ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…
ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…
ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…