ପୁରୀକୁ ଭିକାରିମୁକ୍ତ ପ୍ରକ୍ରିୟା ଆରମ୍ଭ: ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରୀଙ୍କୁ କାଉନ୍‌ସେଲିଂ କରାଗଲା

ପୁରୀ ଅଫିସ,୩।୩: ପୁରୀ ସହରକୁ ଭିକାରିମୁକ୍ତ କରିବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପାଇଲଟ ପ୍ରୋଜେକ୍ଟ ସକ୍ଷମ ଯୋଜନା ଆରମ୍ଭ ହୋଇଛି। ମଙ୍ଗଳବାର ପ୍ରଥମ ଡ୍ରାଇଭ୍‌ରେ ସିଂହଦ୍ୱାର ସମ୍ମୁଖରେ ବସିଥିବା ଭିକାରିମାନଙ୍କୁ କାଉନ୍‌ସେଲିଂ କରାଯାଇଛି। କାଉନ୍‌ସେଲିଂ ପରେ ଏମାନଙ୍କୁ ନୀଳାଦ୍ରି ନିଳୟକୁ ପଠାଯିବ। ଦାୟିତ୍ୱରେ ଥିବା ପ୍ରଶାସନିକ ଅଧିକାରୀ ଏବଂ ସ୍ବେଚ୍ଛାସେବୀ ସଂଗଠନର କର୍ମକର୍ତ୍ତାମାନେ ଏହି କାଉନ୍‌ସେଲିଂ କାର୍ଯ୍ୟ ଜାରି ରଖିଛନ୍ତି। ରାଜ୍ୟ ସରକାରଙ୍କ ଭିନ୍ନକ୍ଷମ ସଶକ୍ତୀକରଣ ଓ ସାମାଜିକ ସୁରକ୍ଷା ବିଭାଗ ସହାୟତାରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ପୁରୀ ଜିଲାର ବିଭିନ୍ନ ସ୍ଥାନରେ ୮ଟି ନୀଳାଦ୍ରି ନିଳୟ(ଭିକାରି ପୁନର୍ବାସ ଗୃହ) କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୬ଟି ନୀଳାଦ୍ରି ନିଳୟ କାର୍ଯ୍ୟକ୍ଷମ କରୁଛି। ପ୍ରତ୍ୟେକ ଗୃହରେ ୫୦ଜଣ ଭିକାରିଙ୍କ ରହିବା, ଖାଇବା ସହିତ ସେମାନଙ୍କୁ ସମାଜର ମୁଖ୍ୟ ଶ୍ରୋତକୁ ଫେରାଇ ଆଣିବା ଲାଗି ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓପିଜିସିର ୨ ୟୁନିଟ୍‌ ବନ୍ଦ: ବିଦ୍ୟୁତ ଉତ୍ପାଦନ ବାଧାପ୍ରାପ୍ତ

ଝାରସୁଗୁଡ଼ା ଅଫିସ,୮।୪: ଝାରସୁଗୁଡ଼ା ବୁଢ଼ିପଦର ଗ୍ରୀଡ୍‌ରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ ହେବା ପରେ ବନହରପାଲି ସ୍ଥିତି ଓ ବିଦ୍ୟୁତ୍‌ ଉତ୍ପାଦନ ନିଗମ(ଓପିଜିସି)ର ୨ଟି ୟୁନିଟ୍‌ ଗୁରୁବାର...

ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): କରୋନା ମୁକାବିଲା ନେଇ ଜୁଲାଇ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯିବ। ଏଥିସହ କଟକ ବଡମ୍ବା-ନରସିଂହପୁର, ଗଞ୍ଜାମ, ଗଜପତି ଆଦି ଜିଲାରେ ମଧ୍ୟ ସର୍ଭେ...

୮୦ଭାଗ କାମ ଅଟକିଛି, ଚାଲୁନି ସିସିଟିଭି

ବାରଙ୍ଗ,୬ା୬(ଡି.ଏନ୍‌.ଏ.): ମେ ୩ରେ ଘଟିଥିବା ବାତ୍ୟା ଫନୀକୁ ଏ ମଧ୍ୟରେ ମାସେ ବିତିଯାଇଛି। କିନ୍ତୁ ଏବେ ସୁଦ୍ଧା ନନ୍ଦନକାନନର ଚିତ୍ର ପୂର୍ଣ୍ଣରୂପେ ବଦଳିନାହିଁ। ପୁନରୁଦ୍ଧାର କାର୍ଯ୍ୟ...

ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା: ପୂଜା ପାଇଲେ ପଟି ଦିଅଁ

ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା।...

ବାଘ ଆକ୍ରମଣରେ ମଇଁଷି ଗୁରୁତର: ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ

ଠାକୁରମୁଣ୍ଡା, ୨୮।୩ (ଡି.ଏନ୍‌.ଏ.): କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ...

ଷ୍ଟିଚ୍‌ ଖୋଲୁଖୋଲୁ ପେଟ ମେଲା ହୋଇଗଲା

କଟକ ଅଫିସ, ୩୧ା୧୦: ଷ୍ଟିଚ୍‌ ଖୋଲୁଖୋଲୁ ପେଟ ମେଲା ହୋଇଯାଇଛି। ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ରୋଗୀ ଜଣକ ଛଟପଟ ହେଉଥିଲେ ମଧ୍ୟ କୌଣସି ପ୍ରତିକାର କରାଯାଇନାହିଁ।...

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ

ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି...

ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୨ ଦିବ୍ୟାଙ୍ଗଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ

ଭଦ୍ରକ ଅଫିସ,୬ା୬- ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୨ ଦିବ୍ୟାଙ୍ଗ ଯୁବକଙ୍କୁ କୃତ୍ରିମ ଅଙ୍ଗ ପ୍ରଦାନ କରାଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାପାଳ ଜ୍ଞାନରଞ୍ଜନ...

Advertisement


Archives

Model This Week

Why Dharitri