ପୁରୀରୁ ପୁଣି ୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଲା

ପୁରୀ ଅଫିସ,୧୨ା୬: ପୁରୀ ଜିଲାରୁ ଶୁକ୍ରବାର ପୁଣି ୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାର ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୯୨ ଜଣ ସୁସ୍ଥ ହୋଇଥିବା ବେଳେ ୪୧ଜଣ ଚିକିତ୍ସାଧୀନ ଅଛନ୍ତି।
ଆଜି ରାଜ୍ୟରେ ମୋଟ୍‌ ୧୧୨ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିମଧ୍ୟରେ ପୁରୀରୁ ସର୍ବାଧିକ ୧୫ ଜଣ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିଛି।
ଚିହ୍ନଟ ୧୫ ଜଣଙ୍କ ସଂକ୍ରାନ୍ତରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ତେଣୁ କେତେଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ ଏବଂ ସ୍ଥାନୀୟ କେତେଜଣ ତାହା ଜଣାପଡ଼ିନାହିଁ। କିଛିଦିନ ଧରି ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଗତ ୫ଦିନରେ ୩୨ ଜଣ ପଜିଟିଭ୍‌ ଚିହ୍ନଟ ହେବା ପୁଣି ଚିନ୍ତା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କୁ ଅଶ୍ଳୀଳ ଇଙ୍ଗିତ : ଅଭିଯୁକ୍ତ ଗିରଫ

ଆସିକା,୨ା୧୨ (ଡି.ଏନ୍‌.ଏ.): ଆସିକା ଥାନା ଇଲାକାରେ ଜଣେ କଲେଜ ଛାତ୍ରୀଙ୍କୁ ଅଶ୍ଳୀଳ ଇଙ୍ଗିତ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ...

କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ବିକଳ ଚିତ୍ର: ସ୍ବାସ୍ଥ୍ୟସେବା ସମୁଦ୍ରକୁ ଶଙ୍ଖେ

କାମାକ୍ଷାନଗର, ୨୫।୧୦(ଡି.ଏନ୍‌.ଏ.)-ବିଗିଡ଼ିଯାଇଛି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟର ସ୍ବାସ୍ଥ୍ୟସେବା। ମେଡିକାଲ ଭିତରକୁ ପଶିବା କ୍ଷଣି ଶୁଣିବାକୁ ମିଳୁଛି କେବଳ ‘ନାହିଁ’। ବାରଣ୍ଡାରେ ପଡ଼ି ରୋଗୀ ଛଟପଟ ହେଉଥିବାବେଳେ...

ଟି-ସେତୁରେ ଯାନବାହନ ଚଳାଚଳ ବନ୍ଦ ରହିବ

କଟକ ଅଫିସ,୪ା୨: କଟକ ଜିଲା ବଡ଼ମ୍ବା ସିଂହନାଥ ପୀଠରେ ଜାଗର ଉପଲକ୍ଷେ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ଆଶଙ୍କା ରହିଛି। ଏନେଇ କଟକ ଜିଲା ପ୍ରଶାସନ...

ବୈତରଣୀ ନଦୀ ଆଖୁଆପଦାଠାରେ ଅତିକ୍ରମ କଲା ବିପଦସଙ୍କେତ

ଭଣ୍ଡାରିପୋଖରୀ,୨୬।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦା ଆନିକଟଠାରେ ବୈତରଣୀ ନଦୀ ବୁଧବାର ମଧ୍ୟାହ୍ନରେ ବିପଦ ସଙ୍କେତ ଅତିକ୍ରମ କରିଛି। ଏଠାରେ ବିପଦ ସଙ୍କେତ ୧୭.୮୩...

ଗରା, ବାଲ୍‌ଟି ଧରି ରାସ୍ତାରେ ବସିଲେ

ନୀଳଗିରି,୯ା୬(ସ୍ବ.ପ୍ର.): ନୀଳଗିରି ଏକ ଜଳକଷ୍ଟ ଅଞ୍ଚଳ। ନୀଳଗିରି ଅଧୀନ ସ୍ବର୍ଣ୍ଣଚୂଡ଼ ପାହାଡ଼ ଚତୁଃପାର୍ଶ୍ୱରେ ଥିବା ଗ୍ରାମଗୁଡ଼ିକରେ ଏହି କଷ୍ଟ ଖରାଦିନେ ଅଧିକ ଦେଖାଯାଇଥାଏ। ଜଳକଷ୍ଟ ସହି...

ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା...

ସ୍ବଚ୍ଛଭାରତ ମିଶନ: ୧୯,୧୬୧ ପାଇଖାନା ଅସମ୍ପୂର୍ଣ୍ଣ

ବାସୁଦେବପୁର, ୨୯।୮ (ଡି.ଏନ.ଏ.) – କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକରେ ଲକ୍ଷ୍ୟ ଧାର୍ଯ୍ୟ ଥିବା ୩୯,୫୫୫ଟି...

ଶ୍ରୀକ୍ଷେତ୍ରରେ ବାଲି ତୃତୀୟା ପାଳିତ

ପୁରୀ ଅଫିସ,୩୦ା୮- ଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ବାଲି ତୃତୀୟା (ଗୌରୀ ବ୍ରତ) ପାଳିତ ହୋଇଯାଇଛି। ଗଣେଶ ପୂଜାର ପୂର୍ବ ଦିନ ଏହି...

Advertisement
Archives

Model This Week