ପୁରୀରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଲା

ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅମାନିଆଙ୍କ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ: ମାସ୍କ୍‌ ନ ପିନ୍ଧିଲେ କରୋନା କେନ୍ଦ୍ରରେ ୧୫ ଦିନ ମାରିବାକୁ ପଡ଼ିବ ଝାଡୁ

ସୁରଟ,୨।୧୨: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ମାସ୍କ୍‌ ପିନ୍ଧିବା ଲାଗି ମାର୍ଗଦର୍ଶିକା ଜାରି କରାଯାଇଛି। ମାତ୍ର ଏହାକୁ ଅମାନିଆମାନେ ଉଲ୍ଲଂଘନ...

୧୩ରେ ଲଘୁଚାପ: ୨ ଦିନ ଯାଏ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୭ା୯(ବ୍ୟୁରୋ): ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର...

ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଲେଖାଏ ସହାୟତା ଦେଲେ ଦେବଗଡ଼ ବିଧାୟକ

ଦେବଗଡ଼,୨୮।୩(ଡି.ଏନ୍‌.ଏ): କରୋନା ମୁକାବିଲା ଲାଗି ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଉଭୟ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ଲକ୍ଷ ଟଙ୍କା ଲେଖାଏ...

ଡାକ୍ତରଙ୍କୁ ପୋଲିସର ମାଡ଼ ଘଟଣା: ଦୃଢ଼ କାର୍ଯ୍ୟନୁଷ୍ଠାନ ଦାବିକଲା ଓଏମ୍‌ଏସ

କେନ୍ଦ୍ରାପଡ଼ା ଅଫିସ,୧୪ା୮: ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏଶନ (ଓଏମ୍‌ଏସ୍‌) ପକ୍ଷରୁ କେନ୍ଦ୍ରାପଡ଼ା ଜିଲା ଟାଉନ ଥାନା ପୋଲିସ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଶୁକ୍ରବାର ଦାବି...

ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ

ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍‌ ୭ ତାରିଖରେ ଦେବଦେବ ମହାଦେବଙ୍କ...

ତାଳଚେର ବିଧାୟକଙ୍କ ସୁରକ୍ଷା ପାଇଁ ଦାବିପତ୍ର: ୧୬ ଭିତରେ ଦୁର୍ବୃତ୍ତ ଗିରଫ ନ ହେଲେ ଧାରଣା

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କୁ କେହି ଟାର୍ଗେଟ୍‌ କରୁଛନ୍ତି। ବାରମ୍ବାର ତାଙ୍କ ଗାଡ଼ି ପୋଡ଼ି ଦେଉଛନ୍ତି।...

ଯୋଗାଣ ଅନୁନିରୀକ୍ଷିକାଙ୍କ ବିଭିନ୍ନ ବ୍ୟବସାୟ ପ୍ରତିଷ୍ଠାନ ଯାଞ୍ଚ

କଣ୍ଟାପଡା,୨୫। ୩ (ଡି.ଏନ.ଏ): କରୋନା ଭାଇରସ ଭୂତାଣୁ ପାଇଁ ସାରା ଭାରତ ୨୧ଦିନିଆ ଲକଡାଉନ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଏହାସହ କେତେକ ଜରୁରୀ ଆବଶ୍ୟକ ସାମଗ୍ରୀ...

ନାସିକରେ ଫଶିିଛନ୍ତି ୨୮ ଓଡ଼ିଆ ତୀର୍ଥଯାତ୍ରୀ

ଜଳେଶ୍ୱର,୨୬।୩(ସ୍ବ.ପ୍ର)- ତୀର୍ଥଯାତ୍ରା କରିବାକୁ ଯାଇଥିବା ବାଲେଶ୍ୱର ଜିଲାର ୨୮ଜଣ ଯାତ୍ରୀ ୪ ଦିନ ଧରି ମହାରାଷ୍ଟ୍ରର ନାସିକ ସହରରେ ଫଶି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବାପାଇଁ...

Play 250+ Trending Games
Archives

Model This Week

Why Dharitri