ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ରେଲଓ୍ବେ ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ପୁରୀକୁ ଯାଉଥିବା ବା ଆସୁଥିବା ଟ୍ରେନ୍‌ ଭୁବନେଶ୍ୱର ଯାଏ ଯିବ। ଜୁନ୍‌ ୧ରୁ ଚାଲିବାକୁ ଥିବା ପୁରୁଷୋତ୍ତମ ଏକ୍ସପ୍ରେସ୍‌ ଭୁବନେଶ୍ୱରରୁ ଯିବ। ଏଥିସହ ସିଆଲଦା-ପୁରୀ ଦୂରନ୍ତ ଏକ୍ସପ୍ରେସ୍‌ କ୍ଷେତ୍ରରେ ବି ସମାନ ବ୍ୟବସ୍ଥା ଲାଗୁ କରାଯିବ। ତେବେ ମହାପ୍ରଭୁଙ୍କୁ ରଥଯାତ୍ରାକୁ ଦୃଷ୍ଟିରୁ ରଖି ଏଭଳି ନିଷ୍ପତ୍ତି ନିଆଯାଉଥିବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନକଲି ଔଷଧ ଜବତ, ମାଲିକ ଅଟକ

କଟକ ଅଫିସ,୨୮।୨: କଟକରେ ପୁଣି ନକଲି ଔଷଧ ଜବତ ହୋଇଛି। ସ୍ପେଶାଲ ଟାସ୍କ ଫୋର୍ସ ପକ୍ଷରୁ କଟକର ମଙ୍ଗଳବାର ଚୌଧୁରୀବଜାର ସ୍ଥିତ ଶ୍ରୀ ଡିଷ୍ଟ୍ରିବ୍ୟୁଟର ଉପରେ...

୪ ହାତୀ ଦାନ୍ତ ଜବତ: ୫ଗିରଫ

ବାରିପଦା,୨।୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଯଶିପୁର ଅଞ୍ଚଳରେ ହାତୀ ଦାନ୍ତ ବିକ୍ରି ନିମନ୍ତେ ଡିଲ୍‌ ସମୟରେ ବନବିଭାଗ ଚଢ଼ାଉ କରି ୫ ଅଭିଯୁକ୍ତଙ୍କୁ ଗିରଫ...

ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ବସ୍‌ ଚାଳକ ମୃତ

ନିରାକାରପୁର,୫।୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ...

ଗାଁରେ ବ୍ୟାପୁଛି ଜ୍ୱର, ଟେଷ୍ଟିଂ ବ୍ୟବସ୍ଥା ନାହିଁ

ପୁରୀ ଅଫିସ,୧୪।୫: ପୁରୀ ଜିଲାର ଗ୍ରାମାଞ୍ଚଳରେ କୋଭିଡ୍‌ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି। ତଥାପି ପ୍ରଶାସନ ପକ୍ଷରୁ ମୋବାଇଲ୍‌ ଟେଷ୍ଟିଂ ଭ୍ୟାନ୍‌ ବୁଲୁଥିବା ଦେଖିବାକୁ ମିଳୁନାହିଁ।...

ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ

ଅନୁଗୋଳ ଅଫିସ, ୧୪ା୧୦ – ଅନୁଗୋଳ ସହରର ବିକାଶ ହେବ। ପାନୀୟ ଜଳ ସମସ୍ୟାର ସମାଧାନ ସହ ସ୍ଥାନେ ସ୍ଥାନେ ଓ୍ବାଟର ଏଟିଏମ୍‌ ସ୍ଥାପନ କରାଯିବ।...

କୃଷି ବିଭାଗ ପକ୍ଷରୁ ସଚେତନତା ଶିବିର

କେସିଙ୍ଗା,୨୫।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକସ୍ଥିତ କୃଷି କାର୍ଯ୍ୟାଳୟ ପରିସରରେ ଆତ୍ମା ଆନୁକୂଲ୍ୟରେ କୃଷକ ସାଥି ଓ ଆତ୍ମାସଭ୍ୟମାନଙ୍କ ଏକ ସଚେତନତା ଶିବିର ରବିବାର ଅନୁଷ୍ଠିତ ହୋଇଯାଇଛି...

ବାତ୍ୟା ପ୍ରଭାବ ନାହିଁ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ...

ଭାଉଜଙ୍କୁ କଟୁରୀରେ ହାଣି ହତ୍ୟାକଲେ ଦିଅର

ଚଣ୍ଡିଖୋଲ/ଛତିଆ, ୫।୪(ଡି.ଏନ୍‌ ଏ): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ କପାଷ୍ଟିକିରି ଗ୍ରାମରେ ବୁଧବାର ସକାଳେ ଏକ ଅଘଟଣ ଘଟିଛି। ଗ୍ରାମର ଗୌରାଙ୍ଗ ନାୟକଙ୍କ ସ୍ତ୍ରୀ...

Advertisement
Archives

Model This Week