ପୁଣି ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ

ଦାରିଙ୍ଗବାଡ,୪।୫(ଡି.ଏନ.ଏ)- ଲକ୍‌ଡାଉନ ପରେ ସମସ୍ତ ବିଦ୍ୟାଳୟ ସମେତ ଅଙ୍ଗନାୱାଡ଼ିକେନ୍ଦ୍ର, କଲେଜ ଆଦିକୁ ସରକାର ଛୁଟି ଘୋଷଣା କରିଥିଲେ। ମାତ୍ର ସମସ୍ତ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ହେଡକ୍ୱାଟରରେ ରହିବାକୁ ନିର୍ଦ୍ଦେଶ ରହିଥିଲା। ଏହାକୁ ଅବମାନନା କରି ଦାରିଙ୍ଗବାଡିରେ ଚାକିରି କରିଥିବା ଗଞ୍ଜାମ, ଖୋର୍ଦ୍ଦା, ନୟାଗଡ ଆଦି ଜିଲାର ଶିକ୍ଷୟିତ୍ରୀଶିକ୍ଷକମାନେ ଘରକୁ ପଳାଇଥିଲେ। ଶତାଧିକ ଶିକ୍ଷକ ପଳାଇଥିଲେ ମଧ୍ୟ ମାତ୍ର ୮୭ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଥିଲା। ଏନେଇ ବିବାଦ ହେବାରୁ କେବଳ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡିଙ୍କ ନିକଟରେ ମଧ୍ୟ ଚଞ୍ଚକତା ନେଇ ଅଭିଯୋଗ ହୋଇଥିଲା। ଏବେ ବିଇଓ ବ୍ରହ୍ମାନନ୍ଦ ରାଉତ ପୁଣି ବଳକା ୩୨ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନୋଟିସ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri