ପୁରୀରୁ ଫେରି ପାରୁ ନାହାନ୍ତି ୩୫ଶ୍ରମିକ

ବରଗଡ଼ ଅଫିସ୍‌,୨୯।୪: ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ ଛେତଗାଁର ୩୫ଜଣ ଶ୍ରମିକ ପୁରୀ ଜିଲାକୁ ଦାଦନ ଖଟିବାକୁ ଯାଇ ସେଠାରେ ଅସୁରକ୍ଷିତ ଅବସ୍ଥାରେ ରହିଛନ୍ତି। ସେମାନେ ସମସ୍ତେ ଗୋପ ବ୍ଲକ ଅଚ୍ୟୁତପୁରଠାରେ ଥିବା ଏକ ଇଟାଭାଟିରେ କାମ କରୁଥିଲେ । ମାତ୍ର ଲକ୍‌ଡାଉନ୍‌ ଯୋଗୁ ଇଟା ଗଢ଼ିବା କାମ ବନ୍ଦ ହୋଇଯାଇଛି । ସେମାନେ ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ଲକ୍‌ଡାଉନ ଯୋଗୁ ଏଠାକୁ ଆସି ପାରୁ ନାହାନ୍ତି। ସେଠାକାର ଏକ ଅସୁରକ୍ଷିତ ସ୍ଥାନରେ ତମ୍ବୁ ଗାଡ଼ି ଶ୍ରମିକମାନେ ଆଶ୍ରୟ ନେଇଛନ୍ତି । ଏପରିକି ସେଠାରେ ସେମାନଙ୍କ ଖାଇବା, ପିଇବା କ୍ଷେତ୍ରରେ ମଧ୍ୟ ସମସ୍ୟା ଉପୁଜିଛି । ଫଳରେ ସେମାନଙ୍କ ଖାଇବା, ପିଇବା ବନ୍ଦୋବସ୍ତ କରିବା ସହିତ ଅସୁରକ୍ଷିତ ଅବସ୍ଥାରେ ରହିଥିବା ଶ୍ରମିକଙ୍କୁ ସେମାନଙ୍କ ଘରକୁ ଫେରାଇବା ଦିଗରେ ପଦକ୍ଷେପ ନେବା ପାଇଁ ସେମାନେ ଜିଲା ପ୍ରଶାସନକୁ ଆକୁଳ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri