Posted inଜାତୀୟ

ପୁଣି ହାଣ ମୁହଁରେ ୧୫ ବରିଷ୍ଠ ଅଧିକାରୀ: ନେଲେ ବାଧ୍ୟତାମୂଳକ ଅବସର

ନୂଆଦିଲ୍ଲୀ,୧୮।୬: ଦୁର୍ନୀତି ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପୁଣି ମଙ୍ଗଳବାର ନେଇଛନ୍ତି ଦୃଢ଼ ପଦକ୍ଷେପ। ଏଥର ଦୁର୍ନୀତି ତଥା ନିର୍ଯାତନା ଅଭିଯୋଗରେ ୧୫ ବରିଷ୍ଠ ଅଧିକାରୀ ହାଣ ମୁହଁରେ ପଡ଼ିଛନ୍ତି। ସେମାନଙ୍କୁ ଡିପାର୍ଟମେଣ୍ଟ ଅଫ୍‌ ପର୍ସନାଲ୍‌ ଆଣ୍ଡ୍‌ ଆଡମିନିଷ୍ଟ୍ରେଟିଭ୍‌ ରିଫର୍ମ ନିୟମ ୫୬ ଅନୁସାରେ ବାଧ୍ୟତାମୂଳକ ଅବସର ଦିଆଯାଇଛି। ପୂର୍ବରୁ ୧୨ ଜଣ ବରିଷ୍ଠ ଅଧିକାରୀଙ୍କୁ ଏହି ନିୟମ ଅର୍ନ୍ତଗତ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଲୋକଙ୍କ ଉପରେ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୩।୧୦: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ପୁଣି ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ହୀରାନଗର ସେକ୍ଟରରେ ଥିବା ଭାରତୀୟ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକୁ ଲକ୍ଷ୍ୟ କରି...

ଆଶିଷଙ୍କ ଜାମିନକୁ ବିରୋଧ କଲେ ଉତ୍ତରପ୍ରଦେଶ ସରକାର, ସମାଜକୁ ଯିବ ଭୁଲ ବାର୍ତ୍ତା …

ନୂଆଦିଲ୍ଲୀ,୧୯।୧ : ଲଖିମପୁର ଖେରୀ ହିଂସା ମାମଲାରେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ...

କରୋନା କର୍ଫ୍ୟୁ: ଅଟକିଲା ୧୭ ଶହ ବାହାଘର

ଅହମଦାବାଦ୍‌,୨୧।୧୧:ଗୁଜରାଟରେ କରୋନା ମହାମାରୀ ପୁଣି ଥରେ ଲୋକଙ୍କୁ ଆତଙ୍କିତ କରିବା ଆରମ୍ଭ କରିଛି। ସଂକ୍ରମଣରେ ରୋକ ଲଗାଇବା ଲାଗି ସରକାରଙ୍କ ପକ୍ଷରୁ କର୍ଫ୍ୟୁ ଜାରି ହୋଇଛି।...

ଘନେଇଲା ବିଦ୍ୟୁତ୍‌ ସଙ୍କଟ, ୧୦ ରାଜ୍ୟରେ କୋଇଲା ଅଭାବ…

ନୂଆଦିଲ୍ଲୀ, ୧୪।୪ : ସାରା ଦେଶରେ ତାତି ବଢ଼ିବାରେ ଲାଗିଛି। ଏପରିସ୍ଥଳେ ବିଦ୍ୟୁତ୍‌ ସଙ୍କଟ ଘନେଇବାରେ ଲାଗିଛି। ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ପଞ୍ଜାବ ସମେତ ଦଶଟି ରାଜ୍ୟରେ...

ଜନତା ପରିବାରରୁ କଂଗ୍ରେସ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା

ବେଙ୍ଗାଲୁରୁ,୧୯ା୫: ଜନତା ପରିବାରରେ ଅଢ଼େଇ ଦଶନ୍ଧି ଧରି ରହିଆସିଥିବା ଏବଂ ଏକଦା କଂଗ୍ରେସ ବିରୋଧୀ ଆଭିମୁଖ୍ୟକୁ ନେଇ ପରିଚିତ ଥିବା ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ...

ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନ୍‌ ବାତିଲ

ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଇଣ୍ଡିଆନ୍‌ ରେଲଓ୍ବେ ବଡ ପଦକ୍ଷେପ ନେଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଥିବା ସୂଚନା...

ଶିବାଜୀଙ୍କ ମୂର୍ତ୍ତି ପାଇଁ ୧୪୪ ଧାରା

ନିଜାମାବାଦ(ତେଲେଙ୍ଗାନା),୨୦।୩: ଛତ୍ରପତି ଶିବାଜୀଙ୍କ ଏକ ମୂର୍ତ୍ତି ସ୍ଥାପନ ନେଇ ତେଲେଙ୍ଗାନାର ନିଜାମାବାଦ ଜିଲାର ବୋଧାନ ସହରରେ ଦୁଇ ରାଜନୈତିକ ଗୋଷ୍ଠୀ ମୁହଁାମୁହିଁ ହୋଇଛନ୍ତି। ଏଥିଯୋଗୁ ବୋଧାନ...

ପାଣ୍ଠିର ଅଭାବ: ୯୦ ହଜାର ଯବାନଙ୍କୁ ମିଳିବନି ୨ ମାସ ଦରମା

ନୂଆଦିଲ୍ଲୀ,୨୯।୧: ସଶସ୍ତ୍ର ସୀମା ବଳ(ଏସ୍‌ଏସ୍‌ବି)ରେ ଏବେ ପାଣ୍ଠିର ଅଭାବ ଦେଖାଦେଇଛି। ତେଣୁ ଜାନୁୟାରୀ ଓ ଫେବୃୟାରୀ ୨ ମାସ ଧରି ଏସ୍‌ଏସ୍‌ବି ଯବାନଙ୍କୁ ଦରମା ମିଳିବ...

Advertisement
Archives

Model This Week