ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା

ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା ବେଳେ ୭୧ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଗତ ୧୬ ଦିନରେ ଜିଲାରୁ ୮୪ଜଣ ଆକ୍ରାନ୍ତ ଚିହ୍ନଟ ହେବା ନେଇ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ ସେଣ୍ଟରର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛତଳେ ଚିକିତ୍ସିତ ହେଉଛନ୍ତି ୧୫ରୁ ଅଧିକ କରୋନା ଆକ୍ରାନ୍ତ

ଭିଜିଆନଗରମ୍‌, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେତେକ ଅଞ୍ଚଳରେ ଆକ୍ରାନ୍ତଙ୍କୁ ଆବଶ୍ୟକ ଚିକିତ୍ସା ମିଳୁ ନ...

ପଶ୍ଚିମବଙ୍ଗରୁ ଅବାଧରେ ଆସୁଛି ଚୋରା ମଦ

ବାଲିଆପାଳ, ୧୦।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦର ବନ୍ୟା ଛୁଟିଛି। ପଡ଼ୋଶୀ ପଶ୍ଚିମବଙ୍ଗରୁ ପ୍ରତିଦିନ ଚୋରାରେ ବହୁ ଦେଶୀ, ବିଦେଶୀ...

ଜେଏନ୍‌ୟୁ ଆକ୍ରମଣ ଘଟଣା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିକଲେ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟ ଛାତ୍ରୀଛାତ୍ର

ପୁରୀ ଅଫିସ, ୭।୧: ନୂଆଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ରେ ଉପୁଜିଥିବା ଛାତ୍ର ଅଶାନ୍ତି ତୀବ୍ରରୂପ ନେବାରେ ଲାଗିଛି। ଏ ନେଇ ବିଭିନ୍ନ ଛାତ୍ର ସଙ୍ଗଠନ...

ବିଭିନ୍ନ ସ୍ଥାନରେ ବାଇକ୍‌ ଦୁର୍ଘଟଣା, ୫ ଆହତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୫ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଗୁମାନସିଂ ପ୍ରଧାନ, ପୁର୍ଣ୍ଣଚନ୍ଦ୍ର ପ୍ରଧାନ,ନଇମୀ ନାୟକ,...

ଦୁର୍ଗମ ଅଞ୍ଚଳବାସୀଙ୍କ ପାଇଁ ଦୁଃଖ ଆଣିଛି କରୋନା: ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇ ବିତୁଛି ଜୀବନ

ଦାରିଙ୍ଗବାଡ଼ି,୨୮।୩(ଡି.ଏନ୍‌.ଏ.)- କରୋନା ପାଇଁ ଚାରିଆଡେ ଖଁା ଖଁା। ସହର ହେଉକି ଗାଁ ପ୍ରାୟ ଖୁଚୁରା ଦୋକାନରୁ ଲୋକେ ଧାର୍ଯ୍ୟ ସମୟ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସଂଗ୍ରହ...

ୱାଇ ଫର୍ମରେ ବାଲି ଜାଲିଆତି

କଟକ ଅଫିସ, ୧୪ା୧୨: କଟକ ଜିଲାର ବିଭିନ୍ନ ନଦୀରୁ ବାଲି ଚୋରାଚାଲାଣ ହେଉଛି। ଏହି ଚୋରାଚାଲାଣ କାର୍ଯ୍ୟରେ ନେତାଙ୍କଠାରୁ ଆରମ୍ଭ କରି ପ୍ରଶାସକ ଓ ଗ୍ୟାଙ୍ଗଷ୍ଟରଙ୍କ...

ପୋଲିସକୁ ଅଟକ ରଖିଲେ ଗ୍ରାମବାସୀ

ବାହାନଗା, ୩୧ା୫(ଡି.ଏନ.ଏ.)-ଗୁରୁବାର ରାତି ସାଢେ ୮ଟାରେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ତାଳକୁରୁଣିଆଁ ଗ୍ରାମର ବାସିନ୍ଦା ଗୋପାଳପୁର ଫାଣ୍ଡିର ଜଣେ କନଷ୍ଟେବଳଙ୍କୁ ଅଟକ ରଖିଛନ୍ତି। ସମସ୍ୟାର...

ଦାରିଙ୍ଗବାଡ଼ିରେ ମୃଦୁ ଭୂମିକମ୍ପ

ଦାରିଙ୍ଗବାଡ଼ି,୪।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଗୁରୁବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଅପରାହ୍ନ ପ୍ରାୟ ୨ଟା ୫୭ ମିନିଟ୍‌ରେ ଶବ୍ଦ ହେବା ସହ ଭୂମି ଥରି...

Coronavirus Update


Archives

Model This Week

Why Dharitri