୋନେ ବାଇଲ୍ସ କ୍ୟାରିୟରରେ ୫ମ ଅଲ-ଆରାଉଣ୍ଡ ଟାଇଟଲ ସହ ୧୬ତମ ବିଶ୍ୱ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

Advertisement
Archives

Model This Week